"ନୂଆଖାଇ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 49.248.167.218 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ MKarଙ୍କ ଦେଇ କରାଯାଇଥିବା ଶେଷ ...
No edit summary
୪୫ କ ଧାଡ଼ି:
ନୂଆଧାନରୁ ପ୍ରସ୍ତୁତ ଚୁଡ଼ା, ଭାତ, କ୍ଷୀରି, ମଣ୍ଡାପିଠା ନିଜ ନିଜ ଘରେ ପ୍ରସ୍ତୁତ କରି ନିଜ ନିଜର ଇଷ୍ଟଦେବୀ, ଗ୍ରାମଦେବୀ (ମାଉଳୀ), ଦେବତା, ଆରାଧ୍ୟ ପାଖରେ ପ୍ରଥମେ ଅର୍ପଣ କରି ସମସ୍ତେ ଏକାଠି ବସି ଖାଇଥାନ୍ତି ୤ ଖାଇସାରିବା ପରେ ଭେଟଘାଟ ପର୍ବ ଆରମ୍ଭ ହୁଏ୤ ପ୍ରଥମେ ଗ୍ରାମଦେବୀଙ୍କ ପୀଠ ବା ଭାଗବତ ଟୁଙ୍ଗୀରେ ଏକାଠି ହୋଇ ମୁଣ୍ଡିଆ ମାରିସାରିବା ପରେ ସାନମାନେ ବଡ଼ମାନଙ୍କୁ ପ୍ରଣାମ ଜଣାଇ ଆଶୀର୍ବାଦ କାମନା କରିଥାନ୍ତି୤<ref>{{cite web |url= http://orissadiary.com/orissa_profile/ori_festival/sep/Nuakhai.asp |title=Nuakhai |work=orissadiary.com |year=2012 |quote=After finishing the food they take the blessing of the Istha-Devi and from other elders of the family. |accessdate=25 September 2012}}</ref>
ଭେଟଘାଟ ଶେଷ ହେବାପରେ ଗାଁରେ ଖେଳକୁଦ ପ୍ରତିଯୋଗିତା ହୋଇଥାଏ ୤ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥାଏ ୤
 
==ନୂଆାଖାଇ ବାସି==
ନୂଆଖାଇ ପରଦିନ କୁ ନୂଆାଖାଇ ବାସି ବୋଲି କୁହାଯାଏ । ଏହି ଦିନକୁ ମଉଜ ମଜଲିସର ଦିନ ଭାବେ ପାଳନ କରାଯାଏ । ନୂଆଖାଇ ଦିନରେ ନିଜର ଇଷ୍ଟଦେବୀଙ୍କୁ ଭୋଗଲାଗି ହେବା ଦ୍ବାରା ସେଦିନ ପ୍ରାୟତଃ କେହି ଆଇଁଷ ଖାଆନ୍ତି ନାହିଁ । ସେଥିପାଇଁ ଏହି ଦିନରେ ଆଇଁଷ ଆଦର ହୋଇଥାଏ।
==ନୂଆାଖାଇ ଗୀତ==
ପଶ୍ଚିମ ଓଡିଶାର ମହାନ କବି ହଳଧର ନାଗଙ୍କ କବିତାର ଭାବ ସୂଚାଉଥିବା ଏକ ଛୋଟ ପଂକ୍ତି-
<poem>
ଜିଇଁଛୁ ବେଲକେ ଆସି ଭାଏ ବନ୍ଧୁ
ହେମା ନୂଆଖାଇ ଭେଟ୍
ସଂସାର ଡୋର୍ ଥି ବନ୍ଧା ହୋଇଥିମା
ଗାଁ ଯାକର ହେଇ ମେଟ୍
 
</poem>
 
== ଆଧାର ==
"https://or.wikipedia.org/wiki/ନୂଆଖାଇ"ରୁ ଅଣାଯାଇଅଛି