"ନୋବେଲ ପୁରସ୍କାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧୨ କ ଧାଡ଼ି:
[[ବିଶ୍ଵ]]ରେ ପ୍ରତିଭା ସମ୍ପନ୍ନ ବ୍ୟକ୍ତି ମାନଙ୍କୁ ଯେତେଗୁଡିଏ ପୁରସ୍କାର ଦିଆଯିବାର ବ୍ୟବସ୍ଥା ରହିଛି ତନ୍ମଧ୍ୟରେ '''ନୋବେଲ ପୁରସ୍କାର''' ହେଉଛି [[ବିଶ୍ଵ]]ର ସର୍ବଶ୍ରେଷ୍ଠ ପୁରସ୍କାର। ଶାନ୍ତି,ଚିକିତ୍ସା,ସାହିତ୍ୟ,ପଦାର୍ଥ ବିଜ୍ଞାନ,ରସାୟନ ବିଜ୍ଞାନ ଏବଂ ଅର୍ଥନୀତି କ୍ଷେତ୍ରରେ ଯେ କୈଣସି ଦେଶ ଓ ଜାତିର ଯୋଗ୍ୟବିବେଚିତ ବ୍ୟକ୍ତିଙ୍କୁ ଏହି ବାର୍ଷିକ ପୁରସ୍କାର ଦିଆଯାଏ।
== ପ୍ରତିଷ୍ଠାତା ଓ ପୁରସ୍କାର ==
ଏହି ପୁରସ୍କାରର ପ୍ରତିଷ୍ଠାତା ହେଲେ ସୁଇଡିଶରସୁଇଡିଶ [[ବୈଜ୍ଞାନିକ]] ତଥା ଡିନାମାଇଟର ଉଦ୍ଭାବକ ଡ.[[ଆଲଫ୍ରେଡ ନୋବେଲ]]। ୧୯୦୧ଠାରୁ ଆଲଫ୍ରେଡ ନୋବେଲଙ୍କ ଦ୍ଵାରା ପ୍ରତିଷ୍ଠାତାପ୍ରତିଷ୍ଠିତ ନୋବେଲ ଫାଉଣ୍ଡେଶନ ତରଫରୁ ପ୍ରତିବର୍ଷ ଡିସେମ୍ବର ୧୦ ତାରିଖରେ ଆଲଫ୍ରେଡ ଙ୍କଆଲଫ୍ରେଡଙ୍କ ଶ୍ରାଦ୍ଧବାର୍ଷିକୀ ଉପଲକ୍ଷେ [[ସ୍ଵିଡେନ]]ର ରାଜଧାନୀ [[ଷ୍ଟକହୋମ]]ଠାରେ '''ବ୍ୟାଙ୍କ ଅଫ ସ୍ଵିଡେନ ପ୍ରାଇଜ୍ ଇନ୍ ଇକୋନୋମିକ ସାଇନ୍ସେସ୍''' ଦ୍ଵାରା ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ। ଉକ୍ତ ପୁରସ୍କାର ବାବଦରେ ଏକ ସୁନା ମେଡାଲ୍,ଅର୍ଥ ଓ ଏକ ମାନପତ୍ର ପ୍ରଦାନ କରାଯାଇଥାଏ। ଆଲଫ୍ରେଡ ତାଙ୍କର ସମସ୍ତ ସମ୍ପତି ଏହି ଫାଉଣ୍ଡେଶନକୁ ଦାନ କରିଯାଇଛନ୍ତି। ଯାହାର ମୂଲ୍ୟ ଭାରତୀୟ ମୁଦ୍ରାରେ ପ୍ରାୟ ୧୨କୋଟି ୪୦ଲକ୍ଷ ଟଙ୍କା। ଏହି ଅର୍ଥରୁ ଯାହା ସୁଧ ମିଳେ ତାହାକୁ ନୋବେଲ ପୁରସ୍କାର ବାବଦରେ ଦିଆଯିବାର ବ୍ୟବସ୍ଥା ରହିଛି।<ref>http://www.nobelprize.org/nobel_prizes/about/</ref>
 
== ନୋବେଲ ପୁରସ୍କାର ଓ ଭାରତ ==