"ଇଣ୍ଟରନେଟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ରୋବଟ୍‌: ପ୍ରସାଧନ ବଦଳ
ଟିକେ (ଅଲଗା ଭାଷାର ସଂଯୋଗ ହଟାଗଲା (ଉଇକିଡାଟା ତଥ୍ୟ ଅଛି))
ଟିକେ (ରୋବଟ୍‌: ପ୍ରସାଧନ ବଦଳ)
== ଜ୍ଞାନକୌଶଳ ==
ଇଣ୍ଟରନେଟ ରେ କିଛି ମୁଖ୍ୟ କମ୍ପ୍ୟୁଟର ରହିଥାଏ, ଯାହାକୁ ସର୍ଭର କୁହାଯାଏ । ସର୍ଭର ଗୁଡିକ ପରସ୍ପର ମଧ୍ୟରେ ସଂଯୁକ୍ତ ହୋଇଥାନ୍ତି । ସର୍ଭର ବା ମୁଖ୍ୟ କମ୍ପ୍ୟୁଟର ରେ ଡାଟା ସବୁ ସାଇତି ରଖା ଯାଇଥାଏ । ପ୍ରତ୍ୟେକ ସର୍ଭର ର ସ୍ଵତନ୍ତ୍ର ନାମ ଏବଂ ଅଡ୍ରେସ ରହିଥାଏ । ଆମେ ଯେତେବେଳେ ଆମ କମ୍ପ୍ୟୁଟର ରେ ୱେବସାଇଟ ଖୋଳୁଛୁ, ସେ ପ୍ରଥମେ ନିଜର ସର୍ଭର ସହିତ ସମ୍ପର୍କ କରେ ଏବଂ ସର୍ଭର ରୁ ସମ୍ପୃକ୍ତ ପ୍ରୁଷ୍ଠା କୁ ଆମ କମ୍ପ୍ୟୁଟର ରେ ଦେଖେଇ ଥାଏ ।
== ଆଧାର ==
{{ଆଧାର}}
 
୧୨,୮୯୭

ଗୋଟି ସମ୍ପାଦନା