"ଚର୍ଚ୍ଚିକା ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଯୋଗସୂତ୍ର ପେଡ଼ି
ଟିକେ ରୋବଟ୍‌: ପ୍ରସାଧନ ବଦଳ
୩୬ କ ଧାଡ଼ି:
'''ଚର୍ଚ୍ଚିକା''' ମନ୍ଦିର [[କଟକ ଜିଲ୍ଲା|କଟକ ଜିଲ୍ଲାର]], [[ବାଙ୍କୀ]] ସହରରେ ଥିବା ଏକ ପ୍ରାଚୀନ [[ଶକ୍ତି ପୀଠ]] । ଏହି ଶକ୍ତିପୀଠଟି ରେଣୁକା ନଦୀ କୂଳରେ ଥିବା ଋଚିକ ପର୍ବତରେ ଅବସ୍ଥିତ ।<ref>{{cite web |url= http://fullodia.com/sites/info/651 |title=Info: Maa Charchika temple on Fullodia.com |first= |last= |work=fullodia.com |year=2012 |quote=charchika temple is situated on Ruchika hills on the banks of the Renuka river |accessdate=12 October 2012}}</ref>ଏହାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି "ମା" ଚର୍ଚ୍ଚିକା ଠାକୁରାଣୀ । ଚର୍ଚ୍ଚିକାଙ୍କ ମୂର୍ତ୍ତିଟି ପର୍ଶୁରାମଙ୍କ ଦ୍ଵାରା ତିଆରି କରାଯାଇଥିବା ବିଶ୍ଵାସ କରାଯାଏ । <ref>{{cite web |url= http://www.odishatv.in/temples.asp |title=ORISSA TV &#124; Premier News Channel of Orissa |first= |last= |work=odishatv.in |year=2012 |quote= It is believed that the Charchika devi idol was created by Parsuram. |accessdate=12 October 2012}}</ref>
 
[[ମହାନଦୀ]] କୂଳରେ ଅଷ୍ଟଭୁଜା ଚାମୁଣ୍ଡା ରୂପରେ ପୂଜା ପାଉଛନ୍ତି ମା’ ଚର୍ଚ୍ଚିକା I ଅଷ୍ଟଭୁଜରେ ମା’ ଧାରଣ କରିଛନ୍ତି ଖଡ୍ଗ, ତ୍ରିଶୂଳ, ସର୍ପ, ଅଙ୍କୁଶ, ଅକ୍ଷମାଳ, ଛିନ୍ନମସ୍ତକ ଓ ଡମ୍ବରୁ I ପୁଣି ଗୋଟିଏ ହାତର କନିଷ୍ଠ ଅଙ୍ଗୁଳିକୁ କାମୁଡ଼ି ଧରିଛନ୍ତି ଦନ୍ତରେ I ତାଙ୍କ ଗ୍ରୀବାରେ ନରମୁଣ୍ଡ ମାଳା ପଡିଥିବାରୁ ଏବଂ ସେ ଉଲଂଗୀ ହୋଇ ଶବ ଉପରେ ଉପବିଷ୍ଟ ହୋଇଥିବାରୁ ତାଙ୍କୁ ଚାମୁଣ୍ଡା ଭାବେ ଗ୍ରହଣ କରାଯାଇଛି I ମା’ ଚର୍ଚ୍ଚିକାଙ୍କ ପୀଠରେ ମହାଷ୍ଟମୀ ଓ ମହା ନବମୀରେ ବଳି ପରମ୍ପରା ପ୍ରଚଳିତ I ମନ୍ଦିର ବେଢାରେ ପୂଜା ପାଉଥିବା ମା’ ମଙ୍ଗଳାଙ୍କ ନିକଟରେ ପଶୁବଳି ଦିଆଯିବା ପରେ ବଳିପଶୁର କଟାମୁଣ୍ଡ ଓ ରକ୍ତକୁ କିଛି ମାଟି ପାତ୍ରରେ ସଂଗ୍ରହ କରି ଚର୍ଚ୍ଚିକାଙ୍କୁ ଅର୍ପଣ କରାଯାଏ I ରାଜଗୁରୁମାନେ ଏଠାରେ ଶାରଦୀୟ ଷୋଳପୂଜା ସମ୍ପାଦନ କରିଥାନ୍ତି I ଏଠାରେ ଠାକୁରାଣୀଙ୍କ ଗମ୍ଭୀରା ଭିତରକୁ ସର୍ବସାଧାରଣ ପ୍ରବେଶ ସଂପୂର୍ଣ୍ଣ ମନା I କେବଳ ପୁରୀର ଗଜପତି ମହାରାଜା, ବାଙ୍କୀ ରାଜା ଏବଂ ମନ୍ଦିର ସହ ସଂପୃକ୍ତ ସେବାୟତମାନେ ଗମ୍ଭୀରା ଭିତରକୁ ଯାଇଥାନ୍ତି I
 
ଦେବୀ ଚର୍ଚ୍ଚିକାଙ୍କ ପାଖରେ ବର୍ଷର ତିନି ମାସ [[କାର୍ତ୍ତିକ]], [[ମାଘ]] ଓ [[ବୈଶାଖ|ବୈଶାଖରେ]] ଆମିଷ ଭୋଗ ନିଷିଦ୍ଧ । ଅନ୍ୟ ମାସ ଗୁଡିକରେ କେବଳ ଗୁରୁବାର ଛାଡ଼ି ଅନ୍ୟ ଦିନ ଗୁଡ଼ିକରେ ଆମିଷ ଭୋଗ ହୋଇଥାଏ । କିନ୍ତୁ ଶାରଦୀୟ ପୂଜାରେ ମୂଳାଷଷ୍ଠୀ ଠାରୁ ଷୋଳ ପୂଜା ମଧ୍ୟରେ ପ୍ରତ୍ୟେକ ଦିନ ଆମିଷ ଭୋଗ ହେବାର ବିଧି ବ୍ୟବସ୍ଥା ରହିଛି । <ref>ଖବର, ୧୦ ଅକ୍ଟୋବର ୨୦୧୨, ପୃଷ୍ଠା: ୪</ref>
 
== ଛବି ==
<div style="float:left"> {{Scroller|212|400||
----
୫୫ କ ଧାଡ଼ି:
}}</div><br clear="all">
 
== ଆଧାର ==
{{ଆଧାର}}
== ଅଧିକ ତଥ୍ୟ ==
* [http://ignca.nic.in/asp/showbig.asp?projid=orctk0410001 ଅଧିକ ଛବି]
 
{{ଓଡ଼ିଶାର ଦେବୀ ମନ୍ଦିର}}
{{ମୁଣ୍ଡିଆ}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
 
[[ଶ୍ରେଣୀ:ଓଡ଼ିଶାର ହିନ୍ଦୁ ମନ୍ଦିର]]
[[ଶ୍ରେଣୀ:ହିନ୍ଦୁ ଧର୍ମ]]
 
{{ମୁଣ୍ଡିଆ}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
[[en:Charchika Temple]]