"ଲବଣ ସତ୍ୟାଗ୍ରହ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧ କ ଧାଡ଼ି:
[[File:Salt March.jpg|thumb|right|Gandhi picking up a grain of salt at the end of his march]]
ଭାରତର ସ୍ଵାଧୀନତା ସ୍ବାଧିନତା ସଙ୍ଗ୍ରାମର ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା [[ମାର୍ଚ୍ଚ]] ୧୨ ତାରିଖରେ [[ଗୁଜରାଟ]] ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ [[ଦାଣ୍ଡୀ]]କୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |<br />
[[ମୋହନଦାସ କରମଚାନ୍ଦ ଗାନ୍ଧୀ]] (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି [[ମାର୍ଚ୍ଚ]]୧୨ ତାରିଖ ସକାଳ ୬:୩୦ ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ [[ଦାଣ୍ଡୀ]]କୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |<br />
ଏହା ୧୯୩୦ ମସିହା ଅପ୍ରିଲ୍ ୫ ତାରିଖରେ ସମାପ୍ତ ହେଇଥିଲା | ଏହି ସତ୍ୟାଗ୍ରହରେ ଗାନ୍ଧିଜୀ ଓ ତାଙ୍କ ଅନୁଗାମୀ ମନେ ଦାଣ୍ଡୀ ସମୁଦ୍ର କୁଳରେ ଲୁଣ ମାରିଥିଲେ |<br />