"ବିଶ୍ୱକର୍ମା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ୤ > ।, ଛବି
ଟିକେ ବିଶ୍ଵକର୍ମା ପୂଜାର ତଥ୍ୟ ମିଶାଗଲା
୯ କ ଧାଡ଼ି:
:* ସଂଜ୍ଞା ବିଶ୍ୱକର୍ମାଙ୍କ କନ୍ୟା । ସୂର୍ଯ୍ୟଦେବ ଏହାଙ୍କ ପାଣି ଗ୍ରହଣ କରିଥିଲେ । ସଂଜ୍ଞାଙ୍କ ଗର୍ଭରେ ସୂର୍ଯ୍ୟଙ୍କ ଔରସରେ ବୈବସ୍ୱତ ମନୁ, ଯମ, ଯମୁନା ଓ ଅଶ୍ୱିନୀ-କୁମାର ଦ୍ୱୟ ଜନ୍ମ ଗ୍ରହଣ କରିଥିଲେ ।
:* ବାନର ସେନାପତି ନଳ ଘୃତାଛୀ ଅପ୍ସରୀର ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ଏ ଯେଉଁ ପଥର ଖଣ୍ଡକୁ ସ୍ପର୍ଶ କରୁଥିଲେ, ତାହା ହାଲୁକା ହୋଇ ପାଣିରେ ଭାସୁଥିଲା । ଏ ପଥରମାନଙ୍କୁ ସ୍ପର୍ଶ କରିବାରୁ ସେହି ଭାସମାନ ପଥର ଦ୍ୱାରା ରାମଚନ୍ଦ୍ର ସମୁଦ୍ରରେ ସେତୁବନ୍ଧ ବନ୍ଧାଇ ସମୁଦ୍ରକୁ ପାର ହୋଇ ଲଙ୍କା ଗଡ଼ରେ ପହଞ୍ଚିଥିଲେ ।
==ବିଶ୍ଵକର୍ମା ପୂଜା==
ପୁରାଣର ପ୍ରସିଦ୍ଧ ଯନ୍ତ୍ରୀ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପ୍ରତି କୃତଜ୍ଞତା ଓ ଶ୍ରଦ୍ଧାଞ୍ଜଳୀର ନିଦର୍ଶନ ସ୍ଵରୂପ ଏଇ ଉତ୍ସବ ପାଳନ କରାଯାଏ । ଗଣେଷ ପୂଜାର ଅବ୍ୟବହିତ ପରେ/ ପୂର୍ବରୁ, ଭାଦ୍ରବ ମାସ, କନ୍ୟା ସଂକ୍ରାନ୍ତି ( ସେପ୍ଟେମ୍ବର) । ଶିଳ୍ପପ୍ରଧାନ ଅଞ୍ଚଳ ଯଥା [[ନାଲକୋନଗର]], [[ହୀରାକୁଦ]] ଓ [[ରାଉରକେଲା]] ଆଦି ସହର ତଥା ଓଡ଼ିଶାର ସର୍ବତ୍ର ପ୍ରତ୍ୟେକ ଶିଳ୍ପାନୁଷ୍ଠାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କର ମୃଣ୍ମୟ ମୂର୍ତ୍ତି ପୂଜା କରାଯାଏ।
== ଆଧାର ==
{{ଆଧାର}}