"ମହାତ୍ମା ଗାନ୍ଧୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ରୋବଟ୍‌: ପ୍ରସାଧନ ବଦଳ
/* ଓଡ଼ିଶାରେ ଗାନ୍ଧୀପ୍ରଫେସର ଅନନ୍ତଚରଣ ସାହୁ, ଗାନ୍ଧିଜୀଙ୍କ ଓଡ଼ିଶା ପରିଦର୍ଶନ ପୃଷ୍ଠଭୂମିରେ ଉତ୍କଳମଣିଙ୍କ...
୪୧ କ ଧାଡ଼ି:
=== ଚତୁର୍ଥ ଗସ୍ତ: ୧୯୨୮ ===
୧୯୨୮ର ଦାରୁଣ ବନ୍ୟା ସମୟରେ ଗାନ୍ଧୀଜୀ ଚତୁର୍ଥ ଥର ନିମନ୍ତେ ଓଡ଼ିଶା ଆସିବା ବେଳକୁ ତାଙ୍କର ସହକର୍ମୀ ଗୋପବନ୍ଧୁଙ୍କର ଦେହାନ୍ତ ହୋଇସାରିଥିଲା । ଗୋପବନ୍ଧୁଙ୍କର ନିଃସ୍ଵାର୍ଥ ଜନସେବା, ଦରିଦ୍ର-ନାରାୟଣଙ୍କ ପ୍ରତି ଗଭୀର ସମବେଦନାକୁ ସ୍ମରଣ କରି ସେହି ମହାନ ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳୀ ଅର୍ପଣ ପୂର୍ବକ ଗାନ୍ଧୀଜୀ ତାଙ୍କର ୟଙ୍ଗ ଇଣ୍ଡିଆ ପତ୍ରିକାରେ ବର୍ଣ୍ଣନା କରିଥିଲେ । [[ବାଲେଶ୍ଵର ଜିଲ୍ଲା|ବାଲେଶ୍ଵର]] ଗସ୍ତକାଳରେ ଗାନ୍ଧୀଜୀ ବହୁ ବନ୍ୟାଞ୍ଚଳ ଗସ୍ତ କରିଥିଲେ । ଏହି ଗସ୍ତକାଳରେ ଗାନ୍ଧୀଜୀଙ୍କ ଇଂରେଜ ବନ୍ଧୁ ଏସ. ଏଫ. ଆଣ୍ଡୃଜ ତାଙ୍କ ଅନୁରୋଧ କ୍ରମେ ଓଡ଼ିଶାର ବିସ୍ତୀର୍ଣ୍ଣ ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ପରିଦର୍ଶନ କରି ତାଙ୍କ ଲିଖିତ ‘ଇଣ୍ଡିଆ ଆଣ୍ଡ ସାଇମନ କମିଶନ ରିପୋର୍ଟ’ରେ ଏହି ବନ୍ୟାର କରୁଣ ଚିତ୍ର ମର୍ମସ୍ପର୍ଶୀ ଭାଷାରେ ବର୍ଣ୍ଣନା କରିଥିଲେ, ଯାହା ଫଳରେ ସେ କାଳର ବିହାର-ଓଡ଼ିଶା ସରକାର ବାଧ୍ୟ ହୋଇ ଓଡ଼ିଶାକୁ ତୁରନ୍ତ ରିଲିଫ ସାମଗ୍ରୀ ପଠାଇଥିଲେ ।
 
== ଆଧାର ==
{{ଆଧାର}}