"ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧ କ ଧାଡ଼ି:
{{ଛୋଟ|ISBN}}
[[ଫାଇଲ:EAN-13-ISBN-13.svg|thumb|300px|ବାରକୋଡ଼]]
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଠ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ବାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ୤ଆଇଏସବିଏନ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ
[[ଫାଇଲ:ISBN Details.svg|thumb|The parts of a 10-digit I୧୦ଅଙ୍କ ବାରକୋଡ଼ର ଓ ୧୩ ଅଙ୍କ ବାରକୋଡ଼]]