"ପୋଲିଓମାୟେଲାଇଟିସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ସଂକ୍ରମଣ: ଲେଖାଗଲା
୫୭ କ ଧାଡ଼ି:
ପୋଲିଓ ଖାଦ୍ୟ ମାଧ୍ୟମରେ ବ୍ୟାପେ । ଏହା ଏକ ଡିଆଁ ରୋଗ । ରୋଗ ପ୍ରବଣ ଇଲାକାରେ ସର୍ବଦା ରୋଗ ଥାଏ, କିନ୍ତୁ ଗ୍ରିଷ୍ମ ଋତୁରେ ଅଧିକ ସଂଖ୍ୟକ ରୋଗ ଦେଖାଯାଏ । ଗ୍ରୀଷ୍ମ ମଣ୍ଡଳୀୟ ଜାଗାରେ ଋତୁର ବିଶେଷ ପ୍ରଭାବ ପଡେ ନାହିଁ । ମଳରେ ଥିବା ଭୁତାଣୁ ସଂକ୍ରମିତ ହୁଏ । ଭୁତାଣୁ ଦେହରେ ପ୍ରବେଶ କରିବା ପରଠାରୁ ଲକ୍ଷଣ ପ୍ରକାଶ ପାଇବା ପର୍ଯ୍ୟନ୍ତ ସମୟକୁ ଇନ୍‌କ୍ୟୁବେସନ ସମୟ କୁହାଯାଏ । ଭୁତାଣୁ ଅଣୁ ଅନେକ ସପ୍ତାହ ପର୍ଯ୍ୟନ୍ତ ମଳ ମାଧ୍ୟମରେ ନିସ୍କାସିତ ହୁଏ । ପୋଲିଓ ରୋଗର ୧୦ ଦିନ ପୂର୍ବରୁ ଓ ୧୦ଦିନ ପରେ ସଂକ୍ରମଣ ହୋଇପାରେ । ଲାଳ ଓ ମଳ ମାଧ୍ୟମରେ ଏହା ବିସ୍ତାର ହୁଏ ଯେ ପର୍ଯ୍ୟନ୍ତ ଭୁତାଣୁ ସେଠାରେ ବଞ୍ଚି ରହିଥାଆନ୍ତି । <br />
ପ୍ରତିରୋଧ ଅକ୍ଷମତା, ପୋଷକ ଅଭାବ ଓ ଟନସିଲ ଅପରେଶନ ପରେ, ଗର୍ଭାବସ୍ଥରେ ରୋଗ ବ୍ୟାପିବା ସମ୍ଭାବନା ଅଧିକ ରହେ । ଭୁତାଣୁ ପ୍ଲାସେଣ୍ଟା ଭିତରକୁ ଯାଇପାରେ କିନ୍ତୁ ମାଆ ପାଖାରୁ ସଂକ୍ରମିତ ହୋଇ ପାରେ ନାହିଁ । ମାଆ ଦେହରେ ଥିବା ଆଣ୍ଟିବଡି ପ୍ଲାସେଣ୍ଟା ଭିତରକୁ ଯାଇ ଗର୍ଭସ୍ଥ ଶିଶୁର ପ୍ରତିରୋଧ ଶକ୍ତି ବଢାଏ ।
== ନିଦାନ-ଶରୀରତତ୍ତ୍ଵ ==
 
== ଆଧାର ==