"ଓଡ଼ିଶା ବିଧାନ ସଭା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୪୪ କ ଧାଡ଼ି:
ପ୍ରତି ଅଠର ବର୍ଷ ବା ତତୋଧିକ ବୟସ୍କ ସାବାଳକ ନାଗରିକ ଜଣେ ମତଦାତା ( ଭୋଟର) ହିସାବରେ ନିଜର ମତଦାନ ଅଧିକାର ନିର୍ବାଚନ ମାଧ୍ୟମରେ ସାବ୍ୟସ୍ତ କରି ନିଜ ନିର୍ବାଚନ ମଣ୍ଡଳୀରୁ ଜଣେ ପ୍ରାର୍ଥୀଙ୍କୁ ବିଧାନ ସଭାକୁ '''ଲୋକ-ପ୍ରତିନିଧି''' ବା ସଦସ୍ୟ (ଏମ:ଏଲ:ଏ) ଭାବେ ନିର୍ବାଚିତ କରିଥାନ୍ତି ।
 
== ସଭ୍ୟ ପଦପାଇଁ ଆବଶ୍ୟ୍କଆବଶ୍ୟକ ଯୋଗ୍ୟତା ==
ବିଧାନ ସଭାର ସଦସ୍ୟ ହେବାପାଇଁ ପ୍ରାର୍ଥୀଙ୍କର ନିମ୍ନଲିଖିତ ଯୋଗ୍ୟତାଥିବା ଥିବା ଆବଶ୍ୟକ ।
# ସେ ଜଣେ ଭାରତୀୟ ନାଗରିକ ହେଇଥିବେ ।
# ତାଙ୍କର ବୟସ ୨୫ ବର୍ଷରୁ କମ ହୋଇନଥିବ ।
# ସଂସଦ ଦ୍ଵାରା ପ୍ରଣୀତ ନିର୍ବାଚନ ଆଇନ ଦ୍ଵାରା ନିର୍ଦ୍ଧାରିତ ହୋଇଥିବା ଅନ୍ୟ ସମସ୍ତ ଯୋଗ୍ୟତା ସେହି ପ୍ରାତର୍ଥୀଙ୍କରପ୍ରାର୍ଥୀଙ୍କର ଥିବ ।
ତେବେ ବିଧାନସଭାର ସଭ୍ୟପଦ ପାଇଁ ଜଣେ ବ୍ୟକ୍ତି ଅଯୋଗ୍ୟ ଘୋଷିତ ହେବେ, ଯଦି :-
# ସେ କୌଣସି ସରକାରୀ ଲାଭଜନକ ପଦବୀରେ ଅବସ୍ଥାପିତ ହୋଇଥିବେ ।
୫୪ କ ଧାଡ଼ି:
# ସେ ନିସ୍ଵ ହୋଇଥିବେ ।
# ସେ ଯଦି ଅନ୍ୟ ରାଷ୍ଟ୍ରର ନାଗରିକ ହୋଇଥିବେ ।
ସେ ସଂସଦ ଦ୍ଵରା ପ୍ରଣୀତ ଆଇନର ବ୍ୟବସ୍ଥାନୁସାରେ ଅଯୋଗ୍ୟ ବିବେତିତବିବେଚିତ ହୋଇଥିବେ ।
=== କାର୍ଯ୍ୟକାଳ ===
ବିଧାନସଭାର କାର୍ଯ୍ୟକାଳ ପାଞ୍ଚବର୍ଷ । ତେବେ ରାଜ୍ୟପାଳ ମୂଖ୍ୟମନ୍ତ୍ରୀଙ୍କ ପରାମର୍ଶକ୍ରମେ ବିଧାନ ସଭାକୁ ୫ ବର୍ଷ ସମୟ ସୀମା ପୂରଣ ହେବା ପୂର୍ବରୁ ଭାଙ୍ଗିଦେଇ ପାରନ୍ତି, ତେବେ ଏକ୍ଷେତ୍ରରେ ମୂଖ୍ୟମନ୍ତ୍ରୀଙ୍କ ପରାମର୍ଶ ସର୍ବଦା ରାଜ୍ୟପାଳ ଗ୍ରହଣ କରିବାକୁ ବାଧ୍ୟନୁହନ୍ତି । ଜାତୀୟ ଜରୁରୀ ପରିସ୍ଥିତି ଘୋଷିତ ହୋଇଥିଲେ ବିଧାନ ସଭାର କାର୍ଯ୍ୟକାଳ ପାଞ୍ଚବର୍ଷରୁ ଅଧିକ ୧ ବର୍ଷ ବୃଦ୍ଧି କରାଯାଇ ନ୍ପାରିବପାରିବ । କିନ୍ତୁ ଜରୁରୀ ପରିସ୍ଥିତି ଉଠିଗଲେ, ବର୍ଦ୍ଧିତ କାର୍ଯ୍ୟକାଳା ୬ ମାସରୁ ଅଧିକ ହେବ ନାହିଁ
# କୋରମ୍ -ବିଧାନ ସଭାର ସର୍ବମୋଟ ସଭ୍ୟସଂଖ୍ୟାର ୧/୧୦ ଅଂଶ ସଭ୍ୟ ଗୃହରେ ଉପସ୍ଥିତ ରହିଲେ,ଗୃହ କାର୍ଯ୍ୟ ଚାଲେ । ଏହି ସର୍ବନିମ୍ନ ସଂଖ୍ୟକ ସଭ୍ୟଙ୍କର ଉପସ୍ଥିତିକୁ '''କୋରମ''' କୁହାଯାଏ ।
# ଅଧିବେଶନ - ବିଧାନ ସଭାର ଅଧିବେଶନ ବର୍ଷକୁ ଅନ୍ୟନ ଦୁଇଥର ବସେ ଓ ଦୁଇ ଅଧିବେଶନ ମଧ୍ୟରେ ବିରତି/ବିଶ୍ରାମ ସମୟ ୬ ମାସରୁୟ୍ ଅଧିକ ହୁଏ ନାହିଁ । ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ କ୍ରମେ ରାଜ୍ୟପାଳ ବିଧାନସଭାର ଅଧିବେଶନ ସମାପ୍ତି ଘୋଷଣା କରନ୍ତି । ଏବେ ବିଧାନ ସଭା ସାଧାରଣତଃ ବର୍ଷକୁ ତିନିଥର ବସୁଛି, ଯଥା - ବଜେଟ୍ ଅଧିବେଶନ, ବର୍ଷାକାଳୀନ ଓ ଶୀତ କାଳୀନ ଅଧିବେଶନ ।