"ସୂର୍ଯ୍ୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଅଲଗା ଭାଷାର ସଂଯୋଗ ହଟାଗଲା (ଉଇକିଡାଟା ତଥ୍ୟ ଅଛି)
୤ = ।
୪ କ ଧାଡ଼ି:
== ଆମେ ବାସି ସୂର୍ଯ୍ୟ ଦେଖୁ ==
[[ଫାଇଲ:Sun01.jpg|thumb|ସୂର୍ଯ୍ୟ]]
କୌଣସି ବସ୍ତୁଠାରୁ ଆଲୋକ ଆସି ଆମ ଆଖିରେ ପଡିଲେ ଆମେ ସେହି ବସ୍ତୁକୁ ଦେଖିପାରୁ ବସ୍ତୁ ଉପରୁ ଆଲୋକ ଆସି ଆମ ପାଖରେ ପହଁଞ୍ଚିବା ପାଇଁ କିଛି ସମୟ ଲାଗେ କାରଣ ଆଲୋକର ନିର୍ଦ୍ଦିଷ୍ଟ ବେଗ ରହିଛି ଆମେ ଚାଲି ଚାଲି ଗଲେ ଏକ ଘଣ୍ଟାରେ ଯିବା ୧୦ କି ୧୨ କିଲୋମିଟର ସାଇକେଲ ଚଢି ଗଲେ ଏକ ଘଣ୍ଟାରେ ଯିବା ୨୦ କିଲୋମିଟର ବସ୍ ରେ ଗଲେ ଏକ ଘଣ୍ଟାରେ ଯିବା ୫୦ କିଲୋମିଟର ଟ୍ରେନ୍ ଏକ ଘଣ୍ଟାରେ ଯାଏ ୧୦୦ କିଲୋମିଟର ଉଡାଜାହାଜ ଏକ ଘଣ୍ଟାରେ ଯାଏ ୫୦୦ କିଲୋମିଟର କିନ୍ତୁ ଆଲୋକ ମାତ୍ର ଏକ ସେକେଣ୍ଡରେ ଯାଏ ୩ ଲକ୍ଷ କିଲୋମିଟର ସତ କହିଲେ [[ଆଲବର୍ଟ ଆଇନଷ୍ଟାଇନ|ଆଲବର୍ଟ ଆଇନଷ୍ଟାଇନଙ୍କ]] ମତରେ ଆଲୋକର ବେଗ ସର୍ବାଧିକ ତଥାପି ଆଲୋକର ବେଗ ଯେତେ ହେଉନା କାହିଁକି ଅସୀମ ନୁହେଁ ଅର୍ଥାତ୍ ଆଲୋକ କିଛି ଦୂରତା ଅତିକ୍ରମ କରିବା ସକାଶେ ସମୟ ଦରକାର ସେଇୟା ହୁଏ ସୂର୍ଯ୍ୟଠାରୁ କିରଣ ଆସି ଆମ ପାଖରେ ପହଁଞ୍ଚିବା ପାଇଁ କିଛି ସମୟ ଲାଗେ
 
ସୁର୍ଯ୍ୟଠାରୁ ଆମ ପୃଥିବୀର ଦୂରତା ୧୫ କୋଟି କିଲୋମିଟର ସୂଯ୍ୟପୃଷ୍ଠରୁ କିରଣ ଆସି ଆମ ପାଖରେ ପହଁଞ୍ଚିବା ପାଇଁ ପ୍ରାୟ ୫୦୦ ସେକେଣ୍ଡ ବା ୮ ମିନିଟ୍ ୨୦ ସେକେଣ୍ଡ ସମୟ ଲାଗେ ତେଣୁ ଯେଉଁ ସୁର୍ଯ୍ୟକୁ ଆମେ ଦେଖୁ, ତାହା ସେତେବେଳର ସୁର୍ଯ୍ୟ ନୁହେଁ ବରଂ ୮ ମିନିଟ୍ ୨୦ ସେକେଣ୍ଡ ତଳର ସୁର୍ଯ୍ୟ ସକାଳ ୮ଟା ବେଳେ ସୂର୍ଯ୍ୟପୃଷ୍ଠରୁ ବାହାରିଥିବା ଆଲୋକ ୮ ମିନିଟ୍ ୨୦ ସେକେଣ୍ଡ ପରେ ଅର୍ଥାତ୍ ୮ଟା ୮ ମିନିଟ୍ ୨୦ ସେକେଣ୍ଡ ବେଳେ ଆସି ଆମଠାରେ ପହଁଞ୍ଚେ ତେଣୁ ଆମେ ସବୁବେଳେ ୮ ମିନିଟ୍ ୨୦ ସେକେଣ୍ଡ ତଳର ବାସି ସୂର୍ଯ୍ୟ ଦେଖୁ ପୃଥିବୀରେ ରହି ବର୍ତ୍ତମାନର ସୂର୍ଯ୍ୟକୁ ବର୍ତ୍ତମାନ ଦର୍ଶନ କରିବାର ଭାଗ୍ୟ ଆମର ନାହିଁ ବର୍ତ୍ତମାନର ସୂର୍ଯ୍ୟକୁ ଦର୍ଶନ କରିବା ସକାଶେ ଆମକୁ ପୁଣି ୮ ମିନିଟ୍ ୨୦ ସେକେଣ୍ଡ ଅପେକ୍ଷା କରିବାକୁ ପଡିବ
 
== କୋଟି କୋଟି ସୂର୍ଯ୍ୟ ==
ଆମେ ଯାହାକୁ ସୂର୍ଯ୍ୟ ବୋଲି କହୁ, ତାହା ବାସ୍ତବରେ ଗୋଟିଏ ବିଶାଳ ନିଆଁପେଣ୍ଡୁ ତେବେ ସେହି ନିଆଁପେଣ୍ଡୁ ଆମ ପାଇଁ ସବୁକିଛି ଆମ ଜୀବନ, ଆମର ପ୍ରାଣ କାହିଁକି ନା, ସୂର୍ଯ୍ୟର ଆଲୋକ ଓ ଉତ୍ତାପ ବିନା ଆମେ ବଞ୍ଚିରହିବା ଅସମ୍ଭବ ତେଣୁ ସୂର୍ଯ୍ୟ ନଥିଲେ ଆମର ଅସ୍ଥିତ୍ଵ ନଥାନ୍ତା ସୂର୍ଯ୍ୟ ସହିତ ପୃଥିବୀ ଭଳି ଆହୁରି ୭ଟା ଗ୍ରହ, ବାମନ ଗ୍ରହ, ଧୂମକେତୁ, ଗ୍ରହାଣୁ ଓ ଉପଗ୍ରହମାନଙ୍କୁ ନେଇ ଗଠିତ ପରିବାରକୁ କୁହାଯାଏ 'ସୌରଜଗତ' ଆମ ସୌରଜଗତର ମୁଖ୍ୟ ହେଉଛି ସୂର୍ଯ୍ୟ୤ସୂର୍ଯ୍ୟ। ସମୁଦାୟ ସୌରଜଗତରେ ଏକମାତ୍ର ନକ୍ଷତ୍ର ହେଉଛି ସୂର୍ଯ୍ୟ କିନ୍ତୁ, ସତ କହିଲେ, ଆମ ବିଶ୍ଵରେ କୋଟି କୋଟି ସୂର୍ଯ୍ୟ ଅଛନ୍ତି୤ଅଛନ୍ତି। କିନ୍ତୁ ସେଗୁଡ଼ିକ ଆମଠାରୁ ଅନେକ ଅନେକ ଦୂରରେ ରହିଥିବାରୁ ସେମାନଙ୍କର ଉତ୍ତାପ ଓ ଆଲୋକକୁ ଆମେ ଅନୁଭବ କରିପାରୁ ନାହିଁ ରାତିରେ ଆକାଶରେ ମିଞ୍ଜି ମିଞ୍ଜି କରୁଥିବା ତାରାଗୁଡ଼ିକ ମଧ୍ୟ ଆମର ସୂର୍ଯ୍ୟ ପରି ଗୋଟିଏ ଗୋଟିଏ ନକ୍ଷତ୍ର ଆମେ ୭ ପରେ ଗୋଟିଏ ଶୂନ ଲେଖିଲେ ହେବ ସତୁରୀ ଆମେ ୭ ପରେ ଦୁଇଟା ଶୂନ ଲେଖିଲେ ହେବ ସାତଶହ ସେହିପରି ଆମେ ୭ ପରେ ୨୨ ଟା
ଶୂନ ଲେଖିଲେ ଯେଉଁ ବିଶାଳ ସଂଖ୍ୟା ହେବ, ବିଶ୍ଵରେ ଅତି କମ୍ ରେ ସେତିକି ସଂଖ୍ୟକ ସୁର୍ଯ୍ୟ ଥିବାର ପ୍ରମାଣ ମିଳିଛି ସେମାନଙ୍କ ଭିତରୁ କେତେକ ସୁର୍ଯ୍ୟ ଆମ ସୁର୍ଯ୍ୟ ତୁଳନାରେ ଛୋଟ କିନ୍ତୁ ଅନେକ ସୂର୍ଯ୍ୟ ଆମ ସୂର୍ଯ୍ୟ ତୁଳନାରେ ଢେର୍ ବଡ଼ ବଡ଼ ବିଶ୍ଵରେ ଅନେକ ସୂର୍ଯ୍ୟ ଅଛନ୍ତି, ଯାହାର ଆକାର ଆମ ସୂର୍ଯ୍ୟର ଆକାରର ପ୍ରାୟ ୪୦୦ ଗୁଣ ହେବ
== ଆଧାର ==
{{ଆଧାର}}
"https://or.wikipedia.org/wiki/ସୂର୍ଯ୍ୟ"ରୁ ଅଣାଯାଇଅଛି