୫୪୭
ଗୋଟି ସମ୍ପାଦନା
ଟିକେ (ପୁରସ୍କାର ଓ ସମ୍ମାନ) |
(ଅଧିକ ତଥ୍ୟ) |
||
}}
'''ରଘୁନାଥ ପାଣିଗ୍ରାହୀ''' (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ [[ଓଡ଼ିଶୀ ସଙ୍ଗୀତ|ଓଡ଼ିଶୀ]] କଣ୍ଠଶିଳ୍ପୀ । ସେ [[ରାୟଗଡ଼ା ଜିଲ୍ଲା]]ର [[ଗୁଣୁପୁର]] ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ ।
ଓଡ଼ିଶୀ ନୃତ୍ୟଶିଳ୍ପୀ [[ସଂଯୁକ୍ତା ପାଣିଗ୍ରାହୀ]] ତାଙ୍କ ସହଧର୍ମିଣୀ ଥିଲେ । କଳାକ୍ଷେତ୍ର ନୃତ୍ୟ ବିଦ୍ୟାଳୟରେ ରଘୁନାଥ ପ୍ରଥମେ ଓଡିଶୀ ନୃତ୍ୟପ୍ରବୀଣା ସଂଯୁକ୍ତାଙ୍କୁ ଭେଟିଥିଲେ । ୧୯୬୦ ମସିହାରେ ସେ ସଂଯୁକ୍ତାଙ୍କୁ ବିବାହ କରିଥିଲେ । ୧୯୯୭ ମସିହାରେ ସଂଯୁକ୍ତାଙ୍କ ବିୟୋଗ ପରେ ଓଡିଶୀ ପ୍ରଚାର ଓ ପ୍ରସାର ନିମନ୍ତେ ରଘୁନାଥ ଏକ ଟ୍ରଷ୍ଟ ଗଢିଥିଲେ ଯାହାର ନାମ ଥିଲା 'ସଂଯୁକ୍ତା ପାଣିଗ୍ରାହୀ ମେମୋରିଆଲ ଟ୍ରଷ୍ଟ' । ୨୦୧୩ ମସିହା ଅଗଷ୍ଟ ୨୫ ତାରିଖ ଦିନ ତାଙ୍କର ଦେହାନ୍ତ ହୋଇଥିଲା ।<ref>http://www.orissadiary.com/CurrentNews.asp?id=43489</ref>
==ପୁରସ୍କାର ଓ ସମ୍ମାନ==
|
ଗୋଟି ସମ୍ପାଦନା