"ଲବଣ ସତ୍ୟାଗ୍ରହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
୧ କ ଧାଡ଼ି:
ଭାରତର ସ୍ବାଧିନତା ସଙ୍ଗ୍ରାମର ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା [[ମାର୍ଚ୍ଚ]] ୧୨ ତାରିଖରେ [[ଗୁଜରାଟ]] ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ [[ଦାଣ୍ଡୀ]]କୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |

[[ମୋହନଦାସ କରମଚାନ୍ଦ ଗାନ୍ଧୀ]] (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି [[ମାର୍ଚ୍ଚ]]୧୨ ତାରିଖ ସକାଳ ୬:୩୦ ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ [[ଦାଣ୍ଡୀ]]କୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |

ଏହା ୧୯୩୦ ମସିହା ଅପ୍ରିଲ୍ ୫ ତାରିଖରେ ସମାପ୍ତ ହେଇଥିଲା | ଏହି ସତ୍ୟାଗ୍ରହରେ ଗାନ୍ଧିଜୀ ଓ ତାଙ୍କ ଅନୁଗାମୀ ମନେ ଦାଣ୍ଡୀ ସମୁଦ୍ର କୁଳରେ ଲୁଣ ମାରିଥିଲେ |

ଏହି ସତ୍ୟାଗ୍ରହ ସମଗ୍ର ଭାରତବର୍ଷରେ ଲୋକମାନଙ୍କ ମଧ୍ୟରେ ଗଭୀର ଉତ୍ସାହ ଭରି ଦେଇଥିଲା ଓ ଦେଶର ଅନେକ ସ୍ଥାନରେ ବ୍ରିଟିଶ୍ ସରକରଙ୍କ ଲବଣ ଆଇନ ଭଙ୍ଗ କରାଯାଇଥିଲା |

==ଓଡିଶାରେ ଲବଣ ସତ୍ୟାଗ୍ରହ ==

==ଆଧାର==
#http://en.wikipedia.org/wiki/Salt_March

#http://orissa.gov.in/e-magazine/Orissareview/2011/aug/engpdf/16-18.pdf

#http://www.mkgandhi.org/storyofg/chap20.htm

#http://www.mkgandhi.org/civil_dis/dandi_march.htm

#http://www.history.com/topics/salt-march