"ଅପସ୍ମାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
{{Commonscat|Epilepsy}}
ଟିକେ Wikipedia python library
୨୦ କ ଧାଡ଼ି:
ବାତ (Seizure/ Fits) ମାରିବା ସମୟରେ ଜିଭ ଅଗ ବା ଜିଭର ଦୁଇ ପାର୍ଶ୍ଵ କାମୁଡି ହୋଇଯାଏ । ଟନିକ-କ୍ଲୋନିକ ବାତ ହେଲେ ଜିଭର ଦୁଇ ପାର୍ଶ୍ଵ କାମୁଡା ହୁଏ, ଅଗ୍ର ଭାଗ ମଧ୍ୟ କାମୁଡି ହୋଇଯାଏ<ref>{{cite book|last=Engel|first=Jerome|title=Epilepsy : a comprehensive textbook|year=2008|publisher=Wolters Kluwer Health/Lippincott Williams & Wilkins|location=Philadelphia|isbn=9780781757775|pages=2797|url=http://books.google.ca/books?id=6Kq4Zt2KOpcC&pg=PA2797|edition=2nd ed.}}</ref> ।
== କାରଣ ==
ଅପସ୍ମାର ବାତ ରୋଗ ନିର୍ଣ୍ଣୟ ନିମନ୍ତେ କୌଣସି ନିର୍ଣ୍ଣାୟାତ୍ମକ କାରଣ ନ ଥାଇ [[ବାତ]] ମାରିବା ଆବଶ୍ୟକ । ତଥାପି କେତେକ କ୍ଷେତ୍ରରେ କେତେକ ନିର୍ଦ୍ଦିଷ୍ଟ ଉତ୍ତେଜକ(Trigger) ଯୋଗୁ ବାତ(Fits/ Seizure) ମାରେ ଯେଉଁମାନଙ୍କୁ ସ୍ଵତଃସ୍ଫୁର୍ତ୍ତ ଏପିଲେପ୍ସି କୁହାଯାଏ (Reflex epilepsy) । ଉଦାହରଣ ସ୍ଵରୁପ ପଠନ ଏପିଲେପ୍ସିରେ ପଢିବା ଏକ ଟ୍ରିଗର କାମ କରେ । ଫ୍ଲାସିଙ୍ଗ ଆଲୋକ ଯୋଗୁ ଫୋଟୋସେନ୍ସିଟିଭଫଟୋୋସେନ୍ସିଟିଭ ଏପିଲେପ୍ସି ହୁଏ । ସ୍ଵତଃସ୍ଫୁର୍ତ୍ତ ଏପିଲେପ୍ସି ଥିଲେ ମଧ୍ୟ ଟ୍ରିଗର ଯୋଗୁ ଏପିଲେପ୍ସି ହୋଇପାରେ । ପିଲାମାନଙ୍କର ହାଇପରଭେଣ୍ଟିଲେସନ ଯୋଗୁ ଚାଇଲ୍ଡହୁଡ ଆବସେନ୍ସ୍ ଏପିଲେପ୍ସି ହୁଏ । ଫ୍ଲାସିଙ୍ଗ ଆଲୋକ ଓ ହାଇପରଭେଣ୍ଟିଲେସନ କରି ଇ.ଇ.ଜି. ଦ୍ଵାରା ରୋଗ ନିର୍ଣ୍ଣୟ କରାଯାଏ । ଅନ୍ୟ ଟ୍ରିଗରମାନଙ୍କର ନାମ: ଆବେଗ(Emotional stress), ନିଦ୍ରାହୀନତା, ନିଦ୍ରା, ଉତ୍ତାପ, ଆଲକହଲ ଓ ଜ୍ଵର ଇତ୍ୟାଦି । ଟ୍ରିଗରମାନଙ୍କର ପ୍ରତିକ୍ରିୟା ଭିନ୍ନ ଭିନ୍ନ ହୋଇଥାଏ<ref name="Frucht2000">{{cite journal | author = Frucht MM, Quigg M, Schwaner C, Fountain NB. | title =Distribution of seizure precipitants among epilepsy syndromes | journal = Epilepsia | volume = 41 | issue = 12 | pages = 1534–1539. | year = 2000 | doi = 10.1111/j.1499-1654.2000.001534.x | pmid = 11114210}}</ref> । ଋତୁସ୍ରାବ ମଧ୍ୟ ଭିନ୍ନ ରକମ ଟ୍ରିଗର କାମ କରେ ଓ ଏହାକୁ କାଟାମେନିଆଲ ଏପିଲେପ୍ସି କୁହାଯାଏ<ref name="Herzog2004">{{cite journal | author = Herzog AG | title = Frequency of catamenial seizure exacerbation in women with localization-related epilepsy | journal = Annals Neurology | volume = 56 | issue = 3 | pages = 431–34| pmid = 15349872| year = 2004 | doi = 10.1002/ana.20214 | author-separator = , | author2 = Harden CL | author3 = Liporace J | author4 = Pennell P | author5 = Schomer DL | author6 = Sperling M | display-authors = 6 | last7 = Fowler | first7 = Kristen | last8 = Nikolov | first8 = Blagovast | last9 = Shuman | first9 = Sevie}}</ref> ।<br />
ଅପସ୍ମାର ବାତ ବିଭିନ୍ନ ବୟସରେ ବିଭିନ୍ନ କାରଣ ଯୋଗୁ ହୁଏ । ନିମ୍ନରେ ସେହି କାରଣ ଗୁଡିକ ପ୍ରଦତ୍ତ ହେଲା । <br />
* ନବଜାତ ଓ ପ୍ରାକ୍ ଶୈଶବରେ- ହାଇପୋକ୍ସିକ୍ ଇସ୍କେମିକ୍ ଏନକେଫାଲୋପାଥି, କେନ୍ଦ୍ରୀୟ ସ୍ନାୟୁ ବିଭାଗର ସଂକ୍ରମଣ, ଆଘାତ, କେନ୍ଦ୍ରୀୟ ସ୍ନାୟୁ ବିଭାଗର ଜନ୍ମଗତ ତ୍ରୁଟି ଓ ମେଟାବୋଲିକ ବେମାରୀ । <br />
"https://or.wikipedia.org/wiki/ଅପସ୍ମାର"ରୁ ଅଣାଯାଇଅଛି