"ଓଡ଼ିଶା ବିଧାନ ସଭା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୫୮ କ ଧାଡ଼ି:
 
==ଅଧ୍ୟକ୍ଷ ବା ବାଚସ୍ପତି==
ବିଧାନ ସଭାର ଅଧ୍ୟକ୍ଷଙ୍କୁ ବାଚସ୍ପତି ଓ ଉପାଧ୍ୟକ୍ଷଙ୍କୁ ଉପବାଚସ୍ପତି କୁହାଯାଏ । ସେ ଦୁଇଜଣ ବିଧାନସଭାର ନିର୍ବାଚିତ ସଦସ୍ୟ ଅଟନ୍ତି । ଗୃହର ସଦସ୍ୟମାନଙ୍କ ଦ୍ଵାରା ସେମାନେ ନିର୍ବାଚିତ ହୁଅନ୍ତି । ପରମ୍ପରା ଅନୁସାରେ ବାଚସ୍ପତି ଓ ଉପ-ବାଚସ୍ପତି ନିର୍ଦ୍ଦ୍ଵନ୍ଦରେ ନିର୍ବାଚିତ ହୋଇଥାନ୍ତି । ବାଚସ୍ପତି ପଦ ଶାସକ ଦଳ ରଖନ୍ତି ଓ ଉପବାଚସ୍ପତି ପଦଟି ବିରୋଧୀଦଳ ନେଇଥାନ୍ତି । ବିରୋଧୀଦଳର ନେତାଙ୍କ ସହିତ ଆଲୋଚନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବାଚସ୍ପତି ପଦପାଇଁ ବିରୋଧୀଦଳର ସହମତି ଆଣିଥାନ୍ତି । ବାଚସ୍ପତି ହେଉଛନ୍ତି ଗୃହର ନିର୍ବିବାଦୀୟ ଓ ନିରପକ୍ଷ ଅଧ୍ୟକ୍ଷ। ସେ ଗୃହର ସଭା କାର୍ଯ୍ୟ ଶୃଙ୍ଖଳାର ସହିତ ପରିଚାଳନା କରନ୍ତି । ଉଭୟ ବାଚସ୍ପତି ଓ ଉପବାଚସ୍ପତି ଗୃହର ସଦସ୍ୟମାନଙ୍କ ଦ୍ଵାରା ନିର୍ବାଚିତ ଓ ବହିଷୃତ ହୁଅନ୍ତି । ଜଣେ ଅନ୍ୟଜଣଙ୍କୁ ଲିଖିତ ଭାବରେ ଜଣାଇ ନିଜ ପଦରୁ ଇସ୍ତଫା ଦେଇଥାନ୍ତି ।
 
==କାର୍ଯ୍ୟାବଳି==
==ଆଧାର==