"ନେଲସନ ମଣ୍ଡେଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ The file Image:Nehru1.jpg has been removed, as it has been deleted by commons:User:Jameslwoodward: ''Per commons:Commons:Deletion requests/File:Nehru1.jpg''. ''Translate me!''
ମୃତ୍ୟୁ ତାରିଖ
୧୦ କ ଧାଡ଼ି:
|birth_date = {{Birth date and age|1918|07|18|df=yes}}
|birth_place = ମ୍ୱେଜୋ, ସଂଯୁକ୍ତ ଦକ୍ଷିଣ ଆଫ୍ରିକା
|death_date = {{death date and age|df=yes|2013|12|05|1918|7|18}}
|death_place = ହଗଟନ, ଜୋହାନ୍ସବର୍ଗ, [[ଦକ୍ଷିଣ ଆଫ୍ରିକା]]
|death_place =
|birthname = ରୋଲିହ୍ହଲ୍ଲା ମଣ୍ଡେଲା
|party = ଆଫ୍ରିକୀୟ ଜାତୀୟ କଂଗ୍ରେସ
|nationality = [[ଦକ୍ଷିଣ ଆଫ୍ରିକା|ଦକ୍ଷିଣ ଆଫ୍ରିକୀୟ]]
|spouse = ଏଭେଲିନ ନତୋକୋ ମାସେ (୧୯୪୪–୧୯୫୭)
ୱିନି ମାଦିକିଜେଲା ମଣ୍ଡେଲା (୧୯୫୮–୧୯୬୬)
ଗ୍ରାକା ମାସେଲ (୧୯୯୮–ବର୍ତ୍ତମାନ୧୯୯୮–୨୦୧୩; ମଣ୍ଡେଲାଙ୍କ ମୃତ୍ୟୁ ପର୍ଯ୍ୟନ୍ତ)
|children = ମାଦିବା ଥେମ୍ବେକିଲେ
ମାକଗାଥୋ ମଣ୍ଡେଲା
ମାକାଜିୱେ
ମାକି
ଜେନାନି
ଜିନ୍ଦଜିସ୍ୱା
|residence = ହଫଟନ ଇଷ୍ଟେଟ, ଗଉଟେଙ୍ଗ, ଜୋହାନ୍ସବର୍ଗ, ଦକ୍ଷିଣ ଆଫ୍ରିକା
୨୩ କ ଧାଡ଼ି:
|website = {{url|www.nelsonmandela.org/}}

'''ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା'''(ଜନ୍ମ - ୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) [[ଦକ୍ଷିଣ ଆଫ୍ରିକା]]ର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଅଟନ୍ତିଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ ।

ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀ ମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସ ଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ ।