"ଗୁଣ୍ଡିଚା ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ୤ > ।
୧୦ କ ଧାଡ଼ି:
|coordinates_region = <!-- See [[ISO 3166-1 alpha-2]]: IN for India, ... -->
|coordinates_display = ଗୁଣ୍ଡିଚା ମନ୍ଦିର
|coordinates_footnotes=
|map_caption = ଗୁଣ୍ଡିଚା ମନ୍ଦିର
|map_size = 250
୨୭ କ ଧାଡ଼ି:
|state/province = [[ଓଡ଼ିଶା]]
|district = [[ପୁରୀ]]
|locale =
|elevation_m =
|elevation_footnotes =
|primary_deity =
|important_festivals =
|architectural_styles =
୩୬ କ ଧାଡ଼ି:
|number_of_monuments =
|inscriptions =
|date_built =
|creator =
|temple_board =
|website =
}}
'''ଗୁଣ୍ଡିଚା''' ମନ୍ଦିରରେ ଶ୍ରୀ [[ଜଗନ୍ନାଥ]], [[ବଳଭଦ୍ର]] ଓ ଦେବୀ [[ସୁଭଦ୍ରା]]ଙ୍କ ଦିଅଁ ଗଢ଼ା ହୋଇଥିବାରୁ ଏହାକୁ ଜୀଉମାନଙ୍କ ଜନ୍ମସ୍ଥାନ ବୋଲି କୁହାଯାଇଥାଏକହାଯାଇଥାଏ
 
[[ରଥଯାତ୍ରା]] ସମୟରେ ଶ୍ରୀଜୀଉମାନେ ଏଠାରେ ସାତଦିନ ଅବସ୍ଥାନ କରନ୍ତି ଶ୍ରୀଗୁଣ୍ଡିଚା ମନ୍ଦିରର ଯେଉଁ ସିଂହାସନରେ ତିନି ଠାକୁର ବିଜେ କରନ୍ତି ତାକୁ ଆଡ଼ପମଣ୍ଡପ ବୋଲି କୁହାଯାଏ ଏହାର ଅର୍ଥ ଆଡ଼ମ୍ବରପୂର୍ଣ୍ଣ ମଣ୍ଡପ, ଏହାକୁ ମହାବେଦୀ ବା ଯଜ୍ଞବେଦୀ ବୋଲି ମଧ୍ୟ କୁହାଯାଏ୤କହାଯାଏ। ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଆଡ଼ପ ମଣ୍ଡପକୁ ଠାକୁରମାନଙ୍କର ପହଣ୍ଡି ବିଜେ ହୁଏ | ଗୁଣ୍ଡିଚା ମନ୍ଦିର ପ୍ରବେଶଠାରୁ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ମନ୍ଦିରରେ ଯେଉଁ ପ୍ରସାଦ ହୁଏ, ତାକୁ ଆଡ଼ପ ଅବଢ଼ା କୁହାଯାଏ
== କିମ୍ବଦନ୍ତୀ ==
ଶ୍ରୀଗୁଣ୍ଡିଚା ମନ୍ଦିରକୁ ମନ୍ଦିର ବୋଲି କେତକ ଗ୍ରହଣ ନ କରି ଗୁଣ୍ଡିଚାଘର ହିସାବରେ ମାନନ୍ତି <ref>[http://www.shreekhetra.com/sreegundicha.html shreekhetra.com]</ref> କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ଵାରକାଧିପତି ଶ୍ରୀ[[କୃଷ୍ଣ]] ଶେଷତମ ଆତ୍ମୀୟ ଭାବରେ [[ପାଣ୍ଡବ]]ଗଣ ସଖା ଶ୍ରୀ[[କୃଷ୍ଣ]]ଙ୍କଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ଵରୂପ ଶ୍ରୀ[[କୃଷ୍ଣ]]ଙ୍କଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା ଶୂନ୍ୟବାଣୀ ହେଲା- [[କୃଷ୍ଣ]]ଙ୍କରକୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ ତାହାକୁ ମହୋଦଧିରେ ବିସର୍ଜନ କରିଦିଅ ପାଣ୍ଡବମାନେ ତାହାହିଁ କଲେ
 
ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ ସ୍ଵୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ୤କଲେ। ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏ ଦ୍ଵାର ଖୋଲାଯିବ ନାହିଁ ମାତ୍ର ପନ୍ଦର ଦିନ ପରେ ଦ୍ଵାର ଖୋଲାଗଲା ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ କେବଳ ଅଧାଗଢା ମୂର୍ତ୍ତି ରହିଗଲା ଅଧାଗଢ଼ା ମୂର୍ତ୍ତିକୁ [[ଜଗନ୍ନାଥ ମନ୍ଦିର|ଶ୍ରୀମନ୍ଦିର]]ରେ ପ୍ରତିଷ୍ଠା କରାଗଲା ସେହି ସମୟରେ ମହାପ୍ରଭୁ କହିଥିଲେ ‘ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ’ ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି
 
== ଆଧାର ==