"ରଘୁନାଥ ପାଣିଗ୍ରାହୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ପୁରସ୍କାର ଓ ସମ୍ମାନ: ସୁରମଣି ସମ୍ମାନ
ତଥ୍ୟ
୧୬ କ ଧାଡ଼ି:
'''ରଘୁନାଥ ପାଣିଗ୍ରାହୀ''' (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ [[ଓଡ଼ିଶୀ ସଙ୍ଗୀତ|ଓଡ଼ିଶୀ]] କଣ୍ଠଶିଳ୍ପୀ । ସେ [[ରାୟଗଡ଼ା ଜିଲ୍ଲା]]ର [[ଗୁଣୁପୁର]] ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି. ପାଲୁସକରଙ୍କ ଠାରୁ ହିନ୍ଦୁସ୍ତାନୀ କଣ୍ଠସଂଗୀତ ଶିକ୍ଷା କରି ଓଡ଼ିଶା ଫେରିଥିଲେ ।
 
 
ଓଡ଼ିଶୀ ନୃତ୍ୟଶିଳ୍ପୀ [[ସଂଯୁକ୍ତା ପାଣିଗ୍ରାହୀ]] ତାଙ୍କ ସ‌ହଧର୍ମିଣୀ ଥିଲେ । କଳାକ୍ଷେତ୍ର ନୃତ୍ୟ ବିଦ୍ୟାଳୟରେ ରଘୁନାଥ ପ୍ରଥମେ ଓଡିଶୀ ନୃତ୍ୟପ୍ରବୀଣା ସଂଯୁକ୍ତାଙ୍କୁ ଭେଟିଥିଲେ । ୧୯୬୦ ମସିହାରେ ସେ ସଂଯୁକ୍ତାଙ୍କୁ ବିବାହ କରିଥିଲେ । ୧୯୯୭ ମସିହାରେ ସଂଯୁକ୍ତାଙ୍କ ବିୟୋଗ ପରେ ଓଡିଶୀ ପ୍ରଚାର ଓ ପ୍ରସାର ନିମନ୍ତେ ରଘୁନାଥ ଏକ ଟ୍ରଷ୍ଟ ଗଢିଥିଲେ ଯାହାର ନାମ ଥିଲା 'ସଂଯୁକ୍ତା ପାଣିଗ୍ରାହୀ ମେମୋରିଆଲ ଟ୍ରଷ୍ଟ' । ୨୦୧୩ ମସିହା ଅଗଷ୍ଟ ୨୫ ତାରିଖ ଦିନ ତାଙ୍କର ଦେହାନ୍ତ ହୋଇଥିଲା ।<ref>http://www.orissadiary.com/CurrentNews.asp?id=43489</ref>
 
ଓଡ଼ିଶୀ ନୃତ୍ୟଶିଳ୍ପୀ [[ସଂଯୁକ୍ତା ପାଣିଗ୍ରାହୀ]] ତାଙ୍କ ସ‌ହଧର୍ମିଣୀ ଥିଲେ । କଳାକ୍ଷେତ୍ର ନୃତ୍ୟ ବିଦ୍ୟାଳୟରେ ରଘୁନାଥ ପ୍ରଥମେ ଓଡିଶୀ ନୃତ୍ୟପ୍ରବୀଣା ସଂଯୁକ୍ତାଙ୍କୁ ଭେଟିଥିଲେ । ୧୯୬୦ ମସିହାରେ ସେ ସଂଯୁକ୍ତାଙ୍କୁ ବିବାହ କରିଥିଲେ । ୧୯୭୦ ରୁ ୧୯୯୦ ମଧ୍ୟରେ ଦେଶ ବିଦେଶରେ ଏହି ଯୋଡି ବେଶ ଆଲୋଡ଼ନ ସୃଷ୍ଟି କରିପାରିଥିଲେ । ସୁରମଣିଙ୍କ କଣ୍ଠସ୍ଵରରେ ତାଳଦେଇ ଓଡିଶୀ ମୁଦ୍ରାର ସ୍ଵତନ୍ତ୍ର ଭଙ୍ଗୀ ଉପସ୍ଥାପନା କରୁଥିଲେ ସଂଯୁକ୍ତା। ଆଜି ଓଡ଼ିଶୀ ନୃତ୍ୟର ଯେଉଁ ଅର୍ଦ୍ଧନାରୀଶ୍ଵର ବିଭବ [[ପୃଥିବୀ]]ବ୍ୟାପୀ ନୃତ୍ୟାଙ୍ଗନାଙ୍କ ଦ୍ଵାରା ପରିବେଷିତ ହେଉଛି,ରଘୁନାଥ ଥିଲେ ଏହାର ସଙ୍ଗୀତର ସ୍ରଷ୍ଟା। ଏହାଛଡା '''ଅଭିନୟ''', '''ବର୍ଷା''' ଭଳି ଅନେକ ଓଡ଼ିଶୀ ନୃତ୍ୟର ସଙ୍ଗୀତ ପ୍ରସ୍ତୁତ କରିଯାଇଛନ୍ତି ସେ। ୧୯୯୭ ମସିହାରେ ସଂଯୁକ୍ତାଙ୍କ ବିୟୋଗ ପରେ ଓଡିଶୀ ପ୍ରଚାର ଓ ପ୍ରସାର ନିମନ୍ତେ ରଘୁନାଥ ଏକ ଟ୍ରଷ୍ଟ ଗଢିଥିଲେ ଯାହାର ନାମ ଥିଲା 'ସଂଯୁକ୍ତା ପାଣିଗ୍ରାହୀ ମେମୋରିଆଲ ଟ୍ରଷ୍ଟ' , ୨୦୧୩ଯାହା ଯୁବ ଓଡ଼ିଶୀ ନୃତ୍ୟ ଶିଳ୍ପୀଙ୍କୁ ପ୍ରୋତ୍ସାହନମୂଳକ ମେଧାବୃତ୍ତି ପ୍ରଦାନ କରିଆସୁଛି।୨୦୧୩ ମସିହା ଅଗଷ୍ଟ ୨୫ ତାରିଖ ଦିନ ତାଙ୍କର ଦେହାନ୍ତ ହୋଇଥିଲା ।<ref>http://www.orissadiary.com/CurrentNews.asp?id=43489</ref> <ref>[[ଧରିତ୍ରୀ]] ଖବର କାଗଜ, ତା ୨୬-୦୮-୧୩, ପୃ. ୩</ref>
 
==ପୁରସ୍କାର ଓ ସମ୍ମାନ==
Line ୩୩ ⟶ ୩୫:
* କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର, ୧୯୭୬
* ଗଣ କଳାନିଧି ସମ୍ମାନ, ୧୯୭୨
*ସୁରମଣି ସମ୍ମାନ, ୧୯୬୮
 
== ଆଧାର ==