"ଆଖି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

୧୭ ବାଇଟଗୁଡିକ ଯୋଡାଗଲା ,  ୮ ବର୍ଷ ପୂର୍ବେ
ଟିକେ
ରୋବଟ୍‌: ପ୍ରସାଧନ ବଦଳ
ଟିକେ (r2.7.3) (Robot: Adding pms:Euj)
ଟିକେ (ରୋବଟ୍‌: ପ୍ରସାଧନ ବଦଳ)
! style="background:dimgrey; color:#000;" colspan="2"| ''ଆଖି''
|- style="text-align: center;"
{{!}} colspan="2" {{!}} [[Fileଫାଇଲ:Schematic diagram of the human eye en.svg|250px|center|]]
{{!}}- style="text-align: center; line-height: 1;"
{{!}} colspan="2" {{!}} <small>Schematic diagram of the vertebrate eye.</small>
|- style="text-align: center;"
 
{{!}} colspan="2" {{!}} [[Fileଫାଇଲ:Krilleyekils.jpg|250px|center|]]
{{!}}- style="text-align: center; line-height: 1;"
{{!}} colspan="2" {{!}} <small>Compound eye of [[Antarctic krill]]</small>
ଏଇ ଦୁଇପ୍ରକାର ଜୀବକୋଷମାନଙ୍କ ପାଇଁ ମଣିଷ ସବୁପ୍ରକାରର ଆଲୁଅ ସହଜରେ ବାରିପାରେ । ଲମ୍ବା ଲମ୍ବା ଜୀବକୋଷ ବା ରଡମାନେ ରେଟିନା ସାରା ବିଛାଡି ହୋଇ ରହିଥାନ୍ତି। ମାତ୍ର ପିରାମିଡ ଭଳି ଜୀବକୋଷ ମାନେ କେବଳ ଗୋଟାଏ ଜାଗାରେ ଠୁଳ ହୋଇ ରହିଥାନ୍ତି । ସେଇ ଜାଗାଟି ହେଲା ଫୋବିଆ - ଗୋଟାଏ ମୁଗ ଆକାରର ଖାଲିଆ ଜାଗା । ଯେତେ ଆଲୁଅ ଆଖିର ଲେନ୍ସ ଦେଇ ଆସେ ତାର ଫୋକସ ବିନ୍ଦୁ ହେଲା ଏଇ ଫୋବିଆ । ଖୁବ୍ ପାଖ ଜିନିଷକୁ ଦେଖିବା ପାଇଁ ଏଇ ଫୋବିଆ ହେଉଛି ଦାୟୀ । ରେଟିନାର ଜୀବକୋଷମାନଙ୍କରେ ଆଲୁଅ ପଡିଲେ ନାନା ପ୍ରକାର ରାସାୟନିକ ପ୍ରତିକ୍ରିୟା ହୋଇଯାଏ । ସେଇ ପ୍ରତିକ୍ରିୟା ହେଲେ ସେମାନଙ୍କ ଦେହରେ ବିଦ୍ୟୁତ ପ୍ରବାହ ହୁଏ । ସେ ବିଦ୍ୟୁତ ପ୍ରବାହ ଆଖିର ସ୍ନାଯୁକୁ ଯାଇ ମସ୍ତିସ୍କରେ ଥିବା ଅକ୍ସିପିଟେଲ ଲୋବକୁ ଯାଏ। ସେଠାରେ ମସ୍ତିସ୍କ ଏ ସବୁକୁ ବିଶ୍ଳେଷଣ କରି ମଣିଷକୁ କଣ ଦେଖିଲା ବୋଲି ଜଣାଇଦିଏ । ରଙ୍ଗୀନ ଆଲୁଅ ଦେଖିଲାବେଳେ ମଧ୍ୟ ସେହିପରି ରାସାୟନିକ ପ୍ରତିକ୍ରିୟା ଓ ବିଦ୍ୟୁତ୍ ପ୍ରବାହ ହୁଏ । ମାତ୍ର ଏ ପ୍ରତିକ୍ରିୟା ଏତେ ସୂକ୍ଷ୍ମ ଓ କିଟିମିଟିଆ ଯେ , ଟିକିଏ କିଛି ଖରାପ ହେଲେ ରଙ୍ଗିନ ଜିନିଷ ଦେଖିବାରେ ଅସୁବିଧା ହୁଏ । ଅଳ୍ପ ବହୁତ ଆଠ ଜଣକରେ ଜଣଙ୍କର କିଛି ନା କିଛି ଅସୁବିଧା ଥାଏ ରଙ୍ଗିନ ଜିନିଷ ଦେଖିବା ପାଇଁ । ଆଲୁଅ କମି ଯିବା କ୍ଷଣି ଅନ୍ଧାରରେ ରଙ୍ଗିନ ଜିନିଷ ଦେଖି ହୁଏ ନାହିଁ । ସବୁ ପ୍ରାୟ ଧୂସରିଆ ଦେଖା ଯାଆନ୍ତି କାରଣ ଆଖିର କୋନ ଜୀବକୋଷମାନେ ଅନ୍ଧାରରେ କିଛି କାମ କରି ପାରନ୍ତି ନାହିଁ । କେବଳ ଲମ୍ବା ଜୀବକୋଷ - ରଡମାନେହିଁ କାମ କରନ୍ତି ।
 
ମଣିଷ ପିଲା ଥିଲାବେଳେ କେବଳ ଆଲୁଅ ବା ଅନ୍ଧାର ବୁଝି ପାରିଥାଏ । ପାଖ ଜିନିଷକୁ ଦେଖି ପାରେ ନା । ଦୁଇଟି ଆଖିର ଲୟ ବଦ୍ଧତା ନ ଥାଏ। ଧିରେ ଧିରେ ବଢିଗଲା ପରେ ଦୁଇଟି ଆଖି ଠିକ୍ ଭାବରେ ଦେଖେ ଓ ଲୟବଦ୍ଧତା ବଢେ। ଝାପ୍ସା ଆଲୁଅରେ ପିଲାମାନେ ପଢି ପାରନ୍ତି ବଡ଼ ମାନେ ପାରନ୍ତି ନାହିଁ। ତାର କାରଣ ହେଲା ପିଲାବେଳେ ଆଖିର ମାଂସପେଶୀ ସବୁ ଖୁବ୍ ତାଜା ଥାଏ ଓ ଭଲ କାମ କରିପାରେ । ଆଖି ଦିନକୁ ପ୍ରାୟ ୧୦,୦୦୦ ଥର ଘୁରି ବୁଲେ । ଏଥିରୁ ଆଖିର ମାଂସପେଶୀର ଶକ୍ତିର କଳନା କରାଯାଇପାରେ।
 
== ବିଶ୍ରାମ ==
== ଆଧାର ==
{{ଆଧାର}}
== ଅଧିକ ତଥ୍ୟ ==
{{Commons category|Eyes}}
* [http://www.pbs.org/wgbh/evolution/library/01/1/l_011_01.html Evolution of the eye]
୧୨,୮୯୭

ଗୋଟି ସମ୍ପାଦନା