"ପୃଥିବୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ରୋବଟ୍‌: ପ୍ରସାଧନ ବଦଳ
No edit summary
୩୭ କ ଧାଡ଼ି:
}}
 
'''ପୃଥିବୀ''' ହେଉଛି, ସୌରମଣ୍ଡଳର[[ସୌରମଣ୍ଡଳ]]ର ତୃତୀୟ ଗ୍ରହ । ସୌରମଣ୍ଡଳର ଚାରୋଟି କଠିନ ଗ୍ରହ ମଧ୍ୟରୁ ଏହା ଗୋଟିଏ । ଅର୍ଥାତ୍‌ ଏହାର ଅଧିକାଂଶ ହେଉଛି କଠିନ । ଅନ୍ୟ ତିନୋଟି ହେଉଛି ବୁଧ, ଶୁକ୍ର ଓ ମଙ୍ଗଳ ।
 
ମାନବ ସମେତ ଲକ୍ଷାଧିକ ଉଦ୍ଭିଦ ଓ ପ୍ରାଣୀ ପ୍ରଜାତିର ଘର ହେଉଛି ପୃଥିବୀ । ବ୍ରହ୍ମାଣ୍ଡରେ ପୃଥିବୀ ହେଉଛି ଏକମାତ୍ର ସ୍ଥାନ ଯେଉଁଠି ଜୀବନ ଅଛି । ପୃଥିବୀ ପ୍ରାୟ ୪.୫ ଅର୍ବୁଦ ବର୍ଷ ପୂର୍ବେ ସୃଷ୍ଟି ହୋଇଥିଲା । ପୃଥିବୀର ଜୀବମାନେ ଗ୍ରହକୁ ଅନେକାଂଶରେ ପ୍ରଭାବିତ କରନ୍ତି । ଦୃଷ୍ଟାନ୍ତ ସ୍ୱରୂପ, ପୂର୍ବରୁ ଜୀବମାନେ ବାୟୁମଣ୍ଡଳକୁ ସମ୍ପୂର୍ଣ ପରିବର୍ତ୍ତନ କରିଦେଇଥିଲେ । ସମସ୍ତ ଜୀବଙ୍କୁ ନେଇ ଜୀବମଣ୍ଡଳ ଗଠିତ ।
"https://or.wikipedia.org/wiki/ପୃଥିବୀ"ରୁ ଅଣାଯାଇଅଛି