"ଲକ୍ଷ୍ମୀନାରାୟଣ ସାହୁ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
{{ଛୋଟ|Laxminarayan Sahu}}
'''ଡଃ ଲକ୍ଷ୍ମୀନାରାୟଣ ସାହୁ''' (୩ ଅକ୍ଟୋବର ୧୮୯୦ - ୮ ଜାନୁଆରୀ ୧୯୫୩) [[ଓଡ଼ିଶା]]ର ଜଣେ ଖ୍ୟାତନାମା ଲେଖକ, କବି, ସାମ୍ଵାଦିକ, ସମାଜସେବୀ, ସଂସ୍କାରକ, ଐତିହାସିକ ଓ ରାଜନୀତିଜ୍ଞ ଥିଲେ <ref name=a>{{cite book|title=Eminent Indians who was who, 1900-1980, also annual diary of events|year=1985|page=286|url=http://books.google.co.in/books?id=bLEZAAAAYAAJ&q=LAXMINARAYAN+SAHU+ORISSA+PADMASHREE&dq=LAXMINARAYAN+SAHU+ORISSA+PADMASHREE&hl=en&sa=X&ei=9fbfT_W8N82rrAe3582YDQ&ved=0CEkQ6AEwAw}}</ref><ref name=c/>।<br />
[[ବାଲେଶ୍ଵରରବାଲେଶ୍ଵର]] ନିକଟସ୍ଥ ମଣିଖମ୍ଵ ଗ୍ରାମର ଖେତ୍ରମୋହନକ୍ଷେତ୍ରମୋହନ ସାହୁଙ୍କର ସେ ଏକମାତ୍ର ସନ୍ତାନ ଥିଲେ <ref name=c/>। ସ୍କୁଲ ଶିକ୍ଷା ପରେ ସେ ଏକାଧିକ ବିଷୟରେ ଏମ୍.ଏ. ଓ ଏଲ୍.ଏଲ୍.ବି. ପାସ କରିଥିଲେ <ref name=a/>। ସେ ଜଣେ ପ୍ରସିଦ୍ଧ ଶିକ୍ଷକ ଥିଲେ <ref name=c/>। ସେ ତାଙ୍କର ଜନଜାତି ସମ୍ପର୍କୀୟ ଲେଖା ଯୋଗୁ ଖ୍ୟାତିପ୍ରାପ୍ତ ହୋଇଥିଲେ । ଜନଜାତିଙ୍କର ପୁରୁଷ ପୁରୁଷ ଧରି ଚଳିଆସୁଥିବା ମୂଖନିସୃତ କାହାଣୀରେ ସ୍ଵର୍ଗ, ନର୍କ, ସୃଷ୍ଟି ଓ ମୃତ୍ୟୁ ବିଷୟରେ ସେ ଲେଖିଚାଲିଥିଲେ <ref>{{cite book|title=Midwest folklore , Volumes 10-11|year=1960|publisher=Indiana University|page=191|url=http://books.google.co.in/books?id=i4YZAAAAMAAJ&q=LAXMINARAYAN+SAHU+ORISSA+PADMASHREE&dq=LAXMINARAYAN+SAHU+ORISSA+PADMASHREE&hl=en&sa=X&ei=9fbfT_W8N82rrAe3582YDQ&ved=0CEQQ6AEwAg}}</ref>। ଓଡ଼ିଶାର ଗ୍ରାମ୍ୟ ନାଚ ତଥା ସଙ୍ଗୀତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସହ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଓ ତାହାର ଉନ୍ନତି ଓ ସ୍ଥାୟୀତ୍ଵ ନିମନ୍ତେ କାମ କରିଥିଲେ <ref name=b>{{cite book|title=Six acres and a half: Oriya novel: Chhamana atha guntha|year=1967|publisher=Ministry of Information and Broadcasting, Govt. of India|page=5|url=http://books.google.co.in/books?id=GtRHAAAAMAAJ&q=LAXMINARAYAN+SAHU+ORISSA+PADMASHREE&dq=LAXMINARAYAN+SAHU+ORISSA+PADMASHREE&hl=en&sa=X&ei=9fbfT_W8N82rrAe3582YDQ&ved=0CEAQ6AEwAQ}}</ref>। ଓଡ଼ିଆ ଛଡା ହିନ୍ଦିହିନ୍ଦୀ, ବଙ୍ଗଳା ଓ ସଂସ୍କୃତରେ ମଧ୍ୟ ଲେଖା ଲେଖି କରୁଥିଲେ । ଗଳ୍ପ ମଧ୍ୟରେ ବୀଣା, ସୁଲତା, କଣ୍ଟ୍ରୋଲ ରୁମ୍, କବିତା ମଧ୍ୟରେ ପଶର ଓ ସାମାଜିକ ଗଳ୍ପ ସ୍ପ୍ରିଙ୍ଗ ଅଫ୍ ଦି ସୋଲ୍ ତାଙ୍କୁ ପ୍ରସିଦ୍ଧି ଆଣିଥିଲା । ଓଡ଼ିଆ ଖବରକାଗଜ ସହକାର ଓ ଇଂରାଜୀ ଖବରକାଗଜ ସ୍ଟାରଷ୍ଟାର ଅଫ୍ ଉତ୍‌କଲ୍‌ରେ ଲେଖୁଥିଲେ <ref name=c>[http://baleswar.nic.in/lakshinarayan.htm Laxminarayan Sahu] Balasore Official Website</ref>। [[ଅସ୍ପୃଶ୍ୟପ୍ରଥା]] ଓ ମହିଳାମାନଙ୍କ ଦୁର୍ଗତି ବିରୁଦ୍ଧରେ ସେ ସମାଜ ସଂସ୍କାରକ ଭାବେ କାମ କରୁଥିଲେ ।<br />
ସେ ଓଡ଼ିଶା ଆସେମ୍ଵ୍ଲିକୁ ୧୯୪୭ ମସିହାରେ ନିର୍ବାଚିତ ହୋଇଥିଲେ ଓ ଭାରତର କନ୍‌ସ୍ଟିଚୁଏଣ୍ଟ ଆସେମ୍ଵ୍ଲିର ସେ ସଭ୍ୟ ଥିଲେ <ref name=a/><ref>{{cite web|url=http://164.100.47.132/LssNew/constituent/vol9p15.html |title=Debates of The Constituent Assembly of India |publisher=164.100.47.132 |date= |accessdate=2012-06-19}}</ref>। ସେ ତାଙ୍କର ଅଗ୍ନିବର୍ଷୀ ସାରଗର୍ଭକ ଭାଷଣଦ୍ଵାରା ଭାରତର ସମ୍ଵିଧାନର ଚିଠା ପ୍ରସ୍ତୁତ ବେଳେ ଯୁକ୍ତି କରି କହିଥିଲେ ଯେ ତାହା ବିପଦଜନକ ଓ ବିପରୀତଧର୍ମୀ ଥିଲା ଯାହାକୁ ବାହାର ନ କଲେ ଭାରତକୁ ଭବିଷ୍ୟତରେ ଖଣ୍ଡ ବିଖଣ୍ଡ କରିଦେବ ।ଓ ଏହି ଯୁକ୍ତିକୁ [[ଭୀମରାଓ ରାମଜୀ ଆମ୍ବେଦକର|ବି. ଆର୍. ଆମ୍ଵେଦକର]] ମଧ୍ୟ ମାନିଥିଲେ <ref name=d>{{cite web|url=http://orissamatters.com/2011/06/06/3950/ |title=It is Time for Indian Patriotic Intelligentsia to Wake up « Orissa Matters |publisher=Orissamatters.com |date=2011-06-06 |accessdate=2012-06-19}}</ref>। <br />
 
