"ଜଳ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଅଲଗା ଭାଷାର ସଂଯୋଗ ହଟାଗଲା (ଉଇକିଡାଟା ତଥ୍ୟ ଅଛି)
ଟିକେ ଅନ୍ୟ ଉଇକିପ୍ରସଙ୍ଗ ସହ ସଂଯୋଗ
୧ କ ଧାଡ଼ି:
{{ଛୋଟ|Water}}
[[ଫାଇଲ:Water droplet blue bg05.jpg|right|thumb|ଜଳବିନ୍ଦୁର ପତନ ଫଳରେ ବୃତ୍ତୀୟ ତରଙ୍ଗ ସୃଷ୍ଟି ହୋଇ ବିନ୍ଦୁକୁ ଉପରକୁ ଠେଲେ । ]]
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ [[ବରଫ|ବରଫରେ]] ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।<ref>{{Cite journal |last=Henniker |first=J. C. |title=The Depth of the Surface Zone of a Liquid |year=1949 |publisher=[[Reviews of Modern Physics]] |doi=10.1103/RevModPhys.21.322 |journal=Reviews of Modern Physics |volume=21 |issue=2 |pages=322–341}}</ref><ref>{{cite web |url=http://faculty.washington.edu/ghp/researcthemes/water-science |title=Water Science |author=Pollack, Gerald |publisher=[[University of Washington]], Pollack Laboratory |accessdate=2011-02-05 |quote=Water has three phases – gas, liquid, and solid; but recent findings from our laboratory imply the presence of a surprisingly extensive fourth phase that occurs at interfaces.}}</ref>
 
ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
୧୨ କ ଧାଡ଼ି:
 
== ଜଳର ଗଠନ ==
ଗୋଟିଏ ଜଳ ଅଣୁ ୨ଟି [[ଉଦଜାନ]] ପରମାଣୁ ଓ ଗୋଟିଏ [[ଅମ୍ଳଜାନ]] ପରମାଣୁରୁ ତିଆରି । ଏହାର ରାସାୟନିକ ସୂତ୍ର ହେଉଛି H<sub>2</sub>O.
 
ଜଳକୁ ରୋମାନ ଭାଷାରେ ଆକୁଆ କୁହାଯାଏ ।
୨୨ କ ଧାଡ଼ି:
* ସମୁଦ୍ର
* ନଦୀବନ୍ଧ
* [[ବରଫ]]
* ଝରଣା
* ବର୍ଷା
"https://or.wikipedia.org/wiki/ଜଳ"ରୁ ଅଣାଯାଇଅଛି