"ପୋର୍ଟାଲ:ବୈଷୟିକ ବିଜ୍ଞାନ/Selected biography/6" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
No edit summary
 
୧ କ ଧାଡ଼ି:
{{Selected biography
Henry Cavendish
| image = Cavendish Henry signature.jpg
October 10th 1731 - February 24ht 1810
| size = 100px
| side = left
ହେନେରି କାଭେଣ୍ଡିସ ଅକ୍ଟୋବର ୧୦-୧୭୩୧ –ଫେବୃଆରି ୨୪-୧୮୧୦
| caption = ହେନେରି କ୍ୟାଭେଣ୍ଡିସ୍
| name = ହେନେରି କ୍ୟାଭେଣ୍ଡିସ୍
| born = ୧୭୩୧/୧୮୧୦<!--- Required if using "died" --->
| text = '''ହେନେରି କ୍ୟାଭେଣ୍ଡିସକ୍ୟାଭେଣ୍ଡିସ୍''' ଜଣେ ବ୍ରିଟିସ୍ ବୈଜ୍ଞାନିକ । ସେ ଉଭୟ [[ଭୌତିକ ବିଜ୍ଞାନ]][[ରସାୟନ ବିଜ୍ଞାନରେବିଜ୍ଞାନ]]ରେ ଦକ୍ଷତା ହାସଲ କରିଥିଲେ । ସେ ଇଁଲଣ୍ଡର[[ଫ୍ରାନ୍ସ]]ର ନାଇସ ନାମକ ସ୍ଥାନରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପିତାଙ୍କର ନାମ ଥିଲା ଲର୍ଡ ଚାର୍ଲସ୍‌ କ୍ୟାଭେଣ୍ଡିସ୍‌ । ଅନେକ ସମୟରେ ସେ ନିସଙ୍ଗରେ ସମୟ ବିତାଇବାକୁ ପସନ୍ଦ କରୁଥିଲେ । ତାଙ୍କର ଅଧିକାଶଂ ତଥ୍ୟ ମୃତ୍ୟୁର ବହୁବର୍ଷପରେ ପ୍ରକାଶିତ ହୋଇଥିଲା । ଅନେକ ବିଷୟରେ ସେ ଗବେଷଣା କରିଥିଲେ ମଧ୍ୟ ତାପ ସମ୍ପର୍କୀୟ ଗବେଷଣା ପାଇଁ ସେ ବିଖ୍ୟାତ । ଏହି ସମୟରେ ସେ ଅନେକ ବସ୍ତୁର ସ୍ପେସିଫିକ ହିଟ ସମ୍ପର୍କରେ ସେ ସୂଚନା ଦେଇଥିଲେ । ବାୟୁର ବିଭିନ୍ନ ଉପାଦାନ, ଓ ସେହି ଉପାଦାନ ଗୁଡିକ ମଧ୍ୟରୁ ସେ ଉଦ୍‌ଜାନ ସଂପର୍କରେ ସୂଚନା ଦେଇଥିଲେ । ଉଦ୍‌ଜାନକୁ ସେ "inflammable air ନାମରେ ନାମକରଣ କରିଥିଲେ । ଜଳ ଅଣୁର ଗଠନ ବିଷୟରେ ମଧ୍ୟ ସେ ତଥ୍ୟ ପ୍ରଦାନ କରିଥିଲେ । କୁଲମ୍ବ ଓ ଫାରାଡେ ବିଦ୍ୟୁତ ବିଷୟରେ ଊଦ୍ଭାବନ କରିଥିବା ଅନେକ ତଥ୍ୟ ସମ୍ବନ୍ଧରେ ସେ ପୂର୍ବରୁ ସୁଚନା ଦେଇସାରିଥିଲେ । ସେ ପୃଥିବୀର ସାନ୍ଦ୍ରତା ଜଳର ସାନ୍ଦ୍ରତାର ୫.୪୮ଗୁଣ ବୋଲି ଦର୍ଶାଇଥିଲେ । ତାଙ୍କ ଦ୍ୱାରା ଲିଖିତ ତଥ୍ୟଗୁଡିକୁ ନେଇ ୧୯୨୧ ମସିହାରେ ୨ଟି ବହି (Electrical Researches and Chemical and Dynamical) ପ୍ରକାଶିତ ହୋଇଥିଲା । ସେ ମଧ୍ୟ ପୃଥିବୀର ବସ୍ତୁତ୍ୱ ୫.୯୭୨୫ ବିଲିଅନ ଟ୍ରିଲିଅନ ଟନ୍ ବୋଲି ଦର୍ଶାଇଥିଲେ ।
| page= biography
| link = ହେନେରି କ୍ୟାଭେଣ୍ଡିସ୍
}}
 
[[ଶ୍ରେଣୀ:ବୈଷୟିକ ବିଜ୍ଞାନ ପୋର୍ଟାଲ]]
ହେନେରି କ୍ୟାଭେଣ୍ଡିସ ଜଣେ ବ୍ରିଟିସ୍ ବୈଜ୍ଞାନିକ । ସେ ଉଭୟ ଭୌତିକ ବିଜ୍ଞାନ ଓ ରସାୟନ ବିଜ୍ଞାନରେ ଦକ୍ଷତା ହାସଲ କରିଥିଲେ । ସେ ଇଁଲଣ୍ଡର ନାଇସ ନାମକ ସ୍ଥାନରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କ ପିତାଙ୍କର ନାମ ଥିଲା ଲର୍ଡ ଚାର୍ଲସ୍‌ କ୍ୟାଭେଣ୍ଡିସ୍‌ । ଅନେକ ସମୟରେ ସେ ନିସଙ୍ଗରେ ସମୟ ବିତାଇବାକୁ ପସନ୍ଦ କରୁଥିଲେ । ତାଙ୍କର ଅଧିକାଶଂ ତଥ୍ୟ ମୃତ୍ୟୁର ବହୁବର୍ଷପରେ ପ୍ରକାଶିତ ହୋଇଥିଲା । ଅନେକ ବିଷୟରେ ସେ ଗବେଷଣା କରିଥିଲେ ମଧ୍ୟ ତାପ ସମ୍ପର୍କୀୟ ଗବେଷଣା ପାଇଁ ସେ ବିଖ୍ୟାତ । ଏହି ସମୟରେ ସେ ଅନେକ ବସ୍ତୁର ସ୍ପେସିଫିକ ହିଟ ସମ୍ପର୍କରେ ସେ ସୂଚନା ଦେଇଥିଲେ । ବାୟୁର ବିଭିନ୍ନ ଉପାଦାନ, ଓ ସେହି ଉପାଦାନ ଗୁଡିକ ମଧ୍ୟରୁ ସେ ଉଦ୍‌ଜାନ ସଂପର୍କରେ ସୂଚନା ଦେଇଥିଲେ । ଉଦ୍‌ଜାନକୁ ସେ "inflammable air ନାମରେ ନାମକରଣ କରିଥିଲେ । ଜଳ ଅଣୁର ଗଠନ ବିଷୟରେ ମଧ୍ୟ ସେ ତଥ୍ୟ ପ୍ରଦାନ କରିଥିଲେ । କୁଲମ୍ବ ଓ ଫାରାଡେ ବିଦ୍ୟୁତ ବିଷୟରେ ଊଦ୍ଭାବନ କରିଥିବା ଅନେକ ତଥ୍ୟ ସମ୍ବନ୍ଧରେ ସେ ପୂର୍ବରୁ ସୁଚନା ଦେଇସାରିଥିଲେ । ସେ ପୃଥିବୀର ସାନ୍ଦ୍ରତା ଜଳର ସାନ୍ଦ୍ରତାର ୫.୪୮ଗୁଣ ବୋଲି ଦର୍ଶାଇଥିଲେ । ତାଙ୍କ ଦ୍ୱାରା ଲିଖିତ ତଥ୍ୟଗୁଡିକୁ ନେଇ ୧୯୨୧ ମସିହାରେ ୨ଟି ବହି (Electrical Researches and Chemical and Dynamical) ପ୍ରକାଶିତ ହୋଇଥିଲା । ସେ ମଧ୍ୟ ପୃଥିବୀର ବସ୍ତୁତ୍ୱ ୫.୯୭୨୫ ବିଲିଅନ ଟ୍ରିଲିଅନ ଟନ୍ ବୋଲି ଦର୍ଶାଇଥିଲେ ।