"ଆକାଶବାଣୀ କଟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ରୋବଟ୍‌: ପ୍ରସାଧନ ବଦଳ
୧ କ ଧାଡ଼ି:
{{ଛୋଟ|AIRCuttack}}
[[Fileଫାଇଲ:Akashvani cuttack.JPG|thumb|ଆକାଶବାଣୀ କଟକ]]
'''ଆକାଶବାଣୀ କଟକ''' କେନ୍ଦ୍ର ୧୯୪୮ ଜାନୁଆରୀ ୨୮ତାରିଖରେ<ref>http://orissa.gov.in/e-magazine/orissaannualreference/ORA-2004/pdf/all_india_radio.pdf</ref> [[କଟକ]]ର ମିଶନରୋଡ଼ସ୍ଥିତ ମଧୁପୁରକୋଠିଠାରେ ପ୍ରତିଷ୍ଠିତ ହୋଇଥିଲା । ସେହି ଦିନ ଠାରୁ ଆକାଶବାଣୀ କଟକ, [[ଓଡ଼ିଶା]] ତଥା ଓଡ଼ିଶା ବାହାର ଲୋକଙ୍କୁ ସୂଚନା<ref>http://orissasoochanacommission.nic.in/IEC%20Activities%202006-07_01.html</ref>, ଶିକ୍ଷା ଏବଂ ମନୋରଞ୍ଜନ ପ୍ରଦାନ କରିଆସିଛି । ଓଡ଼ିଶାରେ ଆକାଶବାଣୀ କେନ୍ଦ୍ର ପ୍ରତିଷ୍ଠା କରିବାରେ, ଡକ୍ଟର [[ହରେକୃଷ୍ଣ ମହତାବ]]<ref>http://www.odisha.gov.in/portal/LIWPL/event_archive/Events_Archives/119Harekrushna_Mahatab.pdf</ref>, ଲକ୍ଷ୍ମୀନାରାୟଣ ସାହୁ, ଭୁବନାନନ୍ଦ ଦାସ, ଆର୍ତ୍ତବଲ୍ଲଭ ମହାନ୍ତି, କାଳିଚରଣ ପଟ୍ଟନାୟକ ଆଦି ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।