ସନ ୧୯୯୫ ମସିହାରେ ସାହିତ୍ୟ ଓ ଶିକ୍ଷା ବିଷୟରେ ତାଙ୍କର ଦାନ ନିମନ୍ତେ ତାଙ୍କୁ ପଦ୍ମଶ୍ରୀ ଉପାଧିରେ ସମ୍ମାନିତ କରାଯାଇଥିଲା । ଓଡ଼ିଶା ଇତିହାସ ଉପରେ ତାଙ୍କର କାମ ନିମନ୍ତେ ତାଙ୍କୁ ଇତିହାସ ରଥ କୁହାଯାଉଥିଲା । ସେ ଏସିଆଟିକ୍ ସୋସାଇଟିର ସଭ୍ୟ, ଓଡ଼ିଆ ସାହିତ୍ୟ ଏକାଡେମିର ସଭାପତି ଓ ସର୍ଭାଣ୍ଟ ଅଫ ଇଣ୍ଡିଆ ସୋସାଇଟିର ସଭ୍ୟ ଥିଲେ ।<br />
କଟକରେ ତାଙ୍କ ନାମରେ ଲକ୍ଷ୍ମୀନାରାୟଣ ସାହୁ ମହାବିଦ୍ୟାଳୟ ସ୍ଥାପିତ ହୋଇଛି <ref>{{cite web|url=http://www.lnsmahavidyalaya.org/about_us.html |title=Lakshmi Narayan Sahu Mahavidyalaya |publisher=Lnsmahavidyalaya.org |date=2009-03-08 |accessdate=2012-06-19}}</ref>।
== ଆଧାର ==
{{ଆଧାର|2}}
{{ଓଡ଼ିଶାର ପଦ୍ମ ବିଜେତା}}
 
 
[[ଶ୍ରେଣୀ:୧୮୯୦ ଜନ୍ମ]]
[[ଶ୍ରେଣୀ:୧୯୫୩ ମୃତ୍ୟୁ]]
[[ଶ୍ରେଣୀ:ପଦ୍ମ ଶ୍ରୀ ସମ୍ମାନିତ]]
୨୪,୫୮୫

ଗୋଟି ସମ୍ପାଦନା