"ଜୀବ ବିଜ୍ଞାନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଜୀବବିଜ୍ଞାନ ପ୍ରସଙ୍ଗରୁ ତଥ୍ୟ ଅଣାଗଲା
ଟିକେ ରୋବଟ୍‌: ପ୍ରସାଧନ ବଦଳ
୧ କ ଧାଡ଼ି:
{{ଛୋଟ|Biology}}
[[Fileଫାଇଲ:Biology organism collage.png|thumb|ଜୀବବିଜ୍ଞାନ ଏହି ଭଳି ଉପାଦାନ ମାନକ ଉପରେ ଆଧାରିତ]]
ଜୀବ ବିଜ୍ଞାନ ଦୁଇଟି ଶବ୍ଦକୁ ନେଇ ଗଠିତ, ଜୀବ ଓ ବିଜ୍ଞାନ । ଜୀବ କହିଲେ ପୃଥିବୀରେ ବାସକରୁଥିବା ଯେ କୌଣସି ଜୀବନ୍ତ ପ୍ରାଣୀ ବା ଉଦ୍ଭିଦକୁ ବୁଝାଏ ଏବଂ ଜୀବ ବିଜ୍ଞାନ ସେମାନଙ୍କ ବିଷୟରେ ବିଜ୍ଞାନ ଜ୍ଞାନ ପ୍ରଦାନ କରେ ।
[[ବିଜ୍ଞାନ]]ର ଯେଉଁ ବିଭାଗରେ ଜୀବଜନ୍ତୁ ଏବଂ ସେମାନଙ୍କ ଗୁଣ, ଧର୍ମ ଓ ବିଶେଷତ୍ଵ ବିଷୟରେ ଆଲୋଚନା କରାଯାଏ ତାହାକୁ ଜୀବବିଜ୍ଞାନ କୁହାଯାଏ । ଏହା ଏକ ବିସ୍ତୃତ ବିଷୟ ଯାହାକି ପାଞ୍ଚୋଟି ମୂଖ୍ୟ ମତ ଉପରେ ଆଧାରିତ ।<ref>Avila, Vernon L. (1995). Biology: Investigating life on earth. Boston: Jones and Bartlett. pp. 11–18. ISBN 0-86720-942-9.</ref>
# କୋଷ ହେଉଛି ଜୀବନ ଧାରଣାର ଏକକ
# ନୂଆ ପ୍ରାଣୀମାନଙ୍କ ସୃଷ୍ଟି ଓ ବିଭେଦାୟନ ହେଉଛି ସୃଷ୍ଟିର ତିଆରି
୮ କ ଧାଡ଼ି:
# କୌଣସି ଏକ ଜୀବ ଏହାର ଅବସ୍ଥାଟିକୁ ସଚଳ ରଖିବା ଲାଗି ତାହାର ଆଭ୍ୟନ୍ତରୀଣ ପରିବେଶକୁ ସେଇ ଅନୁସାରେ ରଖିଥାଏ
# ବଞ୍ଚିଥିବା ଜୀବ ଶକ୍ତି ଗ୍ରହଣ ଓ ପ୍ରବାହ କରିଥାନ୍ତି
== ଆଧାର ==
{{ଆଧାର}}
== ଅଧିକ ତଥ୍ୟ ==
{{Wikibooks|Biology}}
{{Wiktionary|Biology}}