"ଓଡ଼ିଶା ବିଧାନ ସଭା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୫୪ କ ଧାଡ଼ି:
===କାର୍ଯ୍ୟକାଳ===
ବିଧାନସଭାର କାର୍ଯ୍ୟକାଳ ପାଞ୍ଚବର୍ଷ । ତେବେ ରାଜ୍ୟପାଳ ମୂଖ୍ୟମନ୍ତ୍ରୀଙ୍କ ପରାମର୍ଶକ୍ରମେ ବିଧାନ ସଭାକୁ ୫ ବର୍ଷ ସମୟ ସୀମା ପୂରଣ ହେବା ପୂର୍ବରୁ ଭାଙ୍ଗିଦେଇ ପାରନ୍ତି, ତେବେ ଏକ୍ଷେତ୍ରରେ ମୂଖ୍ୟମନ୍ତ୍ରୀଙ୍କ ପରାମର୍ଶ ସର୍ବଦା ରାଜ୍ୟପାଳ ଗ୍ରହଣ କରିବାକୁ ବାଧ୍ୟନୁହନ୍ତି । ଜାତୀୟ ଜରୁରୀ ପରିସ୍ଥିତି ଘୋଷିତ ହୋଇଥିଲେ ବିଧାନ ସଭାର କାର୍ଯ୍ୟକାଳ ପାଞ୍ଚବର୍ଷରୁ ଅଧିକ ୧ ବର୍ଷ ବୃଦ୍ଧି କରାଯାଇ ନ୍ପାରିବ । କିନ୍ତୁ ଜରୁରୀ ପରିସ୍ଥିତି ଉଠିଗଲେ, ବର୍ଦ୍ଧିତ କାର୍ଯ୍ୟକାଳା ୬ ମାସରୁ ଅଧିକ ହେବ ନାହିଁ
#କୋରମ୍ -ବିଧାନ ସଭାର ସର୍ବମୋଟ ସଭ୍ୟସଂଖ୍ୟାର ୧/୧୦ ଅଂଶ ସଭ୍ୟ ଗୃହରେ ଉପସ୍ଥିତ ରହିଲେ,ଗୃହ କାର୍ଯ୍ୟ ଚାଲେ । ଏହି ସର୍ବନିମ୍ନ ସଂଖ୍ୟକ ସଭ୍ୟଙ୍କର ଉପସ୍ଥିତିକୁ '''କୋରମ''' କୁହାଯାଏ ।
#କୋରମ୍ -
#ଅଧିବେଶନ - ବିଧାନ ସଭାର ଅଧିବେଶନ ବର୍ଷକୁ ଅନ୍ୟନ ଦୁଇଥର ବସେ ଓ ଦୁଇ ଅଧିବେଶନ ମଧ୍ୟରେ ବିରତି/ବିଶ୍ରାମ ସମୟ ୬ ମାସରୁୟ୍ ଅଧିକ ହୁଏ ନାହିଁ । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ରାଜ୍ୟପାଳ ବିଧାନସଭାର ଅଧିବେଶନ ସମାପ୍ତି ଘୋଷଣା କରନ୍ତି । ଏବେ ବିଧାନ ସଭା ସାଧାରଣତଃ ବର୍ଷକୁ ତିନିଥର ବସୁଛି, ଯଥା - ବଜେଟ୍ ଅଧିବେଶନ, ବର୍ଷାକାଳୀନ ଓ ଶୀତ କାଳୀନ ଅଧିବେଶନ ।
#ଅଧିବେଶନ -
 
==ଅଧ୍ୟକ୍ଷ ବା ବାଚସ୍ପତି==