"ଚାଣକ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ r2.7.3) (Robot: Adding pms:Chanakya
ଟିକେ ରୋବଟ୍‌: ପ୍ରସାଧନ ବଦଳ
୨୦ କ ଧାଡ଼ି:
}}
 
ଚାଣକ୍ୟ (ଖ୍ରୀ.ପୂ. 370- ଖ୍ରୀ.ପୂ.2831) ଜଣେ [[ଭାରତ|ଭାରତୀୟ ]] ଶିକ୍ଷକ, ଦାର୍ଶନିକ ଏବଂ ରାଜଗୁରୁ ଥିଲେ ।
 
ପ୍ରକୃତରେ ସେ ପୂରାତନ ତକ୍ଷଶିଳା ବିଶ୍ୱବିଦ୍ୟାଳୟରେ ଅର୍ଥଶାସ୍ତ୍ର ଓ ରାଜନିତୀ ବିଜ୍ଞାନର ଜଣେ ପ୍ରାଧ୍ୟାପକ ଥିଲେ । ଚାଣକ୍ୟ ମୌର୍ଯ୍ୟ ସାମ୍ରାଜ୍ୟ ସ୍ଥାପନରେ ମୂଖ୍ୟ ଭୂମିକା ଗ୍ରହଣ କରିଥିଲେ । ଏହି ସାମ୍ରାଜ୍ୟ ଇତିହାସ ର ପ୍ରଥମ ସାମ୍ରାଜ୍ୟ ଭାବେ ଭାରତବର୍ଷର ଅନେକ ଅଂଶ ଦଖଲ କରିଥିଲା । ସେ ପ୍ରଥମ ମୌର୍ଯ୍ୟ ସମ୍ରାଟ ଚନ୍ଦ୍ରଗୁପ୍ତ ଏବଂ ତାଙ୍କ ପୁତ୍ର ବିନ୍ଦୁସାରଙ୍କ ମୁଖ୍ୟ ପରାମର୍ଶଦାତା ଥିଲେ ।
 
ଚାଣକ୍ୟ ମଧ୍ୟ କୌଟିଲ୍ୟ ଓ ବିଷ୍ଣୁ ଗୁପ୍ତ ନାମରେ ପରିଚିତ ଥିଲେ, ଯେକି ଅର୍ଥଶାସ୍ତ୍ର ନାମକ ପୂରାତନ ଭାରତର ରାଜନିତୀ ଉପରେ ଆଧାରିତ ପୁସ୍ତକର ରଚନା କରିଥିଲେ ।
== ଜନ୍ମ ==
==କୃତିତ୍ତ୍ଵ==
 
== ଆଧାର ==
{{ଆଧାର}}
== ବାହାର ତଥ୍ୟ ==
{{wikiquote}}
* [http://www.hinduism.co.za/chanakya.htm Chanakya Nitishastra]
"https://or.wikipedia.org/wiki/ଚାଣକ୍ୟ"ରୁ ଅଣାଯାଇଅଛି