"ରମଣୀ ରଞ୍ଜନ ଜେନା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ରମଣୀ ରଞ୍ଜନ ଜେନା ଆରମ୍ଭ କରାଗଲା
 
ଟିକେNo edit summary
୨୧ କ ଧାଡ଼ି:
| ethnicity = [[ଓଡ଼ିଆ ଲୋକ|ଓଡ଼ିଆ]]
| citizenship =
| education = ସ୍ନାତକ(କଥକ ନୃତ୍ୟ)
| alma_mater =
| occupation = ଓଡ଼ିଶୀ ନୃତ୍ୟ ଶିଳ୍ପୀ ଓ ନୃତ୍ୟ ଗୁରୁ
୪୮ କ ଧାଡ଼ି:
}}
 
ଗୁରୁ ରମଣୀ ରଞ୍ଜନ ଜେନା ଜଣେ ପ୍ରଖ୍ୟାତ [[ଓଡ଼ିଶୀ]] ନୃତ୍ୟ ଶିଳ୍ପୀ ଏବଂ ନୃତ୍ୟ ଗୁରୁ । <ref name="Massey2014">{{cite book|author=Mr. Reginald Massey|title=India's Dances Their History Technique & Repertoire|url=http://books.google.com/books?id=LxV7AgAAQBAJ&pg=PA273|date=4 January 2014|publisher=Abhinav Publications|pages=273–|id=GGKEY:7HZYQ0H4C22}}</ref>
 
ରମଣୀ ରଞ୍ଜନ, ୧୯୪୧ ମସିହା ଅଗଷ୍ଟ ୧୫ ତାରିଖରେ ବାଲେଶ୍ଵର ଜିଲ୍ଲାର, [[ରେମୁଣା]] ନିକଟସ୍ଥ ଉଦାମ୍ବର ଗ୍ରାମର ଏକ କୃଷକ ପରିବାରରେ ଜନ୍ମଗ୍ରହଣ କରିଥିଲେ । ପିଲାଟି ଦିନରୁ ନୃତ୍ୟ ସଙ୍ଗୀତ ପ୍ରତି ତାଙ୍କର ଦୁର୍ବଳତା ରହିଥିଲା । ନିଜେ ଗଢିଥିବା, ଯାତ୍ରାଦଳରେ ସେ ଅଭିନୟ କରୁ କରୁ କ୍ରମେଆରମ୍ଭ କରି,ସେ କଟକର ଜନତା ରଙ୍ଗମଞ୍ଛରେରଙ୍ଗମଞ୍ଚରେ ଯୋଗଦାନ କରିଥିଲେ । ସେ ୧୧ ବର୍ଷ ବୟସରୁ, ସେ ନୃତ୍ୟ ଶିକ୍ଷା ଆରମ୍ଭ କରିଥିଲେକରିଥିବା ରମଣୀ ରଞ୍ଜନ, ଗୁରୁ ଗୟାଧର ପଣ୍ଡା, ରାମସ୍ଵାମୀ, ରାମଗୋପାଳ ମିଶ୍ର, ରଘୁନାଥ ଦତ୍ତ ଓ ମାୟାଧର ରାଉତଙ୍କଠାରୁ ସେ ବିଭିନ୍ନ ସମୟରେ ନୃତ୍ୟ ଶିକ୍ଷାଲାଭ କରିଥିଲେ । ପରବର୍ତ୍ତୀ ସମୟରେ ସେ ଗୁରୁ [[କେଳୁଚରଣ ମହାପାତ୍ର]]ଙ୍କ ସଂସ୍ପର୍ଶରେ ଆସି, କଟକର କଳାବିକାଶ କେନ୍ଦ୍ରରେ ଯୋଗଦାନ କରିଥିଲେ ଏବଂ ଏଠାରେଏହିଠାରେ ତାଙ୍କର ଓଡ଼ିଶୀ ନୃତ୍ୟଶିକ୍ଷାର ମୂଳଦୂଆ ପଡିଥିଲା । ଏହି କେନ୍ଦ୍ରରୁ ସେ [[କଥକ]] ନୃତ୍ୟରେ ମଧ୍ୟ ସ୍ନାତକତା ଲାଭକରିଥିଲେ ।
 
ଓଡ଼ିଶୀ ଅଭିନୟରେ ନିପୂଣ, ରମଣୀ ରଞ୍ଜନ ପରବର୍ତ୍ତୀ ସମୟରେ, ଦେଶବିଦେଶର ଓଡ଼ିଶୀ ନୃତ୍ୟ ପରିବେଷଣ କରି, ଏହି କ୍ଷେତ୍ରରେ ଜଣେ ପ୍ରତିଷ୍ଠିତ ଶିଳ୍ପୀର ମର୍ଯଦା ଲାଭକରିଥିଲେ । ସେ କଳାବିକାଶ କେନ୍ଦ୍ରରେ, ସେ ୬ ବର୍ଷ, କାଳ ନୃତ୍ୟ ଶିକ୍ଷାଦାନଶିକ୍ଷା ପ୍ରଦାନ କରିଥିଲେ ୧୯୭୩ ମସିହାରେ, ସେ ରୁକ୍ମିଣୀ ଦେବୀ ଅରୁନ୍ଦଲେ କଳାକ୍ଷେତ୍ରରେ ଓଡ଼ିଶୀ ନୃତ୍ୟଗୁରୁ ଭାବରେ ଯୋଗଦାନ କରିଥିଲେ ଏଠାରେ ୪ ବର୍ଷ ଶିକ୍ଷାଦାନକରିବା ପରେ, ସେ କଟକ ଫେରିଆସିଥିଲେ । ୧୯୮୩ ମସିହାରେ, କଟକରେ ସେ ନିଜର ନୃତ୍ୟଶିକ୍ଷା ଅନୁଷ୍ଠାନ, ''କମଳା କଳାପୀଠ'' ପ୍ରତିଷ୍ଠା କରିଥିଲେ । ପରବର୍ତ୍ତୀ ସମୟରେ, ସେ [[ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର]]ରେ ମଧ୍ୟ ଶିକ୍ଷାଦାନ କରିଥିଲେ । ୧୯୮୯ ମସିହାରେ, ସେ [[ଦିଲ୍ଲୀ]]ଯାଇ, ପ୍ରଥମେ ସେଠାର ଜଗନ୍ନାଥ ମନ୍ଦିର ଓ ପରେ ତ୍ରିବେଣୀ କଳା ସଙ୍ଗମରେ ଓଡ଼ିଶୀ ନୃତ୍ୟ ଶିକ୍ଷାଦାନ କରିଥିଲେ । ସେ [[ବେଙ୍ଗାଳୁରୁ]]ସ୍ଥିତ ପ୍ରତିମା ବେଦୀଙ୍କ ''ନୃତ୍ୟଗ୍ରାମ''ରେ ମଧ୍ୟ ଶିକ୍ଷାଦାନ କରିଛନ୍ତି ।
 
== ନୃତ୍ୟ ନିର୍ଦ୍ଦେଶନା ==