"ବିଶ୍ୱକର୍ମା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ removed Category:ଧର୍ମ using HotCat
ଟିକେ ୤ > ।, ଛବି
୧ କ ଧାଡ଼ି:
[[File:Bhagwan Vishwakarma.jpg|thumb|282x282px|ବିଶ୍ୱକର୍ମା]]
ଦେବଶିଳ୍ପୀ ବିଶ୍ୱକର୍ମା ପୁରାଣମତେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ [[ଆଶ୍ୱିନ]] ସଙ୍କ୍ରାନ୍ତିସଂକ୍ରାନ୍ତି ଦିନ ବିଶ୍ୱକର୍ମାଙ୍କ ଚତୁର୍ଭୁଜ ମୂର୍ତ୍ତି ପୂଜା ପାଳନ କରାଯାଏ ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହୁଏ ମଣିଷର କାର୍ଯ୍ୟର ପାର୍ଥକ୍ୟରେ ଯେପରି ଜାତିର ସୃଷ୍ଟି ସେହିପରି ଭଗବାନଙ୍କୁ ନାନା ରୂପରେ କଳ୍ପନା କରାଯାଇଛି ଯେତେବେଳେ ସୃଷ୍ଟି କରନ୍ତି ସେତେବେଳେ ସେ [[ବ୍ରହ୍ମା]], ଯେତେବେଳେ ପାଳନ କରନ୍ତି ସେତେବେଳେ [[ବିଷ୍ଣୁ]], ଯେତେବେଳେ ସଂହାର କରନ୍ତି ସେତେବେଳେ ସେ [[ମହାଦେବ|ରୁଦ୍ର]] ସେହିପରି ସେ ଯେତେବେଳେ ଶିଳ୍ପୀ ସେତେବେଳେ ସେ ବିଶ୍ୱକର୍ମା ବୋଲି ପରିଚିତ ହୁଅନ୍ତି
==କିମ୍ବଦନ୍ତୀ==
କିମ୍ବଦନ୍ତୀ ଅନୁଯାୟୀ [[ଜଗନ୍ନାଥ|ଶ୍ରୀ ଜଗନ୍ନାଥ]]ଙ୍କୁଙ୍କ ବିଶ୍ୱକର୍ମାଦାରୁ ନିଜେମୂର୍ତ୍ତି ବିଶ୍ୱକର୍ମା ନିର୍ମାଣ କରିଥିଲେ ଇନ୍ଦ୍ରଦ୍ୟୁମ୍ନ ରାଜା ବାଙ୍କୀ ମୂହାଣରୁ ସଙ୍ଗ୍ରହସଂଗ୍ରହ କରିଥିବା ଦାରୁରେ [[ଜଗନ୍ନାଥ]]ଙ୍କଜଗନ୍ନାଥଙ୍କ ମୂର୍ତ୍ତି ନିର୍ମାଣ କରିବାକୁ ନାନା ଦେଶରୁ ଦକ୍ଷ ଶିଳ୍ପୀମାନଙ୍କୁ ଅଣାଇ କାମରେ ଲଗାଇଥିଲେ କିନ୍ତୁ ସେମାନଙ୍କ ନିହାଣ ମୁନରେ ସେ ଦାରୁ ଖୋଳାଯାଇ ପାରିଲା ନାହିଁ, ବରଂ ସେଗୁଡ଼ିକର ଧାର ଓଲଟି ଗଲା ମୂର୍ତ୍ତି ଗଢ଼ିବାରେ ବିଫଳ ହୋଇ ସମସ୍ତେ ଫେରିବାରେ ଲାଗିଲେ ଓ ଦିନକୁ ଦିନ ରାଜା ରାଣୀଙ୍କ ମନରେ ଭାଳେଣି ପଡ଼ିଲା କିଛିଦିନ ଗତ ହେବା ପରେ ଦିନେ ଜଣେ ବୁଢ଼ା ବଢ଼େଇ ଆସି ମୂର୍ତ୍ତି ନିର୍ମାଣ କରିବାକୁ ଆଗ୍ରହ ପ୍ରକାଶ କଲା ପରିଶେଷରେ ବୁଢ଼ା ବଢ଼େଇକୁ ନିର୍ମାଣ ଦାୟିତ୍ୱ ଦିଆଗଲା ବୁଢ଼ା ବଢ଼େଇର ସର୍ତ୍ତ ରଖିଲା ୨୧ଦିନ ପର୍ଯ୍ୟନ୍ତ ମନ୍ଦିର ଦ୍ୱାର ଫିଟିବ ନାହିଁ, ସେ ଉପବାସ ରହି ମୂର୍ତ୍ତି ନିର୍ମାଣ କରିବ ଏଥିରେ ରାଜା ରାଜି ହୋଇ ମନ୍ଦିର ଦ୍ୱାର ବନ୍ଦ କଲେ ପ୍ରତ୍ୟେକ ଦିନ ରାଜା ଭିତରର ଠକ୍‌ ଠକ୍‌ ଶବ୍ଦ ଶୁଣିବାର ବ୍ୟବସ୍ଥା କରିଥାନ୍ତି | କିଛିଦିନପରେ ଭିତରୁ ଶବ୍ଦ ଆସିବା ବନ୍ଦ ହୋଇଯିବା ପରେ ଗୁଣ୍ଡିଚା ରାଣୀ ଧୈର୍ଯ୍ୟ ଧରି ରହିପାରିଲେ ନାହିଁ ବୁଢ଼ା ବଢ଼େଇ ଉପବାସରେ ମୃତ୍ୟୁବରଣ କରିଛି ବୋଲି ସେ ଭାବିଲେ ଓ ରାଜାଙ୍କୁ ଦ୍ୱାର ଖୋଲିବାକୁ ଅନୁରୋଧ କଲେ ଦ୍ୱାର ଉନ୍ମୁକ୍ତ କଲାପରେ ଦେଖାଗଲା ଯେ ବୁଢ଼ା ବଢ଼େଇ ଅନ୍ତର୍ଦ୍ଧ୍ୟାନ ହୋଇଯାଇଛି, ଅଛି କେବଳ ଦରଗଢ଼ା ମୂର୍ତ୍ତି ଏଥିରେ ରାଜା ରାଣୀ ଘୋର ଚିନ୍ତାରେ ପଡ଼ିବାରୁ ଶୂନ୍ୟବାଣୀ ହେଲାଯେ- “ମୋର ଯେଉଁ ରୂପରେ ଆବିର୍ଭାବ ହେବାର ଇଚ୍ଛା ମୁଁ ସେହି ରୂପରେ ହିଁ ଆବିର୍ଭାବ ହୋଇଛି, ତେଣୁ ଏଥିରେ ଶୋଚନା କରିବାର କିଛି ନାହିଁ ଏହି ବୁଢ଼ା ବଢ଼େଇ ଥିଲେ ସ୍ୱୟଂ ଦେବଶିଳ୍ପୀ ବିଶ୍ୱକର୍ମା”
 
ଭକ୍ତର ଭଗବାନ ସ୍ୱୟଂ ବଢ଼େଇ ରୂପରେ ଭକ୍ତର ମନୋବାଞ୍ଛା ପୂରଣ କରିବା ପାଇଁ ଆସି ନିଜର ମୂର୍ତ୍ତିକୁ ନିଜେ ଗଢ଼ିଥିଲେ ବୋଲି, [[ଓଡ଼ିଶା]]ରେ ସାଧାରଣତଃ ଏହି ବୁଢ଼ା ବଢ଼େଇ ରୂପକୁ ହିଁ ବିଶ୍ୱକର୍ମାଙ୍କ ରୂପ ବୋଲି କଳ୍ପନା କରାଯାଏ
