"ଗର୍ଭଣା ସଂକ୍ରାନ୍ତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧ କ ଧାଡ଼ି:
{{ଛୋଟ|Garbhana Sankranti}}
[[ଓଡ଼ିଶା]]ର ପର୍ବପର୍ବାଣିଗୁଡିକ ଋତୁ, ଧର୍ମ ଓ ସାମାଜିକ ଭିତ୍ତିରେ ପାଳନ କରାଯାଏ । ତନ୍ମଧ୍ୟରୁ ଅନେକ ପର୍ବ କୃଷି ସମ୍ବନ୍ଧିୟ । ତୁଳା ମାସର ସଂକ୍ରାନ୍ତିରେ ପାଳିତ ହୁଏ '''ଗର୍ଭଣା ସଂକ୍ରାନ୍ତି''' । ଇଂରାଜୀ ମାସ ଅକ୍ଟୋବରରେ ପଡେ ଏହି ସଂକ୍ରାନ୍ତି । ଗର୍ଭ କହିଲେ ଭୃଣକୁ ବୁଝାଯାଏ । ଏହି ସଂକ୍ରାନ୍ତି ବେଳକୁ [[ଧାନ]]ଗଛର ଗର୍ଭରେ ଧାନ କେଣ୍ଡା ବାହାରେ । ଏହି ସମୟରେ ଗର୍ଭଣା ଗଛର ଡାଳକୁ ପୂଜା କରି କ୍ଷେତରେ ପୋତିଲେ ଭଲ ଫସଲ ହୁଏ ବୋଲି ପ୍ରବାଦ ରହିଛି । ଗର୍ଭଣା ଗଛକୁ କେତେକ ସ୍ଥାନରେ ଅଙ୍କରାନ୍ତି ଗଛ ମଧ୍ୟ କହନ୍ତି । ଏହାର ଅନେକ ଔଷଧୀୟ ଗୁଣ ରହିଛି । ଚାଷୀମାନେ ଏହିଦିନ ନିଷ୍ଠାର ସହିତ ପାଳନ କରନ୍ତି । ଗୃହମାଲିକ ତଥା କୃଷକ ସ୍ନାନାଦି କର୍ମ ସାରି ଗର୍ଭଣା ଗଛର ଡାଳ ଆଣି ବିଧିପୂର୍ବକ ପୂଜା କଲା ପରେ ଧାନ କ୍ଷେତରେ ପୋତି ଦିଅନ୍ତି ଏବଂ ଭଲ ଫସଲ ପାଇଁ ପ୍ରାର୍ଥନା କରନ୍ତି । ଗର୍ଭଣା ସଂକ୍ରାନ୍ତି ଉପରେ ଏକ କୃଷି ବଚନ ଅଛି -'''ଆଗେ ବୁଣୁ ପଛେ ବୁଣୁ, ଗର୍ଭଣାକୁ ଟୁଣୁଟୁଣୁ ''' । ଅର୍ଥାତ ଏହି ସମୟକୁ ଧାନଗଛ ଗର୍ଭଧାରଣ କରିସାରିଥାଏ ।<ref>ସମ୍ବାଦ, ପୃଷ୍ଠା-୨, ୧୭.୧୦.୨୦୧୩</ref>
==ଆଧାର==
{{ଆଧାର}}