"ସରସ୍ୱତୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ରୋବଟ୍‌: ପ୍ରସାଧନ ବଦଳ
No edit summary
୨୧ କ ଧାଡ଼ି:
ସରସ୍ୱତୀ ଶବ୍ଦ ସରସ (ପ୍ରବାହ) ଓ ବତୀ(...ମାନା) ଶବ୍ଦରୁ ଆସିଅଛି, ଏହାର ଅର୍ଥ ହେଉଛି ପ୍ରବହମାନା। ସେ ସ୍ରୋତସ୍ୱତୀ ପରି ପ୍ରବହମାନା, ଜ୍ଞାନର ଅଧିଷ୍ଠାତ୍ରୀ, ଦିବ୍ୟତେଜଯୁକ୍ତା, ସୁନ୍ଦରୀ, ଶୁକ୍ଳବର୍ଣ୍ଣା, ଶୁକ୍ଳ ବସ୍ତ୍ର ପରିହିତା, ଶୁକ୍ଲ ପଦ୍ମାସୀନା। ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା ।
 
ମା ଯୋଗମାୟା ଆଦ୍ୟାଶକ୍ତିଙ୍କ କଣ୍ଠରୁ ସରସ୍ଵତୀ ସମ୍ଭୁତା ୤ ମା ସରସ୍ଵତୀ, ମା ଲକ୍ଷ୍ମୀ ଓ ମା କାଳୀ ତିନୋଟି ସ୍ଵରୂପ ଆଦ୍ୟାଶକ୍ତିଙ୍କର୤ ମା ସରସ୍ଵତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ଵେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମା ସରସ୍ଵତୀ ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରିଥାନ୍ତି ୤ ମା ସରସ୍ଵତୀ ବାଗ୍‌ଦେବୀ ସମସ୍ତଙ୍କୁ ସଦ୍‌ବୁଦ୍ଧି ସହ ସତବଚନର ଆଶୀର୍ବାଦ ଦେଇଥାନ୍ତି । ବେଦରେ ଦେବୀମାନଙ୍କର ବନ୍ଦନାରେ ଦେବୀ ସରସ୍ଵତୀଙ୍କର ବର୍ଣ୍ଣନା ପ୍ରଥମ ଏବଂ ପ୍ରଧାନ । ଋଗ୍ ବେଦରେ କୁହାଯାଇଛି ଯେଦେବୀ ସରସ୍ଵତୀ ମହାଶକ୍ତିଙ୍କର ଉତ୍ସ । ଏହି ଦେବୀ ନିରାକାର, ନିର୍ଗୁଣ, ନିର୍ମାୟା । ତାଙ୍କୁ ମାତା ଏବଂ ନଦୀ ରୂପରେ ସ୍ତୁତି କରି ଋଗ୍ ବେଦରେ କୁହାଯାଇଛି -<br />ବନ୍ଦନା
---------------------------------------------------------
ଶୁକ୍ଳାଂ ବ୍ରହ୍ମ ବିଚାର ସାର ପରମା
ଆଦ୍ୟାଂ ଜଗତ୍ ବ୍ୟାପୀନିଂ ॥
 
ବୀଣା ପୁସ୍ତକ ଧାରିଣୀମ୍ ଅଭୟଦାଂ
ଜାଡ୍ୟାଙନ୍ଧକାରା ପହାଃ ॥
 
ହସ୍ତେ ସ୍ଫଟିକ ମାଳୀକାଂ ବିଦଧତୀ
ପଦ୍ମାସନେ ସଂସ୍ଥିତାଂ ॥
 
ବନ୍ଦେତ୍ୱାଂ ପରମେଶ୍ଵରୀ ଭଗବତିଂ
ବୁଦ୍ଧି ପ୍ରଦାଂ ସରାଦାଂ ॥
-----------------------------------------------------------। ଋଗ୍ ବେଦରେ କୁହାଯାଇଛି ଯେ ସରସ୍ଵତୀ ମହାଶକ୍ତିଙ୍କର ଉତ୍ସ । ଏହି ଦେବୀ ନିରାକାର, ନିର୍ଗୁଣ, ନିର୍ମାୟା । ତାଙ୍କୁ ମାତା ଏବଂ ନଦୀ ରୂପରେ ସ୍ତୁତି କରି ଋଗ୍ ବେଦରେ କୁହାଯାଇଛି -<br />
ଅମ୍ବି ତମେ ନଦୀ ତମେ/ଦେବୀ ତମେ ସରସ୍ଵତୀ,<br />
ଅପ୍ରଶସ୍ତ ଇବ ସ୍ଵାମି/କ୍ରଶସ୍ତି ମମ ନିସ୍କୃତି ।<br />
"https://or.wikipedia.org/wiki/ସରସ୍ୱତୀ"ରୁ ଅଣାଯାଇଅଛି