କିମ୍ବଦନ୍ତୀ ଅନୁଯାୟୀ [[ଜଗନ୍ନାଥ|ଶ୍ରୀ ଜଗନ୍ନାଥ]]ଙ୍କୁ ବିଶ୍ୱକର୍ମା ନିଜେ ନିର୍ମାଣ କରିଥିଲେ ୤ ଇନ୍ଦ୍ରଦ୍ୟୁମ୍ନ ରାଜା ବାଙ୍କୀ ମୂହାଣରୁ ସଙ୍ଗ୍ରହ କରିଥିବା ଦାରୁରେ [[ଜଗନ୍ନାଥ]]ଙ୍କ ମୂର୍ତ୍ତି ନିର୍ମାଣ କରିବାକୁ ନାନା ଦେଶରୁ ଦକ୍ଷ ଶିଳ୍ପୀମାନଙ୍କୁ ଅଣାଇ କାମରେ ଲଗାଇଥିଲେ କିନ୍ତୁ ସେମାନଙ୍କ ନିହାଣ ମୁନରେ ସେ ଦାରୁ ଖୋଳାଯାଇ ପାରିଲା ନାହିଁ, ବରଂ ସେଗୁଡ଼ିକର ଧାର ଓଲଟି ଗଲା ୤ ମୂର୍ତ୍ତି ଗଢ଼ିବାରେ ବିଫଳ ହୋଇ ସମସ୍ତେ ଫେରିବାରେ ଲାଗିଲେ ଓ ଦିନକୁ ଦିନ ରାଜା ରାଣୀଙ୍କ ମନରେ ଭାଳେଣି ପଡ଼ିଲା ୤ କିଛିଦିନ ଗତ ହେବା ପରେ ଦିନେ ଜଣେ ବୁଢ଼ା ବଢ଼େଇ ଆସି ମୂର୍ତ୍ତି ନିର୍ମାଣ କରିବାକୁ ଆଗ୍ରହ ପ୍ରକାଶ କଲା ୤ ପରିଶେଷରେ ବୁଢ଼ା ବଢ଼େଇକୁ ନିର୍ମାଣ ଦାୟିତ୍ୱ ଦିଆଗଲା ୤ ବୁଢ଼ା ବଢ଼େଇର ସର୍ତ୍ତ ରଖିଲା ୨୧ଦିନ ପର୍ଯ୍ୟନ୍ତ ମନ୍ଦିର ଦ୍ୱାର ଫିଟିବ ନାହିଁ, ସେ ଉପବାସ ରହି ମୂର୍ତ୍ତି ନିର୍ମାଣ କରିବ ୤ ଏଥିରେ ରାଜା ରାଜି ହୋଇ ମନ୍ଦିର ଦ୍ୱାର ବନ୍ଦ କଲେ ୤ ପ୍ରତ୍ୟେକ ଦିନ ରାଜା ଭିତରର ଠକ୍‌ ଠକ୍‌ ଶବ୍ଦ ଶୁଣିବାର ବ୍ୟବସ୍ଥା କରିଥାନ୍ତି | କିଛିଦିନପରେ ଭିତରୁ ଶବ୍ଦ ଆସିବା ବନ୍ଦ ହୋଇଯିବା ପରେ ଗୁଣ୍ଡିଚା ରାଣୀ ଧୈର୍ଯ୍ୟ ଧରି ରହିପାରିଲେ ନାହିଁ ୤ ବୁଢ଼ା ବଢ଼େଇ ଉପବାସରେ ମୃତ୍ୟୁବରଣ କରିଛି ବୋଲି ସେ ଭାବିଲେ ଓ ରାଜାଙ୍କୁ ଦ୍ୱାର ଖୋଲିବାକୁ ଅନୁରୋଧ କଲେ ୤ ଦ୍ୱାର ଉନ୍ମୁକ୍ତ କଲାପରେ ଦେଖାଗଲା ଯେ ବୁଢ଼ା ବଢ଼େଇ ଅନ୍ତର୍ଦ୍ଧ୍ୟାନ ହୋଇଯାଇଛି, ଅଛି କେବଳ ଦରଗଢ଼ା ମୂର୍ତ୍ତି ୤ ଏଥିରେ ରାଜା ରାଣୀ ଘୋର ଚିନ୍ତାରେ ପଡ଼ିବାରୁ ଶୂନ୍ୟବାଣୀ ହେଲାଯେ- “ମୋର ଯେଉଁ ରୂପରେ ଆବିର୍ଭାବ ହେବାର ଇଚ୍ଛା ମୁଁ ସେହି ରୂପରେ ହିଁ ଆବିର୍ଭାବ ହୋଇଛି, ତେଣୁ ଏଥିରେ ଶୋଚନା କରିବାର କିଛି ନାହିଁ ୤ ଏହି ବୁଢ଼ା ବଢ଼େଇ ଥିଲେ ସ୍ୱୟଂ ଦେବଶିଳ୍ପୀ ବିଶ୍ୱକର୍ମା” ୤
 
* ବିଶ୍ୱକର୍ମାଙ୍କର କନ୍ୟା ସଂଜ୍ଞା ଓ ପୁତ୍ର ନଳ ନାମକ ବାନର୤ବାନର।
ଭକ୍ତର ଭଗବାନ ସ୍ୱୟଂ ବଢ଼େଇ ରୂପରେ ଭକ୍ତର ମନୋବାଞ୍ଛା ପୂରଣ କରିବା ପାଇଁ ଆସି ନିଜର ମୂର୍ତ୍ତିକୁ ନିଜେ ଗଢ଼ିଥିଲେ ବୋଲି, [[ଓଡ଼ିଶା]]ରେ ସାଧାରଣତଃ ଏହି ବୁଢ଼ା ବଢ଼େଇ ରୂପକୁ ହିଁ ବିଶ୍ୱକର୍ମାଙ୍କ ରୂପ ବୋଲି କଳ୍ପନା କରାଯାଏ ୤
:* ସଂଜ୍ଞା ବିଶ୍ୱକର୍ମାଙ୍କ କନ୍ୟା ସୂର୍ଯ୍ୟଦେବ ଏହାଙ୍କ ପାଣି ଗ୍ରହଣ କରିଥିଲେ ସଂଜ୍ଞାଙ୍କ ଗର୍ଭରେ ସୂର୍ଯ୍ୟଙ୍କ ଔରସରେ ବୈବସ୍ୱତ ମନୁ, ଯମ, ଯମୁନା ଓ ଅଶ୍ୱିନୀ-କୁମାର ଦ୍ୱୟ ଜନ୍ମ ଗ୍ରହଣ କରିଥିଲେ
 
:* ବାନର ସେନାପତି ନଳ ଘୃତାଛୀ ଅପ୍ସରାରଅପ୍ସରୀର ଗର୍ଭରୁ ଜନ୍ମଗ୍ରହଣ କରିଥିଲେ ଏ ଯେଉଁ ପଥର ଖଣ୍ଡକୁ ସ୍ପର୍ଶ କରୁଥିଲେ, ତାହା ହାଲୁକା ହୋଇ ପାଣିରେ ଭାସୁଥିଲା ଏ ପଥରମାନଙ୍କୁ ସ୍ପର୍ଶ କରିବାରୁ ସେହି ଭାସମାନ ପଥର ଦ୍ୱାରା ରାମଚନ୍ଦ୍ର ସମୁଦ୍ରରେ ସେତୁବନ୍ଧ ବନ୍ଧାଇ ସମୁଦ୍ରକୁ ପାର ହୋଇ ଲଙ୍କା ଗଡ଼ରେ ପହଞ୍ଚିଥିଲେ
* ବିଶ୍ୱକର୍ମାଙ୍କର କନ୍ୟା ସଂଜ୍ଞା ଓ ପୁତ୍ର ନଳ ନାମକ ବାନର୤
:* ସଂଜ୍ଞା ବିଶ୍ୱକର୍ମାଙ୍କ କନ୍ୟା ୤ ସୂର୍ଯ୍ୟଦେବ ଏହାଙ୍କ ପାଣି ଗ୍ରହଣ କରିଥିଲେ ୤ ସଂଜ୍ଞାଙ୍କ ଗର୍ଭରେ ସୂର୍ଯ୍ୟଙ୍କ ଔରସରେ ବୈବସ୍ୱତ ମନୁ, ଯମ, ଯମୁନା ଓ ଅଶ୍ୱିନୀ-କୁମାର ଦ୍ୱୟ ଜନ୍ମ ଗ୍ରହଣ କରିଥିଲେ ୤
:* ବାନର ସେନାପତି ନଳ ଘୃତାଛୀ ଅପ୍ସରାର ଗର୍ଭରୁ ଜନ୍ମଗ୍ରହଣ କରିଥିଲେ ୤ ଏ ଯେଉଁ ପଥର ଖଣ୍ଡକୁ ସ୍ପର୍ଶ କରୁଥିଲେ, ତାହା ହାଲୁକା ହୋଇ ପାଣିରେ ଭାସୁଥିଲା ୤ ଏ ପଥରମାନଙ୍କୁ ସ୍ପର୍ଶ କରିବାରୁ ସେହି ଭାସମାନ ପଥର ଦ୍ୱାରା ରାମଚନ୍ଦ୍ର ସମୁଦ୍ରରେ ସେତୁବନ୍ଧ ବନ୍ଧାଇ ସମୁଦ୍ରକୁ ପାର ହୋଇ ଲଙ୍କା ଗଡ଼ରେ ପହଞ୍ଚିଥିଲେ ୤
== ଆଧାର ==
{{ଆଧାର}}