"ପକ୍ଷ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ପକ୍ଷ
 
ଟିକେ ବାବଦରେ
୧ କ ଧାଡ଼ି:
{{About|ପକ୍ଷ (୧୫ଦିନର ସମୟ)||ପକ୍ଷୀ}}
{{ଛୋଟ|Paksha}}
୧୫ ତିଥିରେ ଏକ ପକ୍ଷ ହୁଏ ୤
==କୃଷ୍ଣପକ୍ଷ==
[[ପୂର୍ଣ୍ଣିମା|ପୂଣ୍ଣମୀ]]ର ପରଦିନ କୃଷ୍ଣପକ୍ଷର ଆରମ୍ଭ ହୁଏ କୃଷ୍ଣପକ୍ଷର ପ୍ରଥମ ତିଥି [[ପ୍ରତିପଦ]], ତାପରେ ଯଥାକ୍ରମେ [[ଦ୍ୱିତୀୟା]], [[ତୃତୀୟା]], [[ଚତୁର୍ଥୀ]], [[ପଞ୍ଚମୀ]], [[ଷଷ୍ଠୀ]], [[ସପ୍ତମୀ]], [[ଅଷ୍ଟମୀ]], [[ନବମୀ]], [[ଦଶମୀ]], [[ଏକାଦଶୀ]], [[ଦ୍ଵାଦଶୀ]], [[ତ୍ରୟୋଦଶୀ]], [[ଚତୁର୍ଦ୍ଦଶୀ]] ଓ [[ଅମାବାସ୍ୟା]] ଏପରି ୧୫ ତିଥିରେ କୃଷ୍ଣପକ୍ଷ [[ଅମାବାସ୍ୟା]] ଦିନ ଶେଷ ହୁଏ
==ଶୁକ୍ଳପକ୍ଷ==
ଅମାବାସ୍ୟାର ପରଦିନ ଶୁକ୍ଳପକ୍ଷ ଆରମ୍ଭ ହୁଏ – ଶୁକ୍ଳପକ୍ଷର ପ୍ରଥମ ତିଥି ପ୍ରତିପଦ, ତାପରେ ଯଥାକ୍ରମେ ଦ୍ୱିତୀୟା, ତୃତୀୟା, ଚତୁର୍ଥୀ, ପଞ୍ଚମୀ, ଷଷ୍ଠୀ, ସପ୍ତମୀ, ଅଷ୍ଟମୀ, ନବମୀ, ଦଶମୀ, ଏକାଦଶୀ, ଦ୍ଵାଦଶୀ, ତ୍ରୟୋଦଶୀ, ଚତୁର୍ଦ୍ଦଶୀ ଆଦି ୧୫ ତିଥିରେ ଶୁକ୍ଳପକ୍ଷ [[ପୂର୍ଣ୍ଣିମା|ପୂର୍ଣ୍ଣମୀ]] ଦିନ ଶେଷ ହୁଏ
==ଅପରପକ୍ଷ==
[[ହିନ୍ଦୁ ଧର୍ମ]] ପରମ୍ପରା ଅନୁଯାୟୀ [[ଆଶ୍ୱିନ]] [[ମାସ]] କୃଷ୍ଣପକ୍ଷ ପ୍ରତିପଦ ଠାରୁ ଅମାବାସ୍ୟା ପଯ୍ୟନ୍ତ 'ଅପରପକ୍ଷ' ବା 'ପିତୃପକ୍ଷ' ପାଳନ କରାଯାଏ ।
"https://or.wikipedia.org/wiki/ପକ୍ଷ"ରୁ ଅଣାଯାଇଅଛି