"ଚନ୍ଦନ ଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
୨୦୧୩ ତାରିଖ
ଟିକେ (ରୋବଟ୍‌: ପ୍ରସାଧନ ବଦଳ)
ଟିକେ (୨୦୧୩ ତାରିଖ)
|longtype =
|significance = ଶ୍ରୀମନ୍ଦିରର ସବୁଠାରୁ ଦୀର୍ଘାତ୍ମକ ପର୍ବ
|begins = [[ବୈଶାଖଅକ୍ଷୟ ତୃତୀୟା]] ଶୁକ୍ଳ ([[ତୃତୀୟାବୈଶାଖ]] ([[ଅକ୍ଷୟପକ୍ଷ|ଶୁକ୍ଳ]] [[ତୃତୀୟା]])
|ends = [[ଦେବ ସ୍ନାନ ପୂର୍ଣ୍ଣିମା|ସ୍ନାନପୂର୍ଣ୍ଣିମା]]ର ପୂର୍ବଦିନ ([[ଜ୍ୟୈଷ୍ଠ|ଜ୍ୟେଷ୍ଠ]] ଶୁକ୍ଳ [[ଚତୁର୍ଦ୍ଦଶୀ]])
|ends = [[ଜ୍ୟୈଷ୍ଠ|ଜ୍ୟେଷ୍ଠ]] ଶୁକ୍ଳ [[ଚତୁର୍ଦ୍ଦଶୀ]] ([[ଦେବ ସ୍ନାନ ପୂର୍ଣ୍ଣିମା|ସ୍ନାନପୂର୍ଣ୍ଣିମା]]ର ପୂର୍ବଦିନ)
|date =
|date{{#time:Y|last year}} = <!-- only for days that change each year -->
|date{{#time:Y}} = ୧୩ ମଇ - ୨୨ ଜୁନ <!--୨୦୧୩--><ref>{{cite web |url= http://www.drikpanchang.com/panchang/month-panchang.html?date=22/06/2013 |title=Panchang, Panchangam for Bhubaneshwar, Orissa, India |work=drikpanchang.com |year=2013 |quote=Chaturdashi, Jyaishta, Shukla Paksha, 2070 Vikram Samvat |accessdate=19 May 2013}}</ref>
|date{{#time:Y}} = ୨୪ ଅପ୍ରେଲ (ଆରମ୍ଭ)
|date{{#time:Y|next year}} = <!-- only for days that change each year -->
|celebrations =
[[ବୈଶାଖ]] ଶୁକ୍ଳ [[ତୃତୀୟା]] ([[ଅକ୍ଷୟ ତୃତୀୟା]]) ଠାରୁ [[ଜ୍ୟୈଷ୍ଠ|ଜ୍ୟେଷ୍ଠ]] ଶୁକ୍ଳ [[ଚତୁର୍ଦ୍ଦଶୀ]] ([[ଦେବ ସ୍ନାନ ପୂର୍ଣ୍ଣିମା|ସ୍ନାନପୂର୍ଣ୍ଣିମା]]ର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଥାଏ ।
 
