"ଲତା ମଙ୍ଗେସକର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୪ କ ଧାଡ଼ି:
 
 
==ସଙ୍ଗୀତ ଜୀବନ==
ପରିବାରର ଭରଣପୋଷଣ ନିମନ୍ତେ ସେ ଗୀତ ଗାଇବା ଆରମ୍ଭ କରିଥିଲେ । ଲତା ୧୯୪୨ ରି ୧୯୪୮ ମଧ୍ୟରେ ପାଖାପାଖି ଆଠୋଟି ହିନ୍ଦୀ ଓ ମରାଠୀ ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ ।୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର କିଟ୍ଟି ହାସଲ ରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ । ମୁମ୍ବାଇରେ ଏକ ଲୋକାଲ୍ ଟ୍ରେନ୍ ରେ ଯାତ୍ରା କରୁଥିବା ସମୟରେ ତାଙ୍କୁ ଆପ୍ କି ସେବା ମେଁ ରେ ପ୍ରଛଦପଟ ଗାୟିକା ହେବାର ସୁଯୋଗ ମିଳିଥିଲା । ପରେ ତାଙ୍କୁ ମଜବୁର୍ ଓ ବେଦର୍ଦ୍ ନାମକ ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇବାର ସୁଯୋଗ ମିଳିଲା । ଏହି ଦୁଇଟି ଚଳଚ୍ଚିତ୍ର ଦ୍ୱାରା ସେ ସଙ୍ଗୀତ ଜଗତରେ କିଛି ମାତ୍ରାରେ ପରିଚିତ ହେଲେ । କିନ୍ତୁ ପରେ ଅନ୍ଦାଜ୍ , ବରସାତ୍ ଓ ମହଲ୍ ଚଳଚ୍ଚିତ୍ର ଦ୍ୱାରା ସେ ସଙ୍ଗୀତ ମହଲରେ ପୁରାପୁରି ଭାବେ ଛାଇଗଲେ । ୧୯୬୩ ରେ ଭାରତ - ଚୀନ୍ ଯୁଦ୍ଧ ସମୟରେ ଲତାଙ୍କର ଦେଶାମ୍ତକବୋଧକ ଗୀତ ଏ ମେରେ ୱତନ୍ କେ ଲୋଗୋଁ ରେ ସେତେବେଳର ପ୍ରଧାନମନ୍ତ୍ରୀ ଜବାହର୍ ଲାଲ୍ ନେହେରୁ ଭାବ ବିହ୍ୱଳ ହୋଇଯାଇଥିଲେ । ତାଙ୍କୁ ଏହି ଗୀତ ପାଇଁ ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଥିଲା । ୧୯୭୦ ରୁ ୧୯୮୦ ମଧ୍ୟରେ
ପରିବାରର ଭରଣପୋଷଣ ନିମନ୍ତେ ସେ ଗୀତ ଗାଇବା