"ବିଶ୍ୱନାଥ କର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ରୋବଟ୍‌: ପ୍ରସାଧନ ବଦଳ
No edit summary
୧୬ କ ଧାଡ଼ି:
}}
 
ବାଗ୍ମୀ ବିଶ୍ଵନାଥ କର ୧୮୬୪ମସିହା ଡିସେମ୍ବର ୨୪ ତାରିଖ ଦିନ ନେମାଳ ନିକଟସ୍ଥ ମୂଳବସନ୍ତ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ବିଶ୍ଵନାଥଙ୍କ ପିତାଙ୍କ ନାମ ନାରାୟଣ କର ଓ ମାତାଙ୍କ ନାମ ବୈଦେହୀ ଦେବୀ । ସେ ଏକାଧାରରେ ଜଣେ ସାହିତ୍ୟିକ, ସୁବକ୍ତା, ପ୍ରାବନ୍ଧିକ ଓ ସମାଜ ସଂସ୍କାରକ ଥିଲେ୤ଥିଲେ। ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । [[ଉତ୍କଳ ସମ୍ମିଳନୀ]]ର ଅନ୍ୟତମ ବିଶିଷ୍ଟ ସଂଚାଳକ ଓ [[ବିହାର]]-[[ଓଡ଼ିଶା]] ପ୍ରଦେଶର ଜଣେ ଦକ୍ଷ ତଥା ନିର୍ଭିକ ବ୍ୟବସ୍ଥାପକ ଭାବେ ତାଙ୍କର ଥିଲା ଯଥେଷ୍ଟ ଖ୍ୟାତି ଓ ସୁନାମ । ତତ୍କାଳୀନ ବ୍ରିଟିଶ ସରକାରଙ୍କ ଠାରୁ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ପ୍ରତ୍ୟାଖ୍ୟାନ କରିଥିବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ବ୍ୟକ୍ତି ।
 
୧୮୯୬ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ୤କରିଥିଲେ। 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ଯାବତୀୟ ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।<ref>ଓଡ଼ିଆ ସାହିତ୍ୟର ସଂକ୍ଷିପ୍ତ ପରିଚୟ, ଡ. ବୃନ୍ଦାବନଚନ୍ଦ୍ର ଆଚାର୍ଯ୍ୟ, ପୃଷ୍ଠା:୨୧୨</ref>
୧୯୩୪ ମସିହା ଅକ୍ଟୋବର୧୯ ତାରିଖ ବିଜୟା ଦଶମୀ ତିଥୀରେ ତାଙ୍କର ଦେହାନ୍ତ ହୋଇଥିଲା ।
 
== କର୍ମମୟ ଜୀବନ ତଥା କୃତ୍ୟ ଓ କୀର୍ତ୍ତି ==