ଅକ୍ଷୟ ତୃତୀୟା ଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟେଷ୍ଠଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ [[ଶ୍ରୀମନ୍ଦିର]]ରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
== ଚନ୍ଦନ ଯାତ୍ରାର ଇତିହାସ ==
ଚନ୍ଦନ ଯାତ ନାମରେ ଏହା ଖ୍ରୀଷ୍ଟୀୟ ତ୍ରୟୋଦଶ ଶତାବ୍ଦୀରୁ ସୃଷ୍ଟିହୋଇ ଥିବାର ଅନୁମାନ କରାଯାଏ । [[ଭାରତ]]ରେ ଥିବା ସହସ୍ର ଦେବମନ୍ଦିରରେ ଗରମ ଦିନେ ଆଲଟ ପଡେ, ଚନ୍ଦନ ଲାଗି ହୁଅନ୍ତି, ମାତ୍ର ସ୍ଵତନ୍ତ୍ର ଯାତ୍ରା ତଥା ଦୈବପର୍ବ ରୂପେ ଏହା ସଂପୂର୍ଣ୍ଣ ଭାବେ ଓଡ଼ିଶାରେ ହିଁ ପ୍ରସିଦ୍ଧ । ବୈଶାଖ ଶୁକ୍ଳ ତୃତୀୟାଠାରୁ ସ୍ନାନପୂର୍ଣ୍ଣିମା ୪୨ଦିନ ଧରି ଆଚରିତ ହୁଏ । ଗନ୍ଧଯାତ୍ରା ଜଳକେଳି ଓ ଅନ୍ତରଙ୍ଗ ଚନ୍ଦନଲାଗି – ଏହିପରି ତିନିଭାଗରେ ବିଭକ୍ତ । ଏହି ଯାତ୍ରା ସମ୍ବନ୍ଧରେ [[ଉପେନ୍ଦ୍ର ଭଞ୍ଜ|କବିସମ୍ରାଟ]], [[ଦୀନବନ୍ଧୁ ଦାସ]], [[ଜଗନ୍ନାଥ ଦାସ|ଅତିବଡି ଜଗନ୍ନାଥ ଦାସ]], [[ବଳଦେବ ରଥ|କବିସୂର୍ଯ୍ୟ]], ବନମାଳୀ, ବୀରକିଶୋର ପ୍ରମୁଖ ରସିକ କବିମାନେ ନାନା ଗୀତ ସୁସ୍ଵରରେ ରଚନା କରିଯାଇଛନ୍ତି । ଓଡ଼ିଶାର ବିଭିନ୍ନ ସ୍ଥାନରେ ଏହି ଯାତ୍ରା ଦୀର୍ଘ ୫ଶହ ବର୍ଷ ମଧ୍ୟରେ ଦେବ ବିଗ୍ରହଙ୍କର ସଂପର୍କରେ ଆସି ଅନୁଷ୍ଠିତ ହୁଏ, ଯାହାର ମୂଳ ପୁରୁଷୋତ୍ତମ ପ୍ରଭୁଙ୍କୁ ନିଦାଘରେ ଶୀତଳ ଉପଚାର ଦେଇ ପ୍ରମୋଦିତ ରଖାଇବା ଏହାର ଉଦ୍ଦେଶ୍ୟ ବୋଲି ସ୍କନ୍ଦପୁରାଣ, ବାମଦେବ ସଂହିତା, ସୁଶ୍ରୁତସଂହିତା ବି କହନ୍ତି । ମାତ୍ର ‘ଜନମାନନ୍ଦ କାରଣାତ’ ଜନକୁ ଋତୁଗତ ଆନନ୍ଦ ଦେବା ପାଇଁ ଏହାର ସୃଷ୍ଟି, ସ୍ଥିତି ଓ ବ୍ୟାପ୍ତି । <ref>ସମାଜ ରବିବାର, ପୃଷ୍ଠା- ୭, ଏପ୍ରିଲ ୨୨-୨୮, ୨୦୧୨</ref>
 
=== ଚନ୍ଦନପ୍ରିୟ ଜଗନ୍ନାଥ ===
ଶ୍ରୀମନ୍ଦିର ମୁକ୍ତିମଣ୍ଡପ ନିକଟରେ ୮ଫୁଟ ପ୍ରସ୍ଥ ଓ ୧୨ଫୁଟ ଦୈର୍ଘ୍ୟ ବିଶିଷ୍ଟ ‘ଚନ୍ଦନ ଘର’ ଅଛି । ସେଠାରେ ପ୍ରତ୍ୟେକ ଦିନ ଶ୍ରୀଜୀଉମାନଙ୍କ ଲାଗି ଚନ୍ଦନ ଘୋରାଯାଇଥାଏ।ଘୋରାଯାଇଥାଏ । ଚନ୍ଦନ ଘୋରିବା ପାଇଁ ଚନ୍ଦନ ଘରେ ଥିବା ତିନୋଟି ଶିଳକୁ ଘୋଟୁଆରୀ ସେବକମାନେ ବ୍ୟବହାର କରିଥାନ୍ତି । ସମୁଦାୟ ସାତଜଣ ଘୋଟୁଆରୀ ଚନ୍ଦନ ଘୋରିଥାନ୍ତି। ସାଧାରଣ ଦିନମାନଙ୍କରେ ଘୋଟୁଆରୀ ସେବକମାନେ ପ୍ରାୟ ୪୪୨ଗ୍ରାମ ଓଜନର ଚନ୍ଦନକାଠ ଘୋରିଥାନ୍ତି<ref>[[ରବିବାର]] [[ସମାଜ (ଖବରକାଗଜ)|ସମାଜ]], ତା: ୦୩.୧୨.୨୦୦୬, ପୃଷ୍ଠା:୦୪</ref>, ତେବେ ଚନ୍ଦନ ଯାତ୍ରା ବେଳେ ପ୍ରାୟ ୧କିଲୋ ଓଜନର ଚନ୍ଦନ କାଠ ଘୋରିଥାନ୍ତି। ସନ୍ଧ୍ୟାଧୂପର ଅନ୍ନଭୋଗ ଅର୍ପଣ ପରେ ଠାକୁରମାନଙ୍କ ବେଶ ଓହ୍ଲାଇ ଦିଆଯାଇ ତିନିଠାକୁରଙ୍କ ବାହୁ ଓ ସନ୍ନିକଟ ଅଙ୍ଗଦେଶରେ ଚନ୍ଦନ ପ୍ରଲେପ କରାଯାଏ । ସିଂହାରୀ [[ଜଗନ୍ନାଥଙ୍କ ସେବକ|ସେବକ]] ମାନେ ଠାକୁରଙ୍କ ଏହି ସେବା କରିଥାନ୍ତି ।
 
