"ଶୁକ୍ରବାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Robot: Adding min:Jumaik
ଟିକେ ରୋବଟ୍‌: ପ୍ରସାଧନ ବଦଳ
୧ କ ଧାଡ଼ି:
{{ଛୋଟ|Friday}}
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା [[ଗୁରୁବାର]] ପରେ ଓ [[ଶନିବାର]] ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ I<ref>{{cite web |url= http://www.sambadepaper.com/Details.aspx?id=23854&boxid=655590 |title=ଶୁକ୍ରବାର |first= |last= |work=sambadepaper.com |year=2012 |accessdate=4 November 2012}}<!--ସମ୍ବାଦ, ୦୨ ନଭେମ୍ବର୨୦୧୨, ପୃଷ୍ଠା: ୦୨--></ref> ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା [[ଦୁର୍ଗା]] ଏବଂ ତାଙ୍କର ଅବତାର [[କାଳୀ]], ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର [[ଭାରତ|ଭାରତରେ]] ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ଵାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ [[ଖିରି]] ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
 
ସୁଖପ୍ରଦ ପାରିବାରିକ ଜୀବନ, ସନ୍ତାନଲାଭ ତଥା ପ୍ରତିବନ୍ଧ ଦୂର କରିବା ନିମନ୍ତେ ବ୍ରତ ରଖାଯାଏ I ଏହି ଦିନ ଶୁକ୍ର ଦେବତାଙ୍କୁ ମଧ୍ୟ ପୂଜା-ଆରାଧନା କରାଯାଇଥାଏ I ଶୁକ୍ରଦେବ ହେଲେ ସୁଖ-ଶାନ୍ତି ଏବଂ ପାର୍ଥିବ-ସଂପଦ ପ୍ରଦାନକାରୀ I
== ଆଧାର ==
{{ଆଧାର}}
== ଅଧିକ ତଥ୍ୟ ==
{{Commons category|Friday}}
{{Wiktionary-inline}}
 
{{ସପ୍ତାହ}}
[[min:Jumaik]]
 
[[ଶ୍ରେଣୀ:ସପ୍ତାହ]]
Line ୧୧୩ ⟶ ୧୧୪:
[[mdf:Цилеши]]
[[mhr:Кугарня]]
[[min:Jumaik]]
[[mk:Петок]]
[[ml:വെള്ളി (ദിവസം)]]
"https://or.wikipedia.org/wiki/ଶୁକ୍ରବାର"ରୁ ଅଣାଯାଇଅଛି