"ଖେଚେଡ଼ି" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ Robot: Interwiki standardization; ପ୍ରସାଧନ ବଦଳ |
ଟିକେ ରୋବଟ୍: ପ୍ରସାଧନ ବଦଳ |
||
୧୮ କ ଧାଡ଼ି:
'''ଖେଚେଡ଼ି''' ଏକ ପାରମ୍ପାରିକ [[ଓଡ଼ିଆ ଖାଦ୍ୟ]], ତେବେ ଭାରତର ବାକି ଜାଗାରେ ମଧ୍ୟ ଏହା ଖିଆଯାଇଥାଏ । ତିଆରି କରିବାର ପ୍ରଣାଳୀ ଅଲଗା ଅଲଗା ଜାଗାରେ ଅଲଗା ପ୍ରକାର ହୋଇଥାଏ ଓ ନାଆଁ ମଧ୍ୟ ଅଲଗା ହୋଇଥାଏ । [[ଓଡ଼ିଶା]]ରେ ତିଆରି ଖେଚେଡ଼ି ଶୁଖିଲା ହୋଇଥାଏ ଓ ଏଥିରେ [[ଚିନି]]ର ବ୍ୟବହାର ହୋଇଥାଏ ।
== ଉପାଦାନ ==
* [[ଚାଉଳ]]
* [[ପରିବା]]
୨୫ କ ଧାଡ଼ି:
* [[ମସଲା]]
== ପ୍ରକାର ==
[[ଫାଇଲ:Simei Palau Odia Cuisine.jpg|thumb|ସିମେଇ ଖେଚେଡ଼ି]]
=== ଜଗନ୍ନାଥ ମନ୍ଦିରରେ ଭୋଗରେ ଲାଗୁଥିବା ଖେଚେଡ଼ି ===
{{Main|ଜଗନ୍ନାଥଙ୍କ ଧୂପ}}
୩୬ କ ଧାଡ଼ି:
* ତୈଳ ଖେଚୁଡ଼ି
=== ଅନ୍ୟାନ୍ୟ ===
* ପଞ୍ଚୁବର୍ଣ୍ଣ ଖେଚେଡ଼ି
: ନାନା ପ୍ରକାରର ପରିବାକୁ ଡାଲି ଓ ଚାଉଳ ସହ ମିଶାଇ ଏହା ତିଆରି କରାଯାଏ । ଏହା ଶୁଖିଲା ହୋଇଥାଏ । ପଞ୍ଚୁବର୍ଣ୍ଣ ଖେଚେଡ଼ି ପର୍ବ ପର୍ବାଣୀରେ ତିଆରି କରାଯାଇଥାଏ ।
୪୩ କ ଧାଡ଼ି:
* ସିମେଇ ଖେଚେଡ଼ି/ପଲଉ: ଏହା ସିମେଇ, [[ଗାଜର]], [[କ୍ୟାପ୍ସିକମ]], [[ପିଆଜ]] ଆଦି ପକାଇ ଓଡ଼ିଆ ରାନ୍ଧଣା ପ୍ରଣାଳୀରେ ତିଆରି କରାଯାଇଥାଏ ।
== ପ୍ରଣାଳୀ ==
ପରିବା (ବିନ, ଗାଜର, ବିଟ ଆଦି)କୁ ଧୋଇ ତେଲ/ଘିଅରେ ଭାଜି ଦିଆଯାଏ । ଚାଉଳକୁ ଧୋଇ ଘିଅ/ତେଲରେ ଭାଜି ପରିବା, ଘିଅରେ ମସଲା ଭାଜି ଡାଲି ସହ ମିଶାଇ ପାଣି ଦେଇ ସିଝାଇ ଦିଆଯାଏ ।
== ପରଷା ==
ପଞ୍ଚୁବର୍ଣ ଖେଚେଡ଼ିକୁ [[ଘୁଗୁନି]], [[ଆଳୁଦମ]] ଓ ବାକି ଅନେକ ତରକାରି ସହ ପରଷାଯାଇପାରେ ।
|