== ଚନ୍ଦନ ବେଶ ==
{{main|ଚନ୍ଦନଲାଗି ବେଶ}}
ସକାଳ ଧୂପର ପରବର୍ତ୍ତୀ ଧୂପ ଅର୍ଥାତ ଛତ୍ର ଭୋଗ ଅର୍ପଣ ପରେ ଜୟ ବିଜୟ ଦ୍ଵାର ବନ୍ଦ କରି ଦିଆଯାଏ । ଦିଅଁମାନଙ୍କ ଆଗରେ ଗୋଟିଏ କାଠ ଘଡ଼ା ପକାଇ, ତା’ଉପରୁ ତିନି ଜଣ ସେବାୟତ ଦିଅଁମାନଙ୍କୁ ଚାମରରେ ବିଞ୍ଚନ୍ତି । କିଛି ସମୟ ପରେ ଚାମର ଆଲଟ ବନ୍ଦ ହୋଇ ଆଡ଼ମ୍ବର ସହକାରେ ଚନ୍ଦନ, କର୍ପୁର, କେଶର, ଚୁଆ ପ୍ରଭୃତିର ମିଶ୍ରଣ ଦିଅଁମାନଙ୍କ ଶ୍ରୀଅଙ୍ଗରେ ଲେପନ କରାଯାଏ । ପୁଷ୍ପାଳକ ସେବକ ମାନେ ଏହା ଲାଗି କରନ୍ତି ।
ନିତିଦିନିଆ ତିନି ସାଧାରଣ ଆଭୂଷଣ ଚିତା, ଗୁଣା ଏବଂ ଅଧରମାଳା (ଯଥାକ୍ରମେ କପାଳ, ନାସାଓ ମୁଖତଳର ଆଭୁଷଣ) ସହ ସ୍ବତନ୍ତ୍ରସ୍ଵତନ୍ତ୍ର ପୁଷ୍ପ ଆଭୁଷଣ ଚନ୍ଦନ ବେଶରେ ଉପଯୋଗ କରାଯାଏ ।
ଅଳକା (କପାଳ ଉପରେ ସଜ୍ଜିତ ହେଉଥିବା ଫୁଲ ମାଳ) ମାଳ ଗୁଡ଼ିକ ମନ୍ଦିରର ଫୁଲଦାସୀ ମାନେ ଗୁନ୍ଥି ପ୍ରସ୍ତୁତ କରିଥାନ୍ତି ।
ବିଗ୍ରହ ତ୍ରୟର ଉଭୟ ପଟର ରାହୁରେଖା (ମସ୍ତକର ଦୁଇ ପାର୍ଶ୍ଵ) ବେଷ୍ଟନ କରି ଗୋଟିଏ ଫୁଲମାଳ ସମଗ୍ର କଳେବରର ଉଭୟପଟେ ଲମ୍ବି ଯାଇଥାଏ । ଏହି ଚଉସରି (ଚାରିଗୋଟି ସରୁ ସରୁ ମାଳ ଏକତ୍ର ଗୁନ୍ଥା ଯାଇଥାଏ) ମାଳଗୁଡ଼ିକ ପ୍ରାୟ ୨୦ଫୁଟ ଯାଏଁ ଲମ୍ବା ହୋଇଥାଏ । ଏହି ହାରଗୁଡ଼ିକୁ ରାଘବ ଦାସ ମଠ ଯୋଗାଇଥାନ୍ତି ।
 
== ଆଧାର ==
{{ଆଧାର|2}}
 
{{ଜଗନ୍ନାଥ}}
୨୪,୭୯୭

ଗୋଟି ସମ୍ପାଦନା