"ଗୌତମ ବୁଦ୍ଧ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ବାହାର ତଥ୍ୟ, ସଜାଣି
୩୬ କ ଧାଡ଼ି:
ତେବେ କିଛି ଗବେଷକଙ୍କ ମତରେ ବୁଦ୍ଧଙ୍କ ଜନ୍ମ [[ନେପାଳ]]ର କପିଲବାସ୍ତୁ ଠାରେ ।
==ଜୀବନୀ==
ଗୌତ୍ତମ ବୁଦ୍ଧ [[ବୌଦ୍ଧ ଧର୍ମ]]ର ପ୍ରତିଷ୍ଠାତା ।<ref>http://webspace.ship.edu/cgboer/buddhaintro.html</ref> ସେ ଖ୍ରୀ. ପୂ ୫୬୭ (ମତାନ୍ତର) ରେ ହିମାଳୟର ପାଦଦେଶରେ ଅବସ୍ତିତ କପିଳବାସ୍ତୁ ନିକଟବର୍ତ୍ତୀ [[ଲୁମ୍ବିନୀ]] ଉପବନରେ ଜନ୍ମ ଗ୍ରହଣ କରିଥିଲେ । [[କପିଳାବାସ୍ତୁ]] ଶାକ୍ୟବଂଶୀୟ କ୍ଷତ୍ରିୟମାନଙ୍କର ଏକ କ୍ଷୁଦ୍ର ରାଜ୍ୟ ଥିଲା । ଗୌତ୍ତମଙ୍କର ପିତା ଶୁଦ୍ଧୋଦନ ଏହି ଶାକ୍ୟ ଗଣତନ୍ତ୍ରର ରାଜା ଥିଲେ ।<ref>http://www.buddhanet.net/e-learning/buddhistworld/buddha.htm</ref> ତାଙ୍କର ମାତାନକ ନାମ ଥିଲା ମାୟାଦେବୀ । ଜନ୍ମ ଲାଭ କରିବାର ଏକ ସପ୍ତାହ ପରେ ତାଙ୍କର ମାତା ମାୟାଦେବୀଙ୍କର ମୃତ୍ୟୁ ହେବାରୁ ବିମାତା ଗୌତମୀଙ୍କ ଦ୍ଵାରା ପରିପାଳିତ ହୋଇ ଥିଲେ । <ref>http://buddhism.about.com/od/lifeofthebuddha/a/buddhalife.htm</ref>ରାଜପୁତ୍ର ହେଲେ ମଧ୍ୟ ରାଜକୀୟ ଭୋଗବିଳାସ ପ୍ରତି ତାଙ୍କର ମନ ଆଦୌ ଆକୃଷ୍ଟ ନଥିଲେ । ସେ ସଂସାରବିରାଗୀ ଥିଲେ । ପୁତ୍ରର ମନ ପରିବର୍ତ୍ତନ ନିମନ୍ତେ ଶୁଦ୍ଧୋଦନ ଗୌତମଙ୍କୁ ଗୋପାନାମ୍ନୀ ଏକ ସୁନ୍ଦରୀ ରାଜକନ୍ୟାଙ୍କ ସହିତ ବିବାହ କରାଇଥିଲେ । ବିବାହ ପରେ ଗୌତମଙ୍କର ଏକ ପୁତ୍ର ସନ୍ତାନ ଜାତ ହୋଇଥିଲା । ଏସବୁ ସତ୍ତ୍ଵେ ଗୌତମଙ୍କର ମନ ପରିବର୍ତ୍ତନ ହୋଇନଥିଲା । <ref>http://www.thewildrose.net/the_buddha.html</ref>
==କିମ୍ବଦନ୍ତୀ==
 
==[[ବୌଦ୍ଧ ଧର୍ମ]]==
==ବୌଦ୍ଧଧର୍ମର ପ୍ରସାର==