"ସାରଳା ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷରୁ ଅଧିକ ତଥ୍ୟ
ଟିକେ ରୋବଟ୍‌: ପ୍ରସାଧନ ବଦଳ
୨୨ କ ଧାଡ଼ି:
୧୫ଶ ଶତାବ୍ଦୀରେ ସେ ଥିଲେ ପ୍ରଥମ [[ଓଡ଼ିଆ ଲୋକ|ଓଡ଼ିଆ]] ଯେ [[ଓଡ଼ିଆ ଭାଷା|ଓଡ଼ିଆ]]ରେ ସାହିତ୍ୟ ରଚନା କରିଥିଲେ । ତାଙ୍କର ଜନ୍ମ ସଠିକ ଭାବରେ ନିରୂପଣ କରାଯାଇପାରି ନାହିଁ ।
 
ସାରଳା ଦାସ ପ୍ରଥମେ ମୂର୍ଖ ଥିଲେ; ପରେ ସାରଳା ଠାକୁରାଣୀଙ୍କଠରେ ଅଧ୍ୟା ପଡ଼ି ଠାକୁରାଣୀଙ୍କ ଠାରୁ ବର ପାଇ, ସାରଳା ଠାକୁରାଣୀଙ୍କ ମନ୍ଦିରରେ ପ୍ରତି ଦିନ ପଢ଼ା ଯାଉଥିବା ସଂସ୍କୃତ [[ମହାଭାରତ]] ପୁରାଣ ଶୁଣି ଓଡ଼ିଆରେ ମହାଭାରତ ରଚନା କରିଥିଲେ କିନ୍ତୁ ମୂଳ ସଂସ୍କୃତ ମହାଭାରତ ସଙ୍ଗେ ଉକ୍ତ ମହାଭାରତ ଅବିକଳ ମେଳ ନାହିଁ । ଏ ମହାଭାରତରେ କବି ଅନେକ ମୌଳିକ କଥା ଛାଡ଼ି ଯାଇଅଛନ୍ତି ଓ କେତେକ କାଳ୍ପନିକ ଆଖ୍ୟାନ ମଧ୍ୟ ଯୋଗ କରିଅଛନ୍ତି । ସାରଳା ଦାସ ମୂଳ ମହାଭାରତର ଭାବ ସମାନ ରଖିଥିଲେ ହେଁ ନିଜ ଜାଣତରୁ ଏଥିରେ ଅନେକ ପୌରାଣିକ ଘଟଣା ଓ କାହାଣୀମାନ ମିଶାଇ ଏହାକୁ ଅତି ସମୃଦ୍ଧ ଓ ମୌଳିକ କରି ଲେଖିଥିଲେ ।<ref>This contribution is a nearly verbatim reproduction of "Sarala Dasa, the Originator of the Oriya Literature" by Debendra Nath Bhoi and Priyadarshini Bakshi in the [http://orissagov.nic.in/e-magazine/Orissareview/oct2004/englishPdf/saraladasa.pdf ''Orissa Review''] of October 2004</ref>
 
ଓଡ଼ିଆ ପଦ୍ୟ ରଚନାରେ ଏହାଙ୍କର ଲେଖା ପ୍ରାଚୀନ ବୋଧ ହେଉଥିବାରୁ ଏହାଙ୍କୁ ଆଦିକବି ବୋଲି ଲୋକେ କହନ୍ତି । ଏ ପଞ୍ଚଦଶ ଶତାବ୍ଦୀର ଲୋକ ଏ ପୁରୀ [[ଜଗନ୍ନାଥ ମନ୍ଦିର|ଜଗନ୍ନାଥଙ୍କ ଦେଉଳ]] ବେଢା ମଧ୍ୟସ୍ଥ କଳ୍ପବଟ ମୂଳେ ବସି ତାଙ୍କ ମହାଭାରତ ରଚନା କରିଥିଲେ । ପୁରୀ ମୁକ୍ତିମଣ୍ଡପର ପଣ୍ଡିତମାନେ ସନ୍ତୁଷ୍ଟ ହୋଇ ତାଙ୍କୁ 'ଶୂଦ୍ରମୁନି' ଉପାଧି ଦେଇଥିଲେ ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?c.40:8749.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first=ଗୋପାଳ ଚନ୍ଦ୍ର |last= ପ୍ରହରାଜ |work=dsal.uchicago.edu|quote=ପୁରୀ ମୁକ୍ତିମଣ୍ଡପର ପଣ୍ଡିତମାନେ ସନ୍ତୁଷ୍ଟ ହୋଇ ତାଙ୍କୁ 'ଶୂଦ୍ରମୁନି' ଉପାଧି ଦେଇଥିଲେ |accessdate=11 April 2013}}</ref>
 
ସେ ସମଯରେ ଓଡ଼ିଶାରେ କପିଳେନ୍ଦ୍ର ଦେବ ରାଜା ଥିଲେ ରାଜା ତାଙ୍କ କବିତ୍ବରେ ସନ୍ତୁଷ୍ଟ ହୋଇ ତାଙ୍କୁ 'ପରିଡ଼ା' ଉପାଧି ଦେଇଥିଲେ ତାଙ୍କୁ ବଂଶଧର ମାନେ ସେହି 'ପରିଡ଼ା' ଉପାଧିକୁ 'ପରିଜା' ବୋଲି ଏବେ ବ୍ୟବହାର କରୁଅଛନ୍ତି । ତାଙ୍କ ନାମ ଅନୁସାରେ ଝଙ୍କଡ଼ର ଉତ୍ତର-ପଶ୍ଚିମରେ 'ସାରଳା' ନାମରେ ଗୋଟିଏ଼ ଗ୍ରାମ ବସିଥିଲା, ସେ ଗ୍ରାମକୁ ବର୍ତ୍ତମାନ 'ବଡ଼ ସାରୋଳ' ବୋଲାଯାଏ ।