"ଚଢ଼େଇଆ ନାଚ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ନୃତ୍ୟକଳା ବାବଦରେ ଅଧିକ ତଥ୍ୟ
୧୪ କ ଧାଡ଼ି:
| participants = ଚଢ଼େଇଆ, ଚଢ଼େଇଆଣି
}}
'''ଚଢ଼େଇଆ ନାଟ''' ବା '''ଚଢ଼େଇଆ ନାଚ''' ଏକ ପାରମ୍ପାରିକ [[ଓଡ଼ିଆ ଭାଷା|ଓଡ଼ିଆ]] ଗୀତ-ନାଟ/ନୃତ୍ୟ କଳା । ଏହାଏହି ନୃତ୍ୟକଳାଟି ଦଣ୍ଡ ନାଚର ଏକ ପ୍ରକାରଭେଦ ଓ ମୟୂରଭଞ୍ଜ ଛଉ ନାଚ ସହିତ ଏହାର ବହୁ ସମାନତା ପରିଲେକ୍ଷିତ କରାଯାଏ ।<ref>http://ezccindia.org/orissa.html</ref> ଏହା ବିଶେଷକରି [[ବାଲେଶ୍ଵରୀଭଦ୍ରକ ଲୋକଜିଲ୍ଲା|ଭଦ୍ରକ]], [[ବାଲେଶ୍ଵର କଳାଜିଲା|ବାଲେଶ୍ଵର]] ଓ [[ମୟୂରଭଞ୍ଜ ଜିଲ୍ଲା|ମୟୂରଭଞ୍ଜ]]ର ଗ୍ରାମାଞ୍ଚଳରେ ପରିବେଷଣ କରାଯାଏ । ଏଥିରେ ଜଣେ ପୁରୁଷ ଓ ଜଣେ ମହିଳା ଯୋଡ଼ି ହୋଇ ନାଚିଥାନ୍ତି । ନର୍ତ୍ତକଙ୍କୁ ଚଢ଼େଇଆ ଓ ନର୍ତ୍ତକୀଙ୍କୁ ଚଢ଼େଇଆଣୀ କୁହାଯାଇଥାଏ । ଏକ ବାଦନ ଦଳ ଗୀତ ବୋଲିଥାନ୍ତି ଯାହାର ତାଳେ ତାଳେ ଚଢ଼େଇଆ ଓ ଚଢ଼େଇଆଣୀ ଅଭିନୟ କରି ନାଚିଥାନ୍ତି । ନାଚ ମାଧ୍ୟମରେ ମଉସା ଓ ଚୌକିଆ ହାସ୍ୟ ଅଭିନୟକରି ଲୋକଙ୍କର ମନୋରଞ୍ଜନ କରିଥାନ୍ତି । ନାଚରେ ହାରମୋନିୟମ, ଢୋ଼ଲ ଓ କୁବୁଜି ଆଦି ବାଦ୍ୟଯନ୍ତ୍ରର ବ୍ୟବହାର କରାଯାଇଥାଏ । ପ୍ରୋସ୍ଚାହନର ଅଭାବ ତଥା ନୂତନ ପିଢିଙ୍କର ଅନାଗ୍ରହ ଏହି ଲୋକନୃତ୍ୟକୁ ବିଲୁପ୍ତପ୍ରାୟ ଅବସ୍ଥାକୁ ଆଣିସାରିଲାଣି । <ref>ସମାଜ ୨୬/୦୩/୨୦୧୪ ପୃଷ୍ଠା ୧୬</ref>
 
== ଇତିହାସ ==