"ଡାଇନୋସର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୧୮ କ ଧାଡ଼ି:
** [[Theropoda]]
}}
ଡାଇନୋସର ଗୁଡ଼ିକ ହେଉଛନ୍ତି ଡାଇନୋସୋରିଆ [[:en:Clade|Cladeର]] ଏକ ବିବିଧ ପ୍ରାଣୀ ପ୍ରଜାତି ଅଟେ । ସେମାନେ ପ୍ରଥମେ ଟ୍ରାଇଆସିକ (Triassic) ଯୁଗରେ ଦେଖାଯାଉଥିଲେ , ପାଖାପାଖି ୨୩୦ ନିୟୁତ ବର୍ଷ ପୂର୍ବେ । ଜୁରାସିକ ଯୁଗର ଆରମ୍ଭରୁ (୨୦୦ ନିୟୁତ ବର୍ଷ ପୂର୍ବେ), କ୍ରେଟାସିଅସ ଯୁଗର ଶେଷ ପର୍ଯ୍ୟନ୍ତ (୬୫.୫ ନିୟୁତ ବର୍ଷ ପୂର୍ବେ) ସେମାନେ ସବୁଠାରୁ ପ୍ରଭାବଶାଳି ସ୍ଥଳଚର ଥିଲେ । Cretaceous-Paleogene extinction enentevent ଯୋଗୁଁ ମେସୋଜୋଇକ ଯୁଗର ଶେଷ ବେଳକୁ ଅଧିକାଂଶ ଅଧିକାଂଶ ଡାଇନୋସର ପ୍ରଜାତି ବିଲୁପ୍ତ ହୋଇସାରିଥିଲେ । ଜୀବାଶ୍ମ ରେକଡ଼ ଅନୁଧ୍ୟାନରୁ ଜଣାଯାଏ ଯେ, [[ପକ୍ଷୀ]] ମାନଙ୍କର ଉଦ୍ଭବ ଜୁରାସିକ ଯୁଗରେ ଥେରୋପୋଡ଼ (theropod) ଡାଇନୋସର ମାନଙ୍କ ଠାରୁ ହୋଇଥିଲା ଏବଂ ଆଧୁନିକ ଶ୍ରେଣୀବଭାଗ ବ୍ୟବସ୍ଥାରେ ସେମାନଙ୍କୁ ଡାଇନୋସର ମାନଙ୍କ ଏକ ଉପ-ବିଭାଗର ମାନ୍ୟତା ଦିଆଯାଇଥାଏ ।<ref name=GauthQuer>{{cite book |last1=Gauthier |first1=Jacques|last2=de Querioz|first2=Kevin |title=New Perspectives on the Origin and Early Evolution of Birds: Proceedings of the International Symposium in Honor of John H. Ostrom|format=PDF|accessdate=2009-09-22 |publisher=Peabody Museum of Natural History, Yale University|isbn=0-912532-57-2|chapter=Feathered dinosaurs, flying dinosaurs, crown dinosaurs, and the name 'Aves'.|chapterurl=http://vertebrates.si.edu/herps/herps_pdfs/deQueiroz_pdfs/2001gaudeqost.pdf|year=2001 |author=Jacques Gauthier, Lawrence F. Gall, editors.}}</ref><ref name=Zhou2004>{{cite journal | last1 = Zhou | first1 = Z. | year = 2004 | title = The origin and early evolution of birds: discoveries, disputes, and perspectives from fossil evidence | url = | journal = Naturwissenschaften | volume = 91 | issue = 10| pages = 455–471 | doi = 10.1007/s00114-004-0570-4 |bibcode = 2004NW.....91..455Z | pmid = 15365634 }}</ref> କିଛି ପକ୍ଷୀ ୬୫ ନିୟୁତ ବର୍ଷ ପୂର୍ବେ ହୋଇଥିବା ଏହି ବିଲୁପ୍ତ ପ୍ରକ୍ରିୟାରୁ ବର୍ତ୍ତି ଯାଇଥିଲେ ଓ ସେମାନଙ୍କ ବଂଶଧର ମାନେ ଡାଇନୋସରଙ୍କ ପିଢୀକୁ ଆଜି ପର୍ଯ୍ୟନ୍ତ ନେଇ ଆସିଛନ୍ତି । <!--କିଛି ଅନୁବାଦ ବାକି ରହିଛି-->
 
ଯଦିଓ ଡାଇନୋସର ଶବ୍ଦର ଅର୍ଥ "ଭୟଙ୍କର ଝିଟିପିଟି" (terrible lizard) , ପ୍ରକୃତରେ ଏହା ଏକ ଝିଟିପିଟି ପ୍ରଜାତିର ଜୀବ ନୁହେଁ । ଏମାନେ ସରୀସୃପ ମାନଙ୍କର ଅନ୍ୟ ଏକ ପ୍ରଜାତି ଅଟନ୍ତି । <!--ଅନୁବାଦ ବାକି ଅଛି-->
"https://or.wikipedia.org/wiki/ଡାଇନୋସର"ରୁ ଅଣାଯାଇଅଛି