"ଶ୍ରୀନିବାସ ରାମାନୁଜନ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ବନାନ ସୁଧାର
୨୬ କ ଧାଡ଼ି:
ସହିତ କ୍ୟାମ୍ବ୍ରିଜ ବିଶ୍ବବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେଲା, ଗଣିତ ସାମ୍ରାଜ୍ୟରେ ସେହି ସମୟରେ ଏକ ରୋମାଂଚକର ବିସ୍ଫୋରଣ ଘଟିଲା। ”ଗୁଣ ଚିହ୍ନେ ଗୁଣିଆ''। ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ।
 
ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ'' ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ? ଏହି ଉପପାଦ୍ୟଗୁଡ଼କି - ସ୍ପଷ୍ଟଭାବରେ ତାଙ୍କୁ ଦେଖାଯାଉଛି। ସେ କହୁଥିଲେ "An equation for me has no meaning unless it expresses a thought of God." ରାମାନୁଜନ୍ ଇଂଲଣ୍ଡରେ ପ୍ରାୟ ପାଞ୍ଚବର୍ଷ ପ୍ରଫେସର ହାର୍ଡିଙ୍କ ସହିତ ରହିଲେ। ଏହି ସ୍ବଳ୍ପ ସମୟ ମଧ୍ୟରେ ରାମାନୁଜଙ୍କୁ ଅନାୟାସରେ ଦୃଶ୍ୟ ହେଉଥିବା ନୂଆ ନୂଆ ଉପପାଦ୍ୟଗୁଡ଼କିର ପ୍ରମାଣ କିପରି କରିବାକୁ ହୁଏ, ତାହା ପ୍ରଫେସର ହାର୍ଡି ଶିଖାଇଥିଲେ।
ଆଉ କ'ଣ ? ଏହି ଉପପାଦ୍ୟଗୁଡ଼କି - ସ୍ପଷ୍ଟଭାବରେ ତାଙ୍କୁ ଦେଖାଯାଉଛି। ସେ କହୁଥିଲେ "An equation for me has no meaning unless it expresses a thought of God." ରାମାନୁଜନ୍ ଇଂଲଣ୍ଡରେ ପ୍ରାୟ ପା*ବର୍ଷ ପ୍ରଫେସର ହାର୍ଡିଙ୍କ ସହିତ ରହିଲେ। ଏହି ସ୍ବଳ୍ପ ସମୟ ମଧ୍ୟରେ ରାମାନୁଜଙ୍କୁ ଅନାୟାସରେ ଦୃଶ୍ୟ ହେଉଥିବା ନୂଆ ନୂଆ ଉପପାଦ୍ୟଗୁଡ଼କିର ପ୍ରମାଣ କିପରି କରିବାକୁ ହୁଏ, ତାହା ପ୍ରଫେସର ହାର୍ଡି ଶିଖାଇଥିଲେ।
 
ହାର୍ଡିଙ୍କର ବକ୍ତବ୍ୟ ଥିଲା ସେ ରାମାନୁଜଙ୍କ ନିକଟରୁ ଅନେକ ଶିକ୍ଷାଲାଭ କରିଛନ୍ତି ଏବଂ ରାମାନୁଜଙ୍କୁ ସେ ଯେଉ ଶିକ୍ଷା ଦେଇଛନ୍ତି ତାହା ନିଜେ ଲାଭକରିଥତ୍ବା ଶିକ୍ଷାଠାରୁ ଯଥେଷ୍ଟ କମ୍। ବିନା ପ୍ରମାଣରେ ଉପପାଦ୍ୟ ସୃଷ୍ଟି କରିଥତ୍ବା ରାମାନୁଜଙ୍କୁ ହାର୍ଡି କଦାପି ଜୋର୍ କରି ପ୍ରମାଣ ସମ୍ବନ୍ଧରେ କହିନାହାନ୍ତି, କାରଣ ଏହା ଫଳରେ ରାମାନୁଜଙ୍କ ହୃଦୟରେ ଆଘାତ ଲାଗିବ ଓ ଏହାଦ୍ବାରା ତାଙ୍କର ଅନ୍ତର୍ଦୃଷ୍ଟି (intution) ବାଧାପ୍ରାପ୍ତ ହେବ। ବରଂ ହାର୍ଡି କହୁଥିଲେ