"ଦଶମୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ r2.7.3) (Robot: Adding mr:दशमी
ଟିକେ ରୋବଟ୍‌: ପ୍ରସାଧନ ବଦଳ
୧ କ ଧାଡ଼ି:
{{ଛୋଟ|Dashami}}
'ଦଶମୀ' ଚନ୍ଦ୍ରପକ୍ଷର ଦଶମ ଦିବସ - ଚନ୍ଦ୍ରର ଦଶମ କଳାର ହ୍ରାସ ବା ବୃଦ୍ଧିଜନିତ [[ତିଥି]] । [[ନବମୀ]]ର ପରବର୍ତ୍ତୀ ଓ [[ଏକାଦଶୀ]]ର ପୂର୍ବବର୍ତ୍ତୀ ତିଥି । କୃଷ୍ଣ ପକ୍ଷର ଦଶମୀକୁ କୃଷ୍ଣା ଦଶମୀ ଓ ଶୁକ୍ଳ ପକ୍ଷର ଦଶମୀକୁ ଶୁକ୍ଳା ଦଶମୀ କୁହାଯାଇଥାଏ ।
== ପର୍ବପର୍ବାଣୀ ==
* ଶୁକ୍ଳପକ୍ଷର ଦଶମୀ [[ଗୁରୁବାର]] ଦିନ ପଡ଼ିଲେ [[ସୁଦଶା ବ୍ରତ]] ପାଳନ କରାଯାଏ ।
* [[ପୌଷ]] ଶୁକ୍ଳ ଦଶମୀ: [[ଶାମ୍ବ ଦଶମୀ]] : (ସମ୍ବର ଦଶମୀ, ଶାମ୍ବରୀ ଦଶମୀ; ସୂର୍ଯ୍ୟପୂଜା)
୮ କ ଧାଡ଼ି:
* [[ଆଷାଢ଼]] ଶୁକ୍ଳପକ୍ଷ ଦଶମୀ: ବାହୁଡ଼ା ଦଶମୀ (ଏ ଦିନ [[ଜଗନ୍ନାଥ|ଶ୍ରୀଜଗନ୍ନାଥ]] ମହାପ୍ରଭୁ ରଥରେ [[ଗୁଣ୍ଡିଚା ମନ୍ଦିର|ଗୁଣ୍ଡିଚା ଘରୁ]] [[ଜଗନ୍ନାଥ ମନ୍ଦିର|ବଡ଼ ଦେଉଳ]]କୁ ଫେରନ୍ତି ।)
* [[ଜ୍ୟୈଷ୍ଠ]] ଶୁକ୍ଳପକ୍ଷ ଦଶମୀ: ଦଶହରା ଗଙ୍ଗାସ୍ନାନ (ଏ ଦିନ ଗଙ୍ଗାଙ୍କ ଜନ୍ମଦିବସ ଅର୍ଥାତ୍ ଗଙ୍ଗା ପୃଥିବୀରେ ଅବତରଣ କରିଥିଲେ । ଏ ଦିନ ଗଙ୍ଗାସ୍ନାନ ବିଶେଷ ପାପନାଶକ ।)
== ଆଧାର ==
{{ଆଧାର}}
{{ପକ୍ଷ}}
{{ଅଧାଗଢା}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
 
[[ଶ୍ରେଣୀ:ଜ୍ୟୋତିଷୀ]]
[[ଶ୍ରେଣୀ:ପକ୍ଷ]]
 
{{ଅଧାଗଢା}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
 
[[en:Dashami]]
"https://or.wikipedia.org/wiki/ଦଶମୀ"ରୁ ଅଣାଯାଇଅଛି