"ଜଳ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ r2.7.3) (Robot: Adding bi:Wota |
ଟିକେ ରୋବଟ୍: ପ୍ରସାଧନ ବଦଳ |
||
୩ କ ଧାଡ଼ି:
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।<ref>{{Cite journal |last=Henniker |first=J. C. |title=The Depth of the Surface Zone of a Liquid |year=1949 |publisher=[[Reviews of Modern Physics]] |doi=10.1103/RevModPhys.21.322 |journal=Reviews of Modern Physics |volume=21 |issue=2 |pages=322–341}}</ref><ref>{{cite web |url=http://faculty.washington.edu/ghp/researcthemes/water-science |title=Water Science |author=Pollack, Gerald |publisher=[[University of Washington]], Pollack Laboratory |accessdate=2011-02-05 |quote=Water has three phases – gas, liquid, and solid; but recent findings from our laboratory imply the presence of a surprisingly extensive fourth phase that occurs at interfaces.}}</ref>
ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ
[[ଫାଇଲ:Water drop animation.gif|thumb|right|200 px|କଳରୁ ପଡୁଥିବା ପାଣି ଟୋପା]]
== ଜଳର ବ୍ୟବହାର ==
ମାନବ ସମେତ ସମସ୍ତ ପ୍ରାଣୀ ଓ ଉଦ୍ଭିଦ ଜୀବନ ଧାରଣ ପାଇଁ ଜଳ ଆବଶ୍ୟକ କରନ୍ତି
ଦୁଗ୍ଧ, ଫଳରସ ଏବଂ ମଦ ପରି ପାନୀୟ ମାନଙ୍କର ମୁଖ୍ୟ ଅଂଶ ହେଉଛି ଜଳ
== ଜଳର ଗଠନ ==
ଗୋଟିଏ ଜଳ ଅଣୁ ୨ଟି ଉଦଜାନ ପରମାଣୁ ଓ ଗୋଟିଏ ଅମ୍ଳଜାନ ପରମାଣୁରୁ ତିଆରି
ଜଳକୁ ରୋମାନ ଭାଷାରେ ଆକୁଆ କୁହାଯାଏ
ଆମୋଦପ୍ରମୋଦ ପାଇଁ ମଧ୍ୟ ଜଳ ବ୍ୟବହୃତ ହୋଇଥାଏ ।
== ସମ୍ପର୍କିତ ପୃଷ୍ଟା ==
୨୮ କ ଧାଡ଼ି:
== ଆଧାର ==
{{ଆଧାର}}
== ଅଧିକ ତଥ୍ୟ ==
{{Sisterlinks|water}}
* [http://stats.oecd.org/wbos/Index.aspx?DataSetCode=ENV_WAT OECD Water statistics]
|