"ଅପସ୍ମାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ଅପରେଶନ: ଲେଖାଗଲା
ଟିକେ ରୋବଟ୍‌: ପ୍ରସାଧନ ବଦଳ
୮୮ କ ଧାଡ଼ି:
ଔଷଧ ଏହାର ମୂଖ୍ୟ ଚିକିତ୍ସା । ଏହି ଔଷଧ ଗୁଡିକୁ ଆଣ୍ଟିକନ୍‌ଭଲସାଣ୍ଟ କୁହାଯାଏ । ଅନେକ ସମୟରେ ଆଣ୍ଟିକନ୍‌ଭଲସାଣ୍ଟ ସାରା ଜୀବନ ଖାଇବାକୁ ପଡେ ଓ ଏହା ଜୀବନ ଧାରା ଉପରେ ପ୍ରଭାବ ପକାଏ । ବିଭିନ୍ନ ଆଣ୍ଟିକନ୍‌ଭଲସାଣ୍ଟର କର୍ମ ବିଧି, ଉପକାର ଓ ବିଷାକ୍ତ ପ୍ରଭାବ ଅଲଗା ଅଲଗା ହୁଏ । <br />
==== ଉପଲବ୍ଧ ====
ଆମେରିକାରେ ୨୦ ଟି ଔଷଧ ବ୍ୟବହାର ନିମନ୍ତେ ସ୍ଵିକୃତି ପାଇଛି । ସେଗୁଡିକର ନାମ: କାର୍ବାମାଜେପିନ୍ (ଟେଗ୍ରେଟଲ୍), କ୍ଲୋରାଜେପେଟ, କ୍ଲୋନାଜେପାମ, ଇଥୋସକ୍ସାମାଇଡ, ଫେଲବାମେଟ, ଫସଫେନିଟଏନ, ଗାବାପେଣ୍ଟିନ, ଲାକୋସାମାଇଡ, ଲାମୋଟ୍ରିଗିନ, ଲେଭେଟିରାସେଟାମ, ଅକ୍ସକାର୍ବାଜେପିନ୍, ଫେନୋବାର୍ବିଟାଲ, ଫେନିଣ୍ଟଏନ୍, ପ୍ରିଗାବାଲିନ୍, ପ୍ରିମିଡୋନ, ଟିଆଗାବାଇନ୍, ଟୋପିରାମେଟ, ଭାଲପ୍ରୋଏଟ ଏବଂ ଜୋନିସାମାଇଡ । ଅଧିକାଂଶ ଔଷଧ ୧୯୯୦ ମସିହା ପରେ ସୃଷ୍ଟି ହୋଇଛି ।
==== କାର୍ଯ୍ୟଦକ୍ଷତା ====
ବ୍ୟବହାର ହେଉଥିବା ଔଷଧ ଅନ୍ତତଃ ୫୦ % ରୋଗୀଙ୍କର ବାତ ୫୦ % ଉପଶମ ହେଲେ ତାହାକୁ କାର୍ଯ୍ୟଦକ୍ଷ(Effective) କୁହାଯିବ । ସର୍ବୋତ୍କ୍ରୁଷ୍ଟ ଆଣ୍ଟିକନ୍‌ଭଲସାଣ୍ଟ ଚିକିତ୍ସା ସତ୍ତ୍ଵେ ୨୦ % ରୋଗୀଙ୍କର ମଝିରେ ମଝିରେ ବାର ମର ଜାରି ରହେ । <br />
"https://or.wikipedia.org/wiki/ଅପସ୍ମାର"ରୁ ଅଣାଯାଇଅଛି