"ପଦ୍ମପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ବିଧାନସଭା ନିର୍ବାଚନମଣ୍ଡଳୀ
Content deleted Content added
ପଦ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀ
(କିଛି ବଦଳିନାହିଁ)

୦୯:୧୭, ୨୧ ଅପ୍ରେଲ ୨୦୧୩ ଅନୁସାରେ କରାଯାଇଥିବା ବଦଳ

ପଦ୍ମପୁର (କ୍ରମିକ ସଂଖ୍ୟା: ୧) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନସଭା ନିର୍ବାଚନମଣ୍ଡଳୀ । ୧୯୫୨ରୁ ୨୦୦୯ ମଧ୍ୟରେ ଗୋଟିଏ ଉପ ନିର୍ବାଚନକୁ ମିଶାଇ ମୋଟ ୧୪ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ବିଜୟ ରଞ୍ଜନ ସିଂ ବରିହା ତାଙ୍କର ନିକଟତମ କଂଗ୍ରେସ ପ୍ରାର୍ଥୀଙ୍କୁ ୧୮ହଜାରରୁ ଉର୍ଦ୍ଧ୍ଵ ଭୋଟରେ ପରାସ୍ତ କରିଥିଲେ ।

ପଦ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା:
ଜିଲ୍ଲା: ବରଗଡ଼
ଲୋକସଭା ନିର୍ବାଚନ ମଣ୍ଡଳୀ: ବରଗଡ଼
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଏହି ନିର୍ବାଚନମଣ୍ଡଳି ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପଦ୍ମପୁର, ଝାଡ଼ବନ୍ଧ ବ୍ଳକ, ପାଇକମାଳ ବ୍ଳକ ଓ ରାଜବୋଡାସମ୍ବର ବ୍ଳକ

ନିର୍ବାଚିତ ବିଧାୟକ

ଏହି ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକ ମାନେ ହେଲେ: [୧]

  • ୨୦୦୯: ବିଜୟ ରଞ୍ଜନ ସିଂ ବରିହା (ବିଜୁ ଜନତା ଦଳ)
  • ୨୦୦୪: ସତ୍ୟଭୂଷଣ ସାହୁ (କଂଗ୍ରେସ)
  • ୨୦୦୦: ବିଜୟ ରଞ୍ଜନ ସିଂ ବରିହା (ବିଜୁ ଜନତା ଦଳ)
  • ୧୯୯୫: ବିଜୟ ରଞ୍ଜନ ସିଂ ବରିହା (ଜନତା ଦଳ)
  • ୧୯୯୦: ବିଜୟ ରଞ୍ଜନ ସିଂ ବରିହା (ଜନତା ଦଳ)
  • ୧୯୮୫: ସତ୍ୟଭୂଷଣ ସାହୁ (କଂଗ୍ରେସ)
  • ୧୯୮୦: ସତ୍ୟଭୂଷଣ ସାହୁ (କଂଗ୍ରେସ)
  • ୧୯୭୭: ବିକ୍ରମାଦିତ୍ୟ ସିଂ ବରିହା (ଜନତା)
  • ୧୯୭୪: କୃପାସିନ୍ଧୁ ଭୋଇ
  • ୧୯୬୭: ବୀର ବିକ୍ରମାଦିତ୍ୟ ସିଂ ବରିହା (ଜନ କଂଗ୍ରେସ)
  • ୧୯୬୧: ବୀର ବିକ୍ରମାଦିତ୍ୟ ସିଂ ବରିହା (କଂଗ୍ରେସ)
  • ୧୯୫୭: ବୀର ବିକ୍ରମାଦିତ୍ୟ ସିଂ ବରିହା (କଂଗ୍ରେସ) ଓ ଏଲ ଏମ ଏସ ବରିହା (ଗଣ ପରିଷଦ)
  • ୧୯୫୧-୫୨: ଅନିରୁଦ୍ଧ ମିଶ୍ର (ସ୍ଵାଧୀନ) ଓ ଲାଲ ରଞ୍ଜିତ ସିଂ ବରିହା (କଂଗ୍ରେସ)

ଆଧାର