"ଓଡ଼ିଶା ବିଧାନ ସଭା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଅନୁବାଦ
No edit summary
୩୩ କ ଧାଡ଼ି:
| footnotes =
}}
'''ଓଡ଼ିଶା ବିଧାନସଭା''' ପୂର୍ବ[[ଭାରତ]]ର [[ଓଡ଼ିଶା]]ର ରାଜ୍ୟ ବିଧାନସଭା । ଏହା [[ଭୁବନେଶ୍ୱର]]ଠାରେ ଅବସ୍ଥିତ ଓ ଏହାର ସଭ୍ୟସଂଖ୍ୟା ୧୪୭ । ତନ୍ମଧ୍ୟରୁ ୨୨ ଓ ୩୪ ଆସନ ଯଥାକ୍ରମେ ଅନୁସୂଚିତ ଜାତି (S.C) ଓ ଅନୂସୂଚିତ ଜନଜାତି ବା ଆଦିବାସୀ (S.T)ଙ୍କ ପାଇଁ ସଂରକ୍ଷିତ । ଅବଶିଷ୍ଟ ୯୧ଟି ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ।<ref>{{cite web |url= http://legislativebodiesinindia.nic.in/orissa-w.htm |title=Orissa Legislative Assembly |first= |last= |work=legislativebodiesinindia.nic.in |year=2005 |quote=The strength of Assembly was later increased to 147 with effect from the Sixth Legislative Assembly (1974). |accessdate=29 December 2012}}</ref>
 
<!-- ତଳ‌ଲିଖିତ ଲେଖା "ବିଧାନସଭା" ପ୍ରସଙ୍ଗରେ ଲେଖାଯିବ->
ପ୍ରତି ରାଜ୍ୟରେ ଗୋଟିଏ ବିଧାନ ସଭା ରହିଛି । ସାବାଳକ ଭୋଟଦାନ ମାଧ୍ୟମରେ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ଲୋକମାନଙ୍କ ଦ୍ଵାରା ଲୋକ-ପ୍ରତିନିଧୀ ଚୟନ କରାଯାଇ ବିଧାନ ସଭା ଗଠିତ ହୁଏ । ବିଧାନ ସଭାର ସଦସ୍ୟ ସଂଖ୍ୟା ସର୍ବାଧିକ ୫୬୦୦ ଓ ସର୍ବନିମ୍ନ ୬୦ ଅଟେ ।-->
Line ୩୯ ⟶ ୪୦:
ରାଜ୍ୟ ବିଧାନ ସଭାର ସଦସ୍ୟ ମାନେ ଭୋଟର ମାନଙ୍କ ଦ୍ଵାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ । [[ଭାରତ]]ର ନିର୍ବାଚନ ଆୟୋଗ ଏହି ନିର୍ବାଚନ କରାନ୍ତି । ସାଧାରଣତଃ ପ୍ରତି ପାଞ୍ଚ ବର୍ଷରେ ଥରେ ବା ଆବଶ୍ୟକ ସ୍ଥଳେ, ପାଞ୍ଚ ବର୍ଷ ପୂରନ ହେବା ପୂର୍ବରୁ ବିଧାନ ସଭା ଭଙ୍ଗ କରାଯାଇ ଯଥାଶିଘ୍ର (୬ ମାସ ମଧ୍ୟରେ) ନିର୍ବାଚନ କରାଯାଇ ନୂତନ ବିଧାନ ସଭା ଗଠନ କରାଯାଏ ।
 
ରାଜ୍ୟର ବିଧାନ ସଭାର ଆସନ ସଂଖ୍ୟା ଯେତିକି , ସେତିକି ସମାନ ସଂଖ୍ୟକ ଏକ-ସଭ୍ୟ ବିଶିଷ୍ଟ ଆଞ୍ଚଳିକ ନିର୍ବାଚନ ମଣ୍ଡଳୀରେ ପ୍ରତିରାଜ୍ୟକୁ ବିଭକ୍ତ କରାଯାଇଥାଏ । ପ୍ରତି ନିର୍ବାଚନ ମଣ୍ଡଳୀରୁ ଜଣେ ଲେଖାଏଁ ପ୍ରାର୍ଥୀ ପ୍ରତ୍ୟକ୍ଷ ନିର୍ବାଚନ ଜରିଆରେ ନିର୍ବାଚିତ ହୁଅନ୍ତିହୋଇଥାନ୍ତି
 
ପ୍ରତି ଅଠର ବର୍ଷ ବା ତତୋଧିକ ବୟସ୍କ ସାବାଳକ ନାଗରିକ ଜଣେ ମତଦାତା ( ଭୋଟର) ହିସାବରେ ନିଜର ମତଦାନ ଅଧିକାର ନିର୍ବାଚନ ମାଧ୍ୟମରେ ସାବ୍ୟସ୍ତ କରି ନିଜ ନିର୍ବାଚନ ମଣ୍ଡଳୀରୁ ଜଣେ ପ୍ରାର୍ଥୀଙ୍କୁ ବିଧାନ ସଭାକୁ '''ଲୋକ-ପ୍ରତିନିଧି''' ବା ସଦସ୍ୟ (ଏମ:ଏଲ:ଏ) ଭାବେ ନିର୍ବାଚିତ କରନ୍ତିକରିଥାନ୍ତି
 
== ସଭ୍ୟ ପଦପାଇଁ ଆବଶ୍ୟ୍କ ଯୋଗ୍ୟତା ==