"ରଘୁନାଥ ପାଣିଗ୍ରାହୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଅଧିକ ତଥ୍ୟ
(ତଥ୍ୟ)
(ଅଧିକ ତଥ୍ୟ)
}}
 
'''ରଘୁନାଥ ପାଣିଗ୍ରାହୀ''' (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ [[ଓଡ଼ିଶୀ ସଙ୍ଗୀତ|ଓଡ଼ିଶୀ]] କଣ୍ଠଶିଳ୍ପୀ । ସେ [[ରାୟଗଡ଼ା ଜିଲ୍ଲା]]ର [[ଗୁଣୁପୁର]] ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି. ପାଲୁସକରଙ୍କ ଠାରୁ ହିନ୍ଦୁସ୍ତାନୀ କଣ୍ଠସଂଗୀତ ଶିକ୍ଷା କରି ଓଡ଼ିଶା ଫେରିଥିଲେ । '''ରଘୁନାଥ ପାଣିଗ୍ରାହୀ''' (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ [[ଓଡ଼ିଶୀ ସଙ୍ଗୀତ|ଓଡ଼ିଶୀ]] କଣ୍ଠଶିଳ୍ପୀ । ସେ [[ରାୟଗଡ଼ା ଜିଲ୍ଲା]]ର [[ଗୁଣୁପୁର]] ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି. ପାଲୁସକରଙ୍କ ଠାରୁ ହିନ୍ଦୁସ୍ତାନୀ କଣ୍ଠସଂଗୀତ ଶିକ୍ଷା କରି ଓଡ଼ିଶା ଫେରିଥିଲେ । ୧୯୪୮ ମସିହାରେ ରଘୁନାଥ ପାଣିଗ୍ରାହୀ ଆକାଶବାଣୀ କଟକ କେନ୍ଦ୍ରରେ ଜଣେ ନିୟମିତ କଳାକାର ଭାବେ ଯୋଗ ଦେଇଥିଲେ । ଅନେକ ଚଳଚ୍ଚିତ୍ରରେ, ଭଜନ, ଜଣାଣ ଏବଂ ଓଡିଶୀ ଛାନ୍ଦ, ଚମ୍ପୁ ଓ ଗଜଲ ଗାନ କରିଛନ୍ତି । ଆଉମଧ୍ୟ ଦକ୍ଷିଣଭାରତୀୟ ଚଳଚ୍ଚିତ୍ରରେ କଣ୍ଠଦାନ ସହିତ ସଂଗୀତ ନିର୍ଦ୍ଦେଶନା ଦେଇଥିଲେ । ବିଶେଷ କରି ଓଡିଶୀ ସଂଗୀତ ସହିତ ଜଗନ୍ନାଥ ସଂସ୍କୃତି ଓ ଜୟଦେବଙ୍କ ଗୀତଗୋବିନ୍ଦର ପ୍ରଚାର ଓ ପ୍ରସାର ପାଇଁ ତାଙ୍କର ଭୂମିକା ଅନନ୍ୟ । ଶାସ୍ତ୍ରୀୟ ଶୈଳୀରେ ଗୀତଗୋବିନ୍ଦ ସେ ତାଙ୍କ ପିତାଙ୍କ ଠାରୁ ଶିଖିଥିଲେ ଯାହାକୁ ଗାନ କରି ସେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ପ୍ରସିଦ୍ଧି ଅର୍ଜନ କରିଥିଲେ । ସେ ଏକାଧାରରେ ଓଡିଶୀ, ହିନ୍ଦୁସ୍ଥାନୀ ଓ କର୍ଣ୍ଣାଟକୀ ପଦ୍ଧତିରେ ସଙ୍ଗୀତ ଗାନ କରି ସେ ଯଥେଷ୍ଟ ଖ୍ୟାତି ଅର୍ଜନ କରିଥିଲେ । ସେ ଥିଲେ ୧୨ଟି ଭାଷାରେ ପ୍ରବୀଣ ସଙ୍ଗୀତଜ୍ଞ । ଶାସ୍ତ୍ରୀୟ ସଙ୍ଗୀତ ଗାଇବାରେ ପ୍ରବୀଣ ରଘୁନାଥଙ୍କ ଖ୍ୟାତି ଓଡିଶା ବ୍ୟତୀତ ପଶ୍ଚିମବଙ୍ଗ, ଆନ୍ଧ୍ର, ତାମିଲନାଡୁ ସମେତ ପ୍ରାୟ ଅନେକ ରାଜ୍ୟରେ ଲୋକପ୍ରିୟତା ହାସଲ କରିପାରିଥିଲା । ଏକଦା ପଶ୍ଚିମବଙ୍ଗର ରବୀନ୍ଦ୍ର ସଦନଠାରେ ସଂଯୁକ୍ତା ପାଣିଗ୍ରାହୀ ଓଡିଶୀ ନୃତ୍ୟ ପ୍ରଦର୍ଶନ କରୁଥିବାବେଳେ ମଞ୍ଚ ଆଢୁଆଳରୁ ଭାସି ଆସୁଥିଲା ରଘୁନାଥଙ୍କ ଯାଦୁକାରୀ ସ୍ଵର । ଯାହା ଶୁଣିବା ପରେ ଉପସ୍ଥିତ ଶ୍ରୋତା ଓ ଦର୍ଶକମଣ୍ଡଳୀ ସମସ୍ତେ ଏକ ସ୍ଵରରେ କହିଥିଲେ ଯେ ପ୍ରଥମେ ଗାୟକଙ୍କୁ ମଞ୍ଚ ଉପରକୁ ଅଣାଯାଉ । ରଘୁନାଥ ଆସିବା ପରେ ଦର୍ଶକ ମଣ୍ଡଳୀ ନାଚ ଦେଖିବା ବନ୍ଦ କରି ଓଡିଶୀ ସଙ୍ଗୀତ ଶୁଣିବାକୁ ଜିଦ୍ ଧରି ବସିଥିଲେ ଓ ରଘୁନାଥ ଗୀତ ପରିବେଷଣ କରିଥିଲେ । ୧୯୫୬ ମସିହାରେ ସେ ପ୍ରଥମ କରି ଓଡିଆ ଚଳଚ୍ଚିତ୍ରରେ ତାଙ୍କର କଣ୍ଠଦାନ କରିଥିଲେ । ୧୯୫୯ମସିହାରେ 'ଜୟଭେରୀ', ୧୯୬୩ରେ 'ଶ୍ରୀପତିତ ପାବନ', ୧୯୭୬ରେ 'ସିନ୍ଦୂର ବିନ୍ଦୁ', ୧୯୭୭ରେ 'ମୁକ୍ତି', ୧୯୯୮ରେ 'ଅହଲ୍ୟା' ପ୍ରଭୃତି ଚଳଚ୍ଚିତ୍ରରେ ସେ କଣ୍ଠଦାନ କରିଥିଲେ । 'ଅଭିନେତ୍ରୀ' ଚଳଚ୍ଚିତ୍ରରେ ସେ ୧୯୬୫ରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ୧୯୭୭ମସିହାରେ 'ମୁକ୍ତି' ଚଳଚ୍ଚିତ୍ର ପାଇଁ ପ୍ରଚ୍ଛଦପଟ୍ଟ କଣ୍ଠଶିଳ୍ପୀ ଭାବରେ ଶ୍ରେଷ୍ଠ ରାଜ୍ୟ ପୁରସ୍କାର । ସେହିପରି 'ଅହଲ୍ୟା' ଚଳଚ୍ଚିତ୍ର ପାଇଁ ୧୯୯୮ରେ ଶ୍ରେଷ୍ଠ ସଙ୍ଗୀତ ସଂଯୋଜନା ପାଇଁ ରାଜ୍ୟ ପୁରସ୍କାର ପାଇଥିଲେ । ୧୯୬୮ମସିହାରେ ମୁମ୍ବାଇର ସୁର୍ ସିଙ୍ଗାର ସଂସଦ(କାଲ୍କୋ କଳାକାର) ତରଫରୁ ତାଙ୍କୁ ସୁରମଣି ଉପାଧିରେ ଭୂଷିତ କରାଯାଇଥିଲା । ସେହିଦିନଠାରୁ ସେ ସୁରମଣି ନାମରେ ନାମିତ । ସେ ଗାଇଥିବା ଗୀତ ଗୁଡିକ ମଧ୍ୟରେ 'ଆହେ ନୀଳଶଇଳ', 'ଆକାଶେ ଦିଶେ କି ସୁନ୍ଦର', ବାଲ୍ୟକାଳୁ ଧର୍ମ ଧନମୁଁ ସଞ୍ଚିବି', 'ବିଶ୍ଵ ଦେଖ ମଧୁମୟରେ ଜୀବନ', 'ଚକାନୟନଙ୍କୁ ପତିତ କେହି', 'ଦେଖଭାଇ ମହାମାୟୀ', 'ଧୀର ସମୀରେ ଯମୁନା ତୀରେ', 'ଯାହାମୁଁ କରଇ ଯାହାମୁଁ', 'ଲଳିତ ଲବଙ୍ଗ ଲତା ପରିଶିଳନ', 'ମା ନାମ ମଧୁର ଅଟେ', 'ନମୋ ନିରଞ୍ଜନ ନିଖିଳ ନିଦାନ', 'ନ ଯା ରାଧିକା ଏକା ଏକା', 'ନାଚ ନାଚ ସଜନୀ ନାଚରେ', ପଶ୍ୟତି ଇଚ୍ଛା କରହେ ପୂର୍ଣ୍ଣ' ପ୍ରଭୃତି ଗୀତ ଅତି ଲୋକପ୍ରିୟ ।
'''ରଘୁନାଥ ପାଣିଗ୍ରାହୀ''' (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ [[ଓଡ଼ିଶୀ ସଙ୍ଗୀତ|ଓଡ଼ିଶୀ]] କଣ୍ଠଶିଳ୍ପୀ । ସେ [[ରାୟଗଡ଼ା ଜିଲ୍ଲା]]ର [[ଗୁଣୁପୁର]] ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ । ସ୍ଵାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣୀ ପାଣିଗ୍ରାହୀଙ୍କ ଠାରୁ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ଵନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କ ଠାରୁ ପାରମ୍ପରିକ ଓଡ଼ିଆ ସଂଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କ ଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି. ପାଲୁସକରଙ୍କ ଠାରୁ ହିନ୍ଦୁସ୍ତାନୀ କଣ୍ଠସଂଗୀତ ଶିକ୍ଷା କରି ଓଡ଼ିଶା ଫେରିଥିଲେ ।
 
ଓଡ଼ିଶୀ ନୃତ୍ୟଶିଳ୍ପୀ [[ସଂଯୁକ୍ତା ପାଣିଗ୍ରାହୀ]] ତାଙ୍କ ସହଧର୍ମିଣୀ ଥିଲେ । କଳାକ୍ଷେତ୍ର ନୃତ୍ୟ ବିଦ୍ୟାଳୟରେ ରଘୁନାଥ ପ୍ରଥମେ ଓଡିଶୀ ନୃତ୍ୟପ୍ରବୀଣା ସଂଯୁକ୍ତାଙ୍କୁ ଭେଟିଥିଲେ । ୧୯୬୦ ମସିହାରେ ସେ ୨୮ବର୍ଷ ବୟସରେ ସଂଯୁକ୍ତାଙ୍କୁ ବିବାହ କରିଥିଲେ । ସଂଯୁକ୍ତାଙ୍କ ନୃତ୍ୟରେ ୧୯୭୦ମସିହାରୁ ଦୁଇଦଶନ୍ଧି ବ୍ୟାପି ସେ ସଙ୍ଗୀତକାର ଭାବେ ନିଜକୁ ନିୟୋଜିତ କରିଥିଲେ । ଏସିଆ ଓ ୟୁରୋପ ମହାଦେଶର ବିଭିନ୍ନ ଦେଶ ଗ୍ରସ୍ତ କରି ଏହି ଦମ୍ପତି ଓଡିଶୀ ନୃତ୍ୟ ସଙ୍ଗୀତ ପରିବେଷଣ ପୂର୍ବକ ଓଡିଶା ସଂସ୍କୃତିର ମହାନତା ପ୍ରଦର୍ଶନ କରିଥିଲେ । ସଂଯୁକ୍ତାଙ୍କ ସହିତ ମିଶି ରଘୁନାଥ ଓଡିଶୀ ନୃତ୍ୟର ଅନେକ ପଲ୍ଲବୀ, ଅଭିନୟ ଓ ନୃତ୍ୟନାଟିକା ଭଳି ବିଭିନ୍ନ ବିଭବର ସଙ୍ଗୀତ ସଂଯୋଜନା କରିଥିଲେ ଯାହା ଏବେ ବି ମଞ୍ଚସ୍ଥ ହେଉଛି । ୧୯୯୭ ମସିହାରେ ସଂଯୁକ୍ତାଙ୍କ ବିୟୋଗ ପରେ ଓଡିଶୀ ପ୍ରଚାର ଓ ପ୍ରସାର ନିମନ୍ତେ ରଘୁନାଥ ଏକ ଟ୍ରଷ୍ଟ ଗଢିଥିଲେ ଯାହାର ନାମ ଥିଲା 'ସଂଯୁକ୍ତା ପାଣିଗ୍ରାହୀ ମେମୋରିଆଲ ଟ୍ରଷ୍ଟ' । ଓଡିଶୀ ନୃତ୍ୟଶିଳ୍ପୀମାନଙ୍କୁ ୨୦୦୧ରୁ ଏହି ଟ୍ରଷ୍ଟି ସ୍କଲାରସିପ ଦେଇଆସୁଛି । ଏହା ବ୍ୟତୀତ ସେ ପ୍ରତିମା ଦେବୀଙ୍କ ନୃତ୍ୟ ଅନୁଷ୍ଠାନ 'ନୃତ୍ୟଗ୍ରାମ' ସହିତ ସଂଶ୍ଳିଷ୍ଟ ରହି ସେ ଓଡିଶୀ ନୃତ୍ୟର ପ୍ରସାର ପାଇଁ ସେ ଅନେକ କାର୍ଯ୍ୟ କରିଛନ୍ତି । ୨୦୧୩ ମସିହା ଅଗଷ୍ଟ ୨୫ ତାରିଖ ଦିନ ତାଙ୍କର ଦେହାନ୍ତ ହୋଇଥିଲା ।<ref>ଓଡିଶା ଏକ୍ସପ୍ରେସ, ସଂଚାର, ପ୍ରମେୟ, ୨୬.୮୨୦୧୩</ref>
 
==ପୁରସ୍କାର ଓ ସମ୍ମାନ==
*ଡି ଲିଟ ଉପାଧୀ
** ରେଭେନ୍ସା ବିଶ୍ବାବିଦ୍ୟାଳୟ-୨୦୧୩
** ଉତ୍କଳ ବିଶ୍ବବିଦ୍ୟାଳୟ-୨୦୦୯
** ବ୍ରହ୍ମପୁର ବିଶ୍ବବିଦ୍ୟାଳୟ- ୨୦୦୬
* ପଦ୍ମଶ୍ରୀ ସମ୍ମାନ, ୨୦୧୦
* ଜୟଦେବ ସମ୍ମାନ, ୨୦୦୮
* କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ୧୯୯୯
* ରାଜ୍ୟପାଳ ସମ୍ମାନ, ୧୯୯୫
* ସେବା ପୁରସ୍କାର, ୧୯୯୪
 
 
 
୫୪୭

ଗୋଟି ସମ୍ପାଦନା