୧୨,୮୯୭
ଗୋଟି ସମ୍ପାଦନା
ଟିକେ (r2.7.2+) (Robot: Adding lv:Zemes diena) |
ଟିକେ (ରୋବଟ୍: ପ୍ରସାଧନ ବଦଳ) |
||
ପ୍ରତିବର୍ଷ [[ଅପ୍ରେଲ]][[ମାସ]] ୨୨ ତାରିଖକୁ ପୃଥିବୀ ଦିବସ ବା ଆର୍ଥ ଡେ ଭାବେ ପାଳନ କରାଯାଇଥାଏ । ୧୯୭୦ ମସିହାରେ ପ୍ରଥମେ ଆର୍ଥ ଡେ ପାଳନ କରାଯାଇଥିଲା । ପରିବେଶବିତ୍ ତଥା [[ଆମେରିକା]]ର ସିନେଟର ଗେଲର୍ଡ ନେଲସନ ପ୍ରଥମେ ଏହି ଦିବସ ପାଳନ କରିଥିଲେ । ପରେ ୧୯୯୦ ମସିହାରେ ପୃଥିବୀର ୧୪୧ଟି ଦେଶରେ ଏହି ଦିବସ ପାଳନ ହୋଇଥିଲା । ବର୍ତ୍ତମାନ ବିଶ୍ଵର ୧୭୫ଟି ଦେଶରେ ଆର୍ଥ ଡେ ପାଳିତ ହେଉଛି ।
== ଆଧାର ==
{{ଆଧାର}}
<!--ଅଲଗା ଭାଷାର ଉଇକିପିଡ଼ିଆରେ ଏହି ପ୍ରସଙ୍ଗ-->
|