"ଲବଣ ସତ୍ୟାଗ୍ରହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
"ଭାରତର ସ୍ବାଧିନତା ସଙ୍ଗ୍ରାମର ଅନ୍ୟତମ ପ୍ରମୁଖ ..." ନାଆଁରେ ପୃଷ୍ଠାଟିଏ ତିଆରିକଲେ
 
No edit summary
୧ କ ଧାଡ଼ି:
ଭାରତର ସ୍ବାଧିନତା ସଙ୍ଗ୍ରାମର ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା [[ମାର୍ଚ୍ଚ]] ୧୨ ତାରିଖରେ [[ଗୁଜରାଟ]] ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ [[ଦାଣ୍ଡୀ]]